Home Left

ବିକଳ୍ପ ଶକ୍ତି ଭବିଷ୍ୟତର ଭରସା

ଜାତିସଂଘ: ବିଶ୍ୱରେ ୧୪ ଡିସେମ୍ବରରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଉଛି। ଶକ୍ତି କ୍ଷୟ ରୋକିବା ଓ ଏହାର ବିନିଯୋଗ ଉପରେ ଗୁରୁତ୍ୱ ପ୍ରଦାନ କରିଥାଏ ଏହି ଦିବସ। ଦୈନନ୍ଦିନ ଜୀବନରେ ଶକ୍ତିର ଉପଯୋଗ ଓ ପରିବେଶ ଉପରେ ଏହାର…

ଗୋଟିଏ ପିଆଜର ଦାମ୍‌ ୬୦ଟଙ୍କା: କିଣିବାକୁ ଗ୍ରାହକ ଆଗ୍ରହୀ

ସିରସା,୧୪।୧୨: ଦେଶର ବିଭିନ୍ନ ରାଜ୍ୟରେ ଏବେ ପିଆଜ ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଏହାର ବର୍ଦ୍ଧିତ ମୂଲ୍ୟ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ କିନ୍ତୁ ହରିୟାଣାର ସିରସାରେ ବିକ୍ରି ହେଉଥିବା ଏକ ନିଆରା ପିଆଜ ସମସ୍ତଙ୍କ ଦୃଷ୍ଟି…

ଆହତ ଭୁବନେଶ୍ୱରଙ୍କ ସ୍ଥାନରେ ଶାର୍ଦ୍ଦୁଳ

ଚେନ୍ନାଇ,୧୪।୧୨(ପି.ଟି.)-ଭାରତୀୟ ପେସର ଭୁବନେଶ୍ୱର କୁମାର ଆହତ ହୋଇ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ଶାର୍ଦ୍ଦୁଳ ଠାକୁରଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ୨୯ ବର୍ଷୀୟ ଭୁବି ମୁମ୍ବାଇଠାରେ ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ବେଳେ ଆହତ ହୋଇଥିଲେ।…

ନୂଆ ନାଗରିକତା ଆଇନ ଭେଦଭାବ ପୂର୍ଣ୍ଣ: ଜାତିସଂଘ

ଜେନେଭା,୧୪।୧୨: ଭାରତରେ ପ୍ରଣୀତ ହୋଇଥିବା ନୂଆ ନାଗରିକତା ଆଇନ ସମ୍ପୂର୍ଣ୍ଣ ଭାବେ ଭେଦଭାବ ପୂର୍ଣ୍ଣ ବୋଲି ଜାତିସଂଘର ମାନବାଧିକାର ଶାଖା ପକ୍ଷରୁ କୁହାଯାଇଛି। ଏନେଇ ଜାତିସଂଘ ମାନବାଧିକାର ମୁଖପାତ୍ର ଜେରେମୀ ଲରେନ୍ସ୍‌ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବୋଧନ କରିବା ଅବସରରେ କହିଛନ୍ତି। ଭାରତୀୟ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌: ୨ ଡ୍ରାଇଭର ଜୀବନ୍ତ ଦଗ୍ଧ

ସମ୍ବଲପୁର,୧୪।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ନଂ. ଯୁଯୁମୁରା ଥାନା ଛକ ନିକଟରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର (ଓଡି ୫ ଏଚ୍‌- ୧୦୯୯) ସମ୍ବଲପୁରରୁ କଟକ ଆଡ଼କୁ ଯାଉଥିବା ବେଳେ…

ଉତ୍ତର ପୂର୍ବ ଭାରତରେ ହିଂସାକୁ ଦେଖି ଆମେରିକା, ଫ୍ରାନ୍ସ , ବ୍ରିଟେନ ଜାରି କଲେ ଆଡଭାଇଜରୀ

ନୂଆଦିଲ୍ଲୀ,୧୪।୧୨: ନାଗରିକତା ସଂଶୋଧନ ନିୟମ(ସିଏଏ) ହେବା ପରେ ଉତ୍ତର ପୂର୍ବ ରାଜ୍ୟରେ ଦେଖାଦେଇଥିବା ହିଂସା ପରିସ୍ଥିତି ସାମାନ୍ୟ ହେବାରେ ଲାଗିଛି। ସରକାର ଗୁଆହାଟୀରେ ଲଗାଇଥିବା କର୍ଫ୍ୟୁକୁ କୋହଳ ମଧ୍ୟ କରି ଦେଇଛନ୍ତି। ଶନିବାର ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ କର୍ଫ୍ୟୁରେ କୋହଳ…

ପ୍ରଥମ ସାମୁଦ୍ରିକ କବରଖାନା

କୋଝିକୋଡ: ସମୁଦ୍ରର ଅଥଳ ଜଳରାଶିଠାରୁ ଆରମ୍ଭ କରି ଏଭେରଷ୍ଟ, ଆମାଜନର ଘଞ୍ଚ ଜଙ୍ଗଲରୁ ସାହାରାର ବିସ୍ତୀର୍ଣ୍ଣ ମରୁପ୍ରାନ୍ତ ଯାଏ ସବୁଠି ମନୁଷ୍ୟକୃତ ଆବର୍ଜନାର ପାହାଡ଼। ଜାଣତ କିମ୍ବା ଅଜାଣତରେ ପ୍ରାକୃତିକ ପରିବେଶରେ ଏପରି ହସ୍ତକ୍ଷେପ ଏବେ ମଣିଷ ଜାତି ପାଇଁ ବୁମେରାଂ…

କ୍ୟାନ୍‌ସର ଦୂରକରେ ଚା

ନୂଆଦିଲ୍ଲୀ: ଶୀତଦିନେ ଚା’ର ମଜା ନିଆରା। ଏମିତିକି ଭାରତରେ ଲୋକମାନେ କପେ ଚା’କୁ ଅନେକ ଗୁଡ଼ିଏ ସମସ୍ୟାର ସମାଧାନ ବୋଲି ଭାବନ୍ତି। ଥକାପଣ ମେଣ୍ଟାଇବା, ଥଣ୍ଡା ଆଦି ସମସ୍ୟା ଦୂରେଇବା ଏପରିକି ଅନେକେ ମୁଣ୍ଡବିନ୍ଧା ହେଲେ ପ୍ରଥମେ ଚା ପିଇବାକୁ ପ୍ରାଧାନ୍ୟ…

ସଞ୍ଜୟ ଗାନ୍ଧୀଙ୍କ ୭୩ ତମ ଜୟନ୍ତୀ: ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୩ ତମ ଜୟନ୍ତୀ ଶନିବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୧୪ରେ ସଞ୍ଜୟଙ୍କ ଜନ୍ମ ଦିଲ୍ଲୀରେ ହୋଇଥିଲା। ସଞ୍ଜୟ-ମାନେକାଙ୍କ…

ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ ଗଛ ଏ ପର୍ଯ୍ୟନ୍ତ ସଫା ହୋଇପାରିଛି। ଏହା ଦ୍ୱାରା ହରିଣମାନଙ୍କ ଚଳପ୍ରଚଳରେ ସମସ୍ୟା ସୃଷ୍ଟି…

ପ୍ରକୃତିପ୍ରେମୀ ମହାବୀର ବାବାଙ୍କ ପରଲୋକ

ବୋଲଗଡ,୧୪ା୧୨(ଡି.ଏନ.ଏ.): ବୋଲଗଡ ବ୍ଲକ ଜଖଲା ପାହାଡ ଉପରେ ଥିବା ମହାବୀର ମନ୍ଦିରର ପ୍ରତିଷ୍ଠାତା ବାବା ରାମନାରାୟଣ ଦାସ ମହାରାଜ (୬୦)ଙ୍କର ଶୁକ୍ରବାର ପରଲୋକ ହୋଇଛି । ସେ ମହାବୀର ବାବା ନାମରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ ବିୟୋଗରେ…

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ସହରାଞ୍ଚଳ ପୋଲିସ କଦମ୍ବବେଡ଼ା ଛକଠାରେ ଥିବା ଏକ ସେଲୁନ୍‌ରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରିଛି। ମୃତକ ଜଣକ ହେଲେ ସେଲୁନ୍‌ ମାଲିକ ସୁରେଶ ବାରିକ। ତେବେ ପାରିବାରିକ ସମସ୍ୟାରୁ ସୁରେଶ ଆତ୍ମହତ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri