Home Left

‘ଭାରତ ବଚାଓ’ ରାଲି ପାଇଁ ପ୍ରସ୍ତୁତ ରାମଲିଳା ମଇଦାନ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସର ‘ଭାରତ ବଚାଓ’ ରାଲି ପାଇଁ ନୂଆଦିଲ୍ଲୀର ରାମଲିଳା ମଇଦାନରେ ସମସ୍ତ ପ୍ରସ୍ତୁତି ସରିଛି। ସେଠାରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ର ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବଡ ବଡ…

ଦୁଇ ଗାଁକୁ ପାନୀୟ ଜଳ ଯୋଗାଣ ବନ୍ଦ: ୫-ଟିରେ ଅଭିଯୋଗ ପରେ ମିଳୁନି ସୁଫଳ

ବେଗୁନିଆ,୧୪ା୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତର ୨ଟି ଗଁ।ର ୪ ହଜାର ଲୋକ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ଜଳକଷ୍ଟ ଭୋଗୁଛନ୍ତି। ୬୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୨ ପାନୀୟ ଜଳ ପ୍ରକଳ୍ପ ଲୋକଙ୍କ…

ରାମ ମନ୍ଦିର ନିର୍ମାଣ ପାଇଁ ପ୍ରତି ପରିବାରରୁ ୧୧ଟଙ୍କା ମାଗିଲେ ଯୋଗୀ

ରାଞ୍ଚି,୧୪।୧୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବୟାନ ଏବେ ବିବାଦ ମଧ୍ୟକୁ ଚାଲିଯାଇଛି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ପାଇଁ ଯାଇଥିବା ଯୋଗୀ ଆଦିତ୍ୟନାଥ ବାଗୋଦରରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ ପ୍ରତି ପରିବାରଙ୍କଠାରୁ ରାମ ମନ୍ଦିର…

ଏନ୍‌ଟିପିସି ରେଳ ଲାଇନ୍‌ରୁ ମୃତଦେହ ଉଦ୍ଧାର: କୋଇଲା ପରିବହନ ବନ୍ଦ

ତାଳଚେର,୧୪।୧୨(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମ ନିକଟ ଏନ୍‌ଟିପିସି ରେଳ ଲାଇନ୍‌ରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ମହିଳା ଜଣକ ଗୁରୁଜାଙ୍ଗର ମମତା ଦେହୁରୀ (୨୭)ବୋଲି ଜଣାପଡ଼ିଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ…

ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୧୪ା୧୨: ଆସନ୍ତା ୧୬ ତାରିଖ ରବିବାର ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି…

ସାବରମତି ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠାର ବିକାଶ

କଟକ ଅଫିସ, ୧୪ା୧୨: କଟକରେ ଦେଖିବାକୁ ମିଳିବ ଗୁଜରାଟର ସାବରମତି ରିଭରଫ୍ରଣ୍ଟ ଭଳି ପ୍ରକଳ୍ପ। ବାଲିଯାତ୍ରା ତଳପଡ଼ିଆରୁ ଯୋବ୍ରା ନୌବାଣିଜ୍ୟ ସଂଗ୍ରହାଳୟ ସାମ୍ନା ପର୍ଯ୍ୟନ୍ତ ମହାନଦୀ ପଠାର ୪୦୦ ଏକର ପରିମିତ ଜାଗାକୁ ଚିହ୍ନଟ କରାଯାଇଛି। ଏଠାରେ ସ୍ପୋଟର୍‌ସ କମ୍ପ୍ଲେକ୍ସ, ଏସ୍‌ସିବିର…

ୱାଇ ଫର୍ମରେ ବାଲି ଜାଲିଆତି

କଟକ ଅଫିସ, ୧୪ା୧୨: କଟକ ଜିଲାର ବିଭିନ୍ନ ନଦୀରୁ ବାଲି ଚୋରାଚାଲାଣ ହେଉଛି। ଏହି ଚୋରାଚାଲାଣ କାର୍ଯ୍ୟରେ ନେତାଙ୍କଠାରୁ ଆରମ୍ଭ କରି ପ୍ରଶାସକ ଓ ଗ୍ୟାଙ୍ଗଷ୍ଟରଙ୍କ ସମ୍ପୃକ୍ତି ରହୁଛି। ତେଣୁ ଏଥିରେ କେହି ବି ହସ୍ତକ୍ଷେପ କରିବାକୁ ସାହସ କରୁନାହାନ୍ତି। ମାତ୍ର…

ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରସଙ୍ଗ: ୧୭ ମଠ ମହନ୍ତଙ୍କୁ ଦେବୋତ୍ତର କମିଶନରଙ୍କ ନୋଟିସ

ପୁରୀ ଅଫିସ, ୧୪ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଥିବା ୧୭ଟି ମଠ ମହନ୍ତଙ୍କୁ ଦେବୋତ୍ତର କମିଶନର ନୋଟିସ କରିଛନ୍ତି। ମଠଗୁଡ଼ିକର ଉଚ୍ଛେଦ ସଂକ୍ରାନ୍ତରେ ପୁରୀ ଜିଲାପାଳଙ୍କ ଚିଠିକୁ ଆଧାର କରି କମିଶନର ଏହି ନୋଟିସ କରିଥିବା ଜଣାପଡିଛି। ଏଥିରେ ମହନ୍ତମାନଙ୍କ ଆପତ୍ତି…

ଥରିଲା ମହାରାଷ୍ଟ୍ର

ପାଲଘର,୧୪।୧୨: ମହାରାଷ୍ଟ୍ରରେ ଶନିବାର ସକାଳେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮ ସକାଳ ପ୍ରାୟ ୫ଟା ୨୨ରେ ଏହି ଭୂକମ୍ପ ହୋଇଛି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୩ଟି ମୃଦୁ ଭୂକମ୍ପ…

ଆଜିଠାରୁ ‘ଇକୋ ରିଟ୍ରିଟ୍‌’:ଗ୍ଲାମରସ୍‌ କ୍ୟାମ୍ପିଂ- ଫୁଡ୍‌-ଫନ୍‌

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ଲକ୍‌ଜ୍ୟୁରି କଟେଜ୍‌, ଆଡ୍‌ଭେଞ୍ଚର ସ୍ପୋର୍ଟସ, ଓ୍ବାଟର୍‌ ସ୍ପୋର୍ଟସ, ବିଚ୍‌ ଭଲିବଲ୍‌, ଥେରାପ୍ୟୁଟିକ୍‌ ଓ୍ବାକ, ବିଚ୍‌ ସ୍ପା, ସେଲିବ୍ରିଟି ଡିଜେ, ଖ୍ୟାତନାମା ବ୍ୟାଣ୍ଡ୍‌ ଓ ମନପସନ୍ଦର ଖାଦ୍ୟ। ଗୋଟିଏ ସ୍ଥାନରେ ସବୁକିଛିର ଅନୁଭବ ନେଇପାରିବେ ପର୍ଯ୍ୟଟକ। ଏଥିପାଇଁ ଶନିବାରଠାରୁ ଆରମ୍ଭ ହେବାକୁ…

ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ ଡିସିପି ଅଧ୍ୟକ୍ଷ ରହିବେ। ସ୍ଥାୟୀ ସମାଧାନ ପାଇଁ ବାଦାମବାଡ଼ିରୁ ଲିଙ୍କରୋଡ ମଧ୍ୟରେ ଫୁଟ୍‌ ଓଭରବ୍ରିଜ୍‌…

ସାଇକେଲରେ ଅଫିସ୍‌ ଆସିଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର, ୧୪ା୧୨ (ବ୍ୟୁରୋ): ସହରାଞ୍ଚଳ ପରିବେଶକୁ ଯାନବାହନ ପ୍ରଦୂଷଣରୁ ମୁକ୍ତ ରଖିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଏବଂ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍‌ସିଏଲ୍‌) ପକ୍ଷରୁ ଏକ ଭଲ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ୩ ସଂସ୍ଥାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri