Home Left

ଡିସେମ୍ବର ୧୫ରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା:ଗୋଟିଏ ସ୍ଥାନରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ) :ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ରାଜ୍ୟ ତଥା ରାଜ୍ୟ ବାହାରୁ ୩୫୦ରୁ ଊର୍ଦ୍ଧ୍ୱ କାରିଗର…

୨୪% ଭୁବନେଶ୍ୱରବାସୀ ଜୀବନସାଥୀଙ୍କୁ ବିଶ୍ୱାସଘାତକ ଭାବନ୍ତି

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):ବିବାହିତ ଦମ୍ପତିଙ୍କ ମଧ୍ୟରେ ଅସୁରକ୍ଷିତ ଭାବନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ନିଜ ଜୀବନସାଥିଙ୍କ ଉପରେ ଲୋକଙ୍କ ଭରସା କମିଯାଉଥିବା ବେଳେ ନିଜ ସନ୍ଦେହ ଦୂରକରିବା ପାଇଁ ସେମାନେ ଯାଞ୍ଚ ଆବଶ୍ୟକ କରୁଛନ୍ତି। ୪୫% ଭାରତୀୟ ନିଜ ଜୀବନସାଥୀଙ୍କ…

ବଜାରରେ ଡିଜାଇନ୍‌ ପାଇନ ଟ୍ରି

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ଆରମ୍ଭ ହୋଇଯାଇଛି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉମାତ୍ର କିଛିଦିନ ବାକି ରହିଥିବାବେଳେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଲାଣି। ସହରର ଛକ, ବଜାରରେ କ୍ରିସ୍‌ମାସ ପାଇଁ ଆକର୍ଷଣୀୟ ସାମଗ୍ରୀକୁ ନେଇ ଖୋଲିଲାଣି ଏକାଧିକ ସିଜିନ ସେଣ୍ଟର। ସେହିପରି ବଡ଼ ବଡ଼…

ଆସାମରେ କୋହଳ କରାଗଲା କର୍ଫ୍ୟୁ

ଗୁଆହାଟୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲା ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ଭାରତରେ ସ୍ଥିତି ଏମିତି ହୋଇଥିଲା ଯେ ସେଠାରେ କୁର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାର ଏହା ଆଣାୟତ୍ତ ଥିଲା। ହେଲେ ଶୁକ୍ରବାର ଦିବ୍ରୁଗଡରେ ସକାଳ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ…

ପିସିସି ବଦଳାଅ, କଂଗ୍ରେସ ବଞ୍ଚାଅ:କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିବାକୁ ଦିଲ୍ଲୀ ଯାତ୍ରା

କଟକ ଅଫିସ,୧୩ା୧୨:ପିସିସି ବଦଳାଅ, ଓଡ଼ିଶାରେ କଂଗ୍ରେସକୁ ବଞ୍ଚାଅ। ପିସିସି ସଭାପତିଙ୍କୁ ବଦଳାଇବା ଦାବି କଂଗ୍ରେସରେ ଜୋର ଧରିବାରେ ଲାଗଛି। ଏହି ଦାବି ନେଇ ଦଳର କର୍ମକର୍ତ୍ତାମାନେ ଗୁରୁବାର ଦିଲ୍ଲୀ ଯାତ୍ରା କରିଛନ୍ତି। ସେଠାରେ ଆସନ୍ତା ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା…

ଉଦ୍ଧବଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ:ଶିବସେନାକୁ ଗୃହ, ଏନ୍‌ସିପିକୁ ଅର୍ଥ

ମୁମ୍ବାଇ, ୧୩ା୧୨(ପି.ଟି.):ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଗୁରୁବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଶିବସେନାକୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ମିଳିଥିବାବେଳେ ସହଯୋଗୀ ଏନ୍‌ସିପିକୁ ଅର୍ଥ ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିଛି। ଶିବସେନା-ଏନ୍‌ସିପି-କଂଗ୍ରେସକୁ ନେଇ ଗଠିତ ମହା ବିକାଶ ଅଘାଡି ସରକାର…

ଝାଡ଼ଖଣ୍ଡରେ ୬୨% ମତଦାନ

ରାଞ୍ଚି, ୧୩ା୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭା ଲାଗି ଗୁରୁବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବାବେଳେ ୬୨ ପ୍ରତିଶତ ଭୋଟଗ୍ରହଣ କରାଯାଇଥିବା ଜଣାପଡ଼ିଛି। ୮ ଜିଲାର ୧୭ ଟି ଆସନରେ ଭୋଟ ଶାନ୍ତିପୂର୍ଣ୍ଣ ରହିଥିବା ପ୍ରକାଶ। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ରାଞ୍ଚିରେ ଭୋଟ ଦେଇଥିବାବେଳେ…

ଲୋକ ସଭା, ବିଧାନସଭାରେ ସ୍ଥାନ ସଂରକ୍ଷଣ ଅବଧି ୧୦ ବର୍ଷ ବଢ଼ିବ

ନୂଆଦିଲ୍ଲୀ, ୧୩ା୧୨(ଆଇଏଏନ୍‌ଏସ୍‌):ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ଏସ୍‌ସି ଏବଂ ଏସ୍‌ଟିଙ୍କ ଲାଗି ସ୍ଥାନ ସଂରକ୍ଷଣ ଅବଧି ଆଉ ୧୦ ବର୍ଷ ବଢ଼ିବ। ଏ ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୁରୁବାର ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ୧୦ ତାରିଖରେ ଏହା…

ଭାରତ ଗସ୍ତ ବାତିଲ କଲେ ବାଂଲାଦେଶର ଦୁଇ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨:ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବିକ୍ଷୋଭ ଜାରି ରହିଥିବାବେଳେ ଏହାର ପ୍ରଭାବ ଭାରତର ବୈଦେଶିକ ସମ୍ପର୍କ କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି। ବାଂଲାଦେଶର ଦୁଇଜଣ ବରିଷ୍ଠ ମନ୍ତ୍ରୀ ଭାରତ ଗସ୍ତ ବାତିଲ କରିଦେଇଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବ୍‌ଦୁଲ…

ଆସାମବାସୀ ଚିନ୍ତା କରନ୍ତୁନି: ମୋଦି

ନୂଆଦିଲ୍ଲୀ,୧୩।୧୨(ପି.ଟି.):ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି)କୁ ବିରୋଧକରି ଆସାମରେ ଚାଲିଥିବା ବିକ୍ଷୋଭ ହିଂସାର ରୂପ ନେଇଥିବାବେଳେ ନୂଆ ଆଇନକୁ ନେଇ ଚିନ୍ତା କରିବାର କିଛି ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଆସାମ ବୁଝାମଣାପତ୍ରର ଧାରା ୬…

ସିଏବିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୩।୧୨(ପି.ଟି.):ନାଗରିକତ୍ୱ ସଂଶୋଧନ ବିଲ୍‌(ସିଏବି)କୁ ଇଣ୍ଡିଆନ ୟୁନିୟନ ମୁସ୍‌ଲିମ ଲିଗ୍‌ (ଆଇୟୁଏମ୍‌ଏଲ୍‌) ଗୁରୁବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛି। ଏହା ସମାନତା ମୌଳିକ ଅଧିକାରର ଉଲ୍ଲଂଘନ କରୁଛି ଏବଂ ଧର୍ମ ଆଧାରରେ ଗୋଟିଏ ଗୋଷ୍ଠୀର ଶରଣାର୍ଥୀଙ୍କୁ ବିଦା କରିବା ପାଇଁ ଉଦ୍ୟମ ହେଉଛି ବୋଲି…

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ କର୍ମଚାରୀଙ୍କୁ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri