ଏହି ଅଭିନେତ୍ରୀଙ୍କ ବିବାହରେ ନିଜ ଶରୀରରେ ସିଗାରେଟ୍ ଚେଙ୍କ ଦେଇଥିଲେ ରାଜ କପୁର: ନର୍ଗିସ୍, ସିନେମା ଓ ମଦ୍ୟପାନ ଥିଲା ୩ ଦୁର୍ବଳତା
ମୁମ୍ବାଇ: ବଲିଉଡ୍ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୯୫ ତମ ଜନ୍ମ ବାର୍ଷିକୀ ଶନିବାର ପାଳିତ ହେଉଛି। ସେ ୧୯୨୪ ଡିସେମ୍ବର ୧୪ରେ ପେଶାଓ୍ବାରରେ ଜନ୍ମ ଗ୍ରହଣ କରିଥିଲେ। ୧୦ ବର୍ଷ ବୟସରୁ ସେ ଆରମ୍ଭ କରିଥିଲେ ନିଜର ଫିଲ୍ମ ଯାତ୍ରା।…
କନ୍ୟାବର ବିବାହରେ ପିଆଜ ଏବଂ ରସୁଣ ମାଳ କଲେ ଅଦଳବଦଳ
ବାରାଣସୀ,୧୪।୧୨: ବିବାହରେ କନ୍ୟାବର ଫୁଲ ମାଳ ଅଦଳବଦଳ କରି ପରସ୍ପରକୁ ବରଣ କରିଥାନ୍ତି। ତେବେ ଉତ୍ତରପ୍ରଦେଶ ବାରାଣସୀରେ କନ୍ୟାବର ଜୟମାଳା ପରମ୍ପରା ସମୟରେ ପରସ୍ପରକୁ ପିଆଜ ଏବଂ ରସୁଣ ମାଳା ଅଦଳ ବଦଳ କରିଛନ୍ତି। ସେହିପରି ବିବାହ ଉତ୍ସବରେ ଯୋଗଦେବାକୁ ଆସିଥିବା…
୨୦ଜଣଙ୍କୁ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପୁରସ୍କାର
ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟ୍ସ) ୨୦୧୯-୨୦ର ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ପଠାଣି ସାମନ୍ତ ପ୍ଲାନେଟାରିୟମରେ ଅନୁଷ୍ଠିତ ହୋଇଯାଇଛି। ୟାଟ୍ସ ୨୦୧୯-୨୦ର ବିଷୟବସ୍ତୁ ଥିଲା ‘ବ୍ରହ୍ମାଣ୍ଡର ଚମତ୍କାରକୁ ଉଜାଗର କରିବା’। ଏଥିରେ ସାରା ରାଜ୍ୟର…
ସ୍ମାର୍ଟ ଫୋନ୍ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ
କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍, ଗୀତ, ଭିଡିଓ ଗେମ୍ ସହିତ ଟିକ୍ଟକ୍ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ କଲେ ମା’ ବାପାମାନେ ସ୍ମାର୍ଟ ଫୋନ ଧରାଇ ଦେଇ ଶାନ୍ତ କରୁଛନ୍ତି। କିନ୍ତୁ ଏହା…
ନଗଡ଼ା ହେବ ଇକୋ ଟ୍ୟୁରିଜମ: ଶକ୍ତିମନ୍ତ୍ରୀ
କାଳିଆପାଣି,୧୪ା୧୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ ନଗଡାକୁ ଇକୋ ଟ୍ୟୁରିଜମ ବା ପରିବେଶ ପର୍ଯ୍ୟଟନଭାବେ ପରିଣତ କରିବାକୁ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଘୋଷଣା କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମିଶ୍ର ନଗଡା ଗସ୍ତ କରି ବିଭିନ୍ନ ଯୋଜନା ଉପରେ ସମୀକ୍ଷା କରିଥିଲେ। ଏହାବାଦ ନଗଡା…
ଦୁଇ ପରିବାରର ୯ ଜଣଙ୍କ ଆତ୍ମହତ୍ୟା
ଚେନ୍ନାଇ,୧୪ା୧୨(ପି.ଟି.): ପରିସ୍ଥିତି ମଣିଷକୁ ପଶୁସମ କରିଦେଇଥାଏ। ବୁଦ୍ଧି ବିବେକ ଥାଇ ବି ମଣିଷ ପରିସ୍ଥିତିର ଦାସ ପାଲଟି ଭୁଲ ପଦକ୍ଷେପ ନେବାକୁ ବାଧ୍ୟ ହୋଇଥାଏ। ଦୁଇ ପରିବାରର ୯ଜଣ ଆତ୍ମହତ୍ୟା କରିବା ଘଟଣା ଲୋକଲୋଚନକୁ ଆସିବା ପରେ ଏହା ସତ୍ୟ ପ୍ରମାଣିତ…
ଆର୍ବିଆଇ କେନ୍ଦ୍ରୀୟ ବୋର୍ଡ ବୈଠକ: ଅର୍ବାନ କୋଅପରେଟିଭ ବ୍ୟାଙ୍କ ପରିଚାଳନା ନେଇ ସମୀକ୍ଷା
ଭୁବନେଶ୍ୱର,୧୪ା୧୨(ପି.ଟି): ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ) କେନ୍ଦ୍ରୀୟ ବୋର୍ଡ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଅର୍ବାନ କୋଅପରେଟିଭ ବ୍ୟାଙ୍କଗୁଡିକର ପରିଚାଳନା ଧାରା ଏବଂ ଏ ନେଇ ରହିଥିବା ବିଭିନ୍ନ ନିୟାମାବଳୀ ଉପରେ ବୈଠକରେ ସମୀକ୍ଷା କରାଯାଇଥିଲା। ନିକଟରେ ସାମ୍ନାକୁ…
ଇସିଙ୍କୁ ଫେରାଦ ହେଲେ ଭାଜପା ମହିଳା ଏମ୍ପି
ନୂଆଦିଲ୍ଲୀ,୧୪ା୧୨(ପି.ଟି.): ବଳାତ୍କାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସ୍ମୃତି ଇରାନୀଙ୍କ ନେତୃତ୍ୱରେ ଭାଜପା ମହିଳା ଏମ୍ପିମାନେ ନିର୍ବାଚନ କମିଶନ (ଇସି)ଙ୍କୁ ଅନୁରୋଧ କରିଛନ୍ତି। ଭାଜପା ସଦସ୍ୟମାନେ ଇସିଙ୍କୁ ଭେଟି ନିର୍ବାଚନୀ…
ଆବେଙ୍କ ଭାରତ ଗସ୍ତ ସ୍ଥଗିତ
ନୂଆଦିଲ୍ଲୀ,୧୪ା୧୨: ସିଏଏକୁ ନେଇ ବିବାଦ ପ୍ରରିପ୍ରେକ୍ଷୀରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ଭାରତ ଗସ୍ତକୁ ସ୍ଥଗିତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ଆବେଙ୍କ ମଧ୍ୟରେ ଡିସେମ୍ବର ୧୫ରୁ ୧୭ ପର୍ଯ୍ୟନ୍ତ ଆସାମ ରାଜଧାନୀ ଗୁଆହାଟୀରେ ବାର୍ଷିକ ସମ୍ମିଳନୀ…
ଶୀତଦିନେ କାହିଁକି ଲଗାଇବେ ସୋରିଷ ତେଲ
ଶୀତଦିନେ ସୋରିଷ ତେଲ ମାଲିସ ହେଲେ ଶରୀର ସୁସ୍ଥ ରହିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ଏଥିରେ ରହିଛି ଆଇରନ୍, କ୍ୟାଲସିୟମ, ଫ୍ୟାଟି ଏସିଡ୍ ଓ ବିଟାକୈରୋଟିନ୍। ତେଣୁ ପ୍ରତିଦିନ ସକାଳେ ଏହି ତେଲ ମାଲିସ କରିବା ଭଲ। -ସମାନ ପରିମାଣର…
ଟ୍ରମ୍ପ୍ଙ୍କ ବିରୋଧରେ ଅଭିଯୋଗକୁ ମଞ୍ଜୁରୀ
ଓ୍ବାଶିଂଟନ,୧୪ା୧୨(ଏଏଫ୍ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ମହାଭିଯୋଗ ଆଣିବା ସପକ୍ଷରେ ଗୃହ ନ୍ୟାୟିକ କମିଟି ଭୋଟ ଦେଇଛି। ଫଳରେ ଆସନ୍ତା ସପ୍ତାହ ଶେଷରେ ମହାଭିଯୋଗର ଦୁଇଟି ଅନୁଚ୍ଛେଦ ଉପରେ ପ୍ରତିନିଧି ସଭାରେ ଭୋଟ ହୋଇପାରେ। ପରେ ସିନେଟରେ ଏହା ଉପରେ…
ସେବା ଆଳରେ ଶୋଷଣ
ଶିଶୁ ଅଧିକାର ଆଇନକୁ କଡ଼ାକଡ଼ି କରାଯାଇଛି। ଶିଶୁମାନଙ୍କ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ସୁନ୍ଦରଗଡ଼ ଜିଲାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ସହାୟତାରେ ପରିଚାଳିତ ହେଉଥିବା ଅଧିକାଂଶ ଶିଶୁଯତ୍ନ ଅନୁଷ୍ଠାନରେ ଶିଶୁମାନେ ଅସୁରକ୍ଷିତ ରହୁଥିବା ଅଭିଯୋଗ ହୋଇଛି। ଜିଲାରେ ୧୬ଟି…
Archives


