ଓଜନ କମ୍ କରିବାକୁ ଚାହୁଁଥିଲେ ଡାଏଟ୍ରେ ସାମିଲ କରନ୍ତୁ ଘିଅ
ଦେଶୀ ଘିଅ ନିୟମିତ ଭାବେ ଖାଇଲେ ଶରୀର ପାଇଁ ଉପକାରୀ ହୋଇଥାଏ। ଆର୍ୟୁବେଦ ଅନୁଯାୟୀ, ଗାଈ ଘିଅ ଖାଇଲେ ମୋଟାପଣ ଦୂର ହେବା ସହ ଏହା ପାଚନ ତନ୍ତ୍ରକୁ ମଧ୍ୟ ଠିକ ରଖିଥାଏ। ଘିଅର ନିୟମିତ ସେବନ ଦ୍ୱାରା ବ୍ୟକ୍ତି ନିଜ…
୨୦୨୦ରେ ଏଫ୍ଆଇଏଚ୍ ନୂଆ ବିଶ୍ୱ ର଼୍ୟାଙ୍କିଙ୍ଗ୍ ସିଷ୍ଟମ୍ ଆରମ୍ଭ କରିବ
ଲଉସେନ,୧୪।୧୨(ପି.ଟି.)- ୨୦୨୦ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ଶୁକ୍ରବାର ନୂଆ ବିଶ୍ୱ ର଼୍ୟାଙ୍କିଙ୍ଗ୍ ପ୍ରଣାଳୀ ଆରମ୍ଭ କରିବ। ତେବେ ଏହି ର଼୍ୟାଙ୍କିଙ୍ଗ୍ ମ୍ୟାଚ୍ ଉପରେ ପର୍ଯ୍ୟବସିତ ହେବ। ପୂର୍ବରୁ ଟୁର୍ନାମେଣ୍ଟକୁ ଦୃଷ୍ଟିରେ ରଖି ର଼୍ୟାଙ୍କିଙ୍ଗ୍ ପ୍ରକାଶିତ ହେଉଥିଲା। ଏହା…
ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ: ଦୁଇଦିନିଆ କର୍ମଶାଳା, ପ୍ରଶିକ୍ଷଣ ଉଦ୍ଘାଟିତ
ପୁରୀ ଅଫିସ, ୧୩ା୧୨: ସ୍ଥାନୀୟ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦ୍ୱିଦିବସୀୟ କାର୍ଯ୍ୟକର୍ତ୍ତା କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍ଘାଟିତ ହୋଇଛିି। ଉଦ୍ଘାଟନୀ ସମାରୋହରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା…
ଶେଷ ପର୍ଯ୍ୟାୟରେ ସାନଛତା ମଠ ଉଚ୍ଛେଦ: ଶନିବାର ଭଙ୍ଗାଯିବ ଘରୋଇ କୋଠା
ପୁରୀ ଅଫିସ, ୧୩ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛିି। ମଙ୍ଗୁ ମଠର ବ୍ୟବସାୟିକ କୋଠା ଭାଙ୍ଗିବା ପରେ ତିନିଦିନ ଧରି ଦୋଳବେଦି କୋଣରେ ଥିବା ସାନଛତା ମଠ ଭଙ୍ଗାଯାଉଛିି। ଶୁକ୍ରବାର ତୃତୀୟ ଦିନରେ ଏହି…
ବିପଦରେ ବ୍ରିଟିଶ ଅମଳର ପୋଲ
ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ ପୋଲ ଥରୁଛି। ଏହି ପୋଲ ବୈପାରିଗୁଡ଼ା, ମାଲକାନଗିରି, ଲମତାପୁଟ ଓ ମାଛକୁଣ୍ଡକୁ ସଂଯୋଗ କରୁଛି।…
ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର
ଖଇରପୁଟ,୧୩ା୧୨(ଡି.ଏନ୍.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ ଏହି ବ୍ଲକରୁ ତୁରନ୍ତ ବଦଳି କରିବାକୁ ବ୍ଳକର ଲୋକ ପ୍ରତିନିଧିମାନେ ଦାବି କରିଛନ୍ତି। ଶୁକ୍ରବାର…
ଜଙ୍ଗଲ,ବନ୍ୟଜନ୍ତୁ ସୁରକ୍ଷା ଚିନ୍ତା: ଏକାଠି ହେଲେ ୬ ବନ ସଂରକ୍ଷଣ ସମିତି ସଦସ୍ୟ
ମାଲକାନଗିରି,୧୩ା୧୨ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ପ୍ରାକୃତିକ ଜଙ୍ଗଲର ଅବକ୍ଷୟ, ମୂଲ୍ୟବାନ ଗଛସବୁ ବିଲୁପ୍ତ ହେବାରେ ଲାଗିଛି। ଏଥିସହ ବନ୍ୟଜନ୍ତୁଙ୍କ ସଂଖ୍ୟା ଦିନକୁ ଦିନ ଲୋପ ପାଉଛି। ଏହାକୁ ନେଇ ମାଲକାନଗିରି ଜିଲାର ୬ଟି ବନ ସଂରକ୍ଷଣ ସମିତି ଉଦ୍ବେଗ ପ୍ରକାଶ କରିଛନ୍ତି।…
ଧାନଖଳାରେ ଅଗ୍ନିକାଣ୍ଡ
ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ ହୋଇଯାଇଛି। ଫଳରେ ତାଙ୍କର ସବୁ ଧାନ ପୋଡି ପାଉଁଶ ହୋଇଯାଇଛି। ପଡିଆଠାରୁ ୨୫୦୦ମିଟର ଦୂର…
ବନ ବିଭାଗ ପକ୍ଷରୁ ଚଢ଼ାଉ: ବାର୍ହା ମାଂସ ଜବତ
ସୋର/ଔପଦା, ୧୩ା୧୨(ଡି.ଏନ.ଏ.): ସୋର ଥାନା ଅଧୀନ ଔପଦା ରେଞ୍ଜ ଖୁଣ୍ଟାପାଟଣା ବିଟ୍ ବାଘଆମ୍ପୁଡା ଜଙ୍ଗଲରେ ଶୁକ୍ରବାର ପୂର୍ବାହ୍ନରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବାର୍ହା ମାଂସ ସହ ଅସ୍ତ୍ର ଜବତ କରାଯାଇଛି। ହେଲେ ଶିକାରୀ ଫେରାର ହୋଇଯିବାରେ ସକ୍ଷମ ହୋଇଛନ୍ତି।…
ରାଜ୍ୟରେ ସିଏସି, ଏନ୍ଆରସି ଲାଗୁ ହେବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତିନିଧି
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପାର୍ଲାମେଣ୍ଟ ନିକଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି)-୨୦୧୯କୁ ଗୃହୀତ କରାଯାଇଛି। ଏହି ବିଧେୟକକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି) ସାରା ଦେଶରେ ଲାଗୁ ହେବା ନେଇ ମଧ୍ୟ କେତେକ କେନ୍ଦ୍ରୀୟ ନେତା ବକ୍ତବ୍ୟ ଦେଇଛନ୍ତି। ଏହା…
ବଦଳିଲେ ୩ ଜିଲା ଯୋଜନା କମିଟି ଅଧ୍ୟକ୍ଷ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ) : ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ପୂର୍ବରୁ ଏହି ପଦରେ ମହିଳା ଓ ଶିଶୁ କଲ୍ୟାଣ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଅବସ୍ଥାପିତ…
ଗୁଟ୍ଖା ବିକ୍ରି ରୋକିବାକୁ ଝୁମ୍ପୁରା ବଜାରରେ ଚଢ଼ାଉ
ଝୁମ୍ପୁରା, ୧୩।୧୨ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଏବଂ ନିକଟସ୍ଥ ଅର୍ଶଳା ବଜାରରେ ଥିବା ବିଭିନ୍ନ ଦୋକାନରେ ଗୁଟୁଖା ବିକ୍ରି ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ଗୁରୁବାର ଚଢାଉ କରାଯାଇ ବହୁ ଗୁଟୁଖା ପ୍ୟାକେଟ ଜବତ କରାଯାଇ ଏହାକୁ ନଷ୍ଟ…
Archives


