ସତ ପାଇଁ କ୍ଷମା ମାଗିବି ନାହିଁ: ରାହୁଲ
ନୂଆଦିଲ୍ଳୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ତାଙ୍କ କଥାରେ ଅଡି ବସିଛନ୍ତି। ‘ରେପ୍ ଇନ୍ ଇଣ୍ଡିଆ’ ଉକ୍ତିକୁ ନେଇ ସେ କେବେବି ଭୁଲ୍ ମାଗିବେ ନାହିଁ ବୋଲି କହିଛନ୍ତି। କାରଣ ଏହା ସତ। ତେଣୁ ସେ ସତ ପାଇଁ କ୍ଷମା…
ନାଗରିକତା ଆଇନକୁ ନେଇ ବିରୋଧ ଜାରି: ବସ୍ରେ ନିଆଁ ଲଗାଇଲେ ପ୍ରଦର୍ଶନକାରୀ
କୋଲକାତା,୧୪।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ବିଭିନ୍ନ ସହରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶନିବାର ପ୍ରଦର୍ଶନକାରୀମାନେ ମୁର୍ଶିଦାବାଦର ସାଗରଦିଘି ଅଞ୍ଚଳର ମହିଷାସୁର ଷ୍ଟେଶନରେ ଭଙ୍ଗାରୁଜା କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ…
ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଗେଟ୍ରେ ତାଲା ପକାଇଲେ ଛାତ୍ରୀ
କେନ୍ଦୁଝର,୧୪।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଛାତ୍ରୀମାନେ ଗେଟ୍ରେ ତାଲା ପକାଇ ବିରୋଧ କରିଛନ୍ତି। ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବୁଝାସୁଝା କରି ତାଲା ଖୋଲି ଦେଇଥିଲେ। ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହିତ ଛାତ୍ରୀମାନଙ୍କ…
ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର
ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଗ୍ରାମବାସୀ ଓ ପରିବାରଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଚିହ୍ନଟ ସହ ଗିରଫ କରା ନ…
କ୍ଲାସିକୋ ଲାଗି ମୁତୟନ ହେବେ ୩ ହଜାର ପୋଲିସ
ବାର୍ସିଲୋନା,୧୪।୧୨(ଏଏଫ୍ପି)- ଆସନ୍ତା ସପ୍ତାହରେ ରିଅଲ ମାଡ୍ରିଡ୍ ଓ ବାର୍ସିଲୋନା ମଧ୍ୟରେ ଖେଳାଯିବାକୁ ଥିବା କ୍ଲାସିକୋ ମ୍ୟାଚ୍ର କାର୍ଯ୍ୟସୂଚୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିନେଇ ପ୍ରାୟ ୩ ହଜାର ପୋଲିସ ଅଫିସର ଓ ସୁରକ୍ଷା କର୍ମଚାରୀ ମୁତୟନ କରାଯିବ ବୋଲି ଲୋକାଲ…
ଓଜନ କମ୍ କରିବାକୁ ଚାହୁଁଛନ୍ତି, ପ୍ରତିଦିନ ଖାଆନ୍ତୁ …
କମଳା ସ୍ବାସ୍ଥ୍ୟ ପାଇଁ ବହୁ ଲାଭଦାୟକ। ଯଦି ଓଜନ କମ୍ କରିବାକୁ ଚାହୁଁଛନ୍ତି ତେବେ ପ୍ରତିଦିନ କମଳା ଖାଆନ୍ତୁ। କମଳାରେ ଭିଟାମିନ୍ ‘ସି’ ଠାରୁ ଆରମ୍ଭ କରି ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରୁ କ୍ୟାଲୋରୀ ଏବଂ ଫାଇବର ପ୍ରଚୁର ମାତ୍ରାରେ…
ଶିକ୍ଷକ ଡେପୁଟେଶନକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା
ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ୍.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନ୍ରେ ବିଇଓ କୋରକରା ପଣସା ବିଦ୍ୟାଳୟକୁ ପଠାଇଛନ୍ତି। ଏହାର ପ୍ରତିବାଦରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର,ଅଭିଭାବକ,ଏସ୍ଏମ୍ସି ସଦସ୍ୟ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା…
ଜଳିଗଲା ୩ ଦୋକାନ: ଦୁର୍ବୃତ୍ତ ନିଆଁ ଲଗାଇଥିବା ଅଭିଯୋଗ
ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ୩ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ବଜାରରେ ଥିବା ଭାଗୀରଥି ଦାସଙ୍କ ଗ୍ରୋସରି, ଅଜୟ…
ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ମକା ବୋଝେଇ ଟ୍ରକ୍ ଠାବ: ଡ୍ରାଇଭର ମୃତ, ଉଦ୍ଧାର କାର୍ଯ୍ୟ ଜାରି
କୋକସରା,୧୪।୧୨(ଡି.ଏନ୍.ଏ.): କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ଏକ ମକା ବୋଝେଇ ଟ୍ରକ୍କୁ ଶନିବାର ଠାବ କରାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗତ ୫ ତାରିଖ ରାତିରେ ଟ୍ରକ୍ଟି ଉମରକୋଟରୁ କଟକ ଯାଉଥିବା ବେଳେ ଘାଟିର ଏକ ବୁଲାଣିରେ…
ଉତ୍ତରପୂର୍ବରେ କୋହଳ ହେଲା କର୍ଫ୍ୟୁ, ବନ୍ଦ ରହିଛି ଇଣ୍ଟରନେଟ ସେବା
ଗୁଆହାଟୀ,୧୪।୧୨: ନାଗରିକତା ସଂଶୋଧନ ବିଲ୍ (ସିଏବି)କୁ ନେଇ ଉତ୍ତରପୂର୍ବ ଭାରତରେ ଆନ୍ଦୋଳନର ନିଆଁ ତେଜିବାରେ ଲାଗିଥିବା ବେଳେ ଦେଶର ବିଭିନ୍ନ ସ୍ଥାନରେ ଏବେ ବି ବିରୋଧ ପ୍ରଦର୍ଶନ ଜାରି ରହିଛି। ଆସାମ ଓ ତ୍ରିପୁରାରେ ଏବେ ବି ସେନା ମୁତୟନ ହେବା…
ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍
ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ ପାରିକରଙ୍କ ପୁଅ ଉତ୍ପଳ ପାରିକର ମଞ୍ଜୁରୀ ଦେବା ସହ ଏକ ଏଗ୍ରିମେଣ୍ଟ ସାଇନ୍ ମଧ୍ୟ…
ନବବଧୂଙ୍କ ପିଆଜ ଚିନ୍ତା ଦୂର କଲେ ସମ୍ପର୍କୀୟ
ଝାନ୍ସି,୧୪।୧୨: ସାରା ଦେଶରେ ବର୍ଦ୍ଧିତ ପିଆଜ ଦରକୁ ନେଇ ବଜାରରେ ନିଆଁ ଲାଗିଛି। ଲୋକଙ୍କ ପାଇଁ ପିଆଜ ଏତେ ମୂଲ୍ୟବାନ ହୋଇଯାଇଛି ଯେ, ଏବେ ଏହାକୁ ଲୋକେ ଉପହାର ଭାବେ ଭେଟି ଦେଉଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର…
Archives


