Home Left

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ ପ୍ରକଳ୍ପ କାର୍ଯ୍ୟାଳୟ ଅନୁଗୋଳ ସହରର ହେମସରପଡା ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡିଶା ରାଜ୍ୟ…

ବ୍ରିଟେନ ସାଧାରଣ ନିର୍ବାଚନ ଲାଗି ମତଦାନ

ଲଣ୍ଡନ,୧୩।୧୨(ପି.ଟି.):ବ୍ରିଟେନରେ ପାଖାପାଖି ୧୦୦ ବର୍ଷ ପରେ ପ୍ରଥମ ଥର ଡିସେମ୍ବରରେ ସାଧାରଣ ନିର୍ବାଚନ ହେଉଥିବାବେଳେ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ଗୁରୁବାର ଭୋଟକେନ୍ଦ୍ରଗୁଡିକରେ ହଜାର ହଜାର ଭୋଟର ମତଦାନ ଲାଗି ଲମ୍ବା ଲାଇନ ଲଗାଇଥିବା ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀ…

ନାଗରିକତ୍ୱ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୧୩।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ୨୦୧୯କୁ ଗୁରୁବାର ମଧ୍ୟରାତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିଛନ୍ତି। ଏଥିସହ ଏହି ବିଲ୍‌ ଆଇନରେ ପରିଣତ ହୋଇଛି। ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଆଇନ କାର୍ଯ୍ୟକାରୀ ହୋଇଛି। ଉକ୍ତ ଆଇନ…

ଉତ୍ତର-ପୂର୍ବରେ ନାଗରିକତ୍ୱ ବିଲ୍‌ ନିଆଁ: ପୋଲିସ ଗୁଳିରେ ୨ ମୃତ

ଗୁଆହାଟୀ/ନୂଆଦିଲ୍ଲୀ,୧୩।୧୨(ପି.ଟି./ଆଇଏଏନ୍‌ଏସ୍‌):ନାଗରିକତ୍ୱ ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଏହାକୁ ନେଇ ବିରୋଧ ତେଜିବାରେ ଲାଗିଛି। ଆସାମରେ ଗୁରୁବାର ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ଗୁଆହାଟୀରେ ପୋଲିସର ଗୁଳିମାଡ଼ରେ ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଛି। ବିକ୍ଷୋଭକାରୀମାନେ ଜଣେ ବିଧାୟକଙ୍କ ବାସଭବନ…

ତେଲଙ୍ଗାନା ଏନ୍‌କାଉଣ୍ଟର: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩।୧୨(ପି.ଟି.):ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ କେଉଁ ପରିସ୍ଥିତିରେ ଏନ୍‌କାଉଣ୍ଟର କରିବାକୁ ପୋଲିସ ବାଧ୍ୟ ହେଲା, ତାହାର ବିଚାର ବିଭାଗୀୟ ତଦନ୍ତ ଲାଗି ଗୁରୁବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ସର୍ବୋଚ୍ଚ ଅଦାଲତର ପୂର୍ବତନ…

‘ମୋ ସରକାର’ରେ ସାମିଲ ହେଲା କୃଷି ବିଭାଗ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଗୁରୁବାର ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରକୃତ ମାଲିକ…

୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି ତାହାକୁ ବ୍ୟବହାରଯୋଗ୍ୟ କରାଯିବ। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ପ୍ରଶ୍ନରେ ରେଳମନ୍ତ୍ରୀ ପୀୟୂଷ…

ପ୍ରତାରିତ ନ କରି ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ଦିଅନ୍ତୁ: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):‘ଜାଗା ମିଶନ’କୁ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମିଳିଥିବା ନେଇ ରାଜ୍ୟ ସରକାର ଦାବି କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବୟଂ ଏନେଇ ଟୁଇଟ୍‌ କରିବା ପରେ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଥିଲେ। କିନ୍ତୁ ଏହି ଆୱାର୍ଡ ପ୍ରଦାନ କରିଥିବା…

ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ: ଆଜି ହରିଦ୍ୱାର, ଋଷିକେଶ ଗସ୍ତ

ବାଲେଶ୍ୱର ଅଫିସ,୧୩।୧୨:ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ପ୍ରଣୟନ କରିଥିଲେ। ଚଳିତବର୍ଷ ଏହି ଯୋଜନାରେ ୫ଟି ଜିଲାରୁ…

ଏରସମା ଫାଶୀ ଦଣ୍ଡାଦେଶ ମାମଲା:ଜାନୁୟାରୀ ୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୩।୧୨:୨୦୧୮ ମାର୍ଚ୍ଚ ୨୦ରେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ମାନ୍ନାଙ୍କୁ ଜଗତ୍‌ସିଂହପୁର ପୋକ୍‌ସୋ କୋର୍ଟ ଗତ ସେପ୍ଟେମ୍ବର ୧୦ରେ ଫାଶୀ ଦଣ୍ଡାଦେଶ…

ବିଦେଶରେ ‘ମୋ ସ୍କୁଲ’:ଓଡ଼ିଆଙ୍କଠାରୁ ସାହାଯ୍ୟ ପାଇଁ ପ୍ରୟାସ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):‘ମୋ ସ୍କୁଲ’ ଯୋଜନା ସଂକ୍ରାନ୍ତରେ ଆମେରିକାରେ ରହୁଥିବା ଓଡ଼ିଆଙ୍କୁ ଅବଗତ କରାଇବା ସହ ସେମାନଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ଏଥିପାଇଁ ‘ମୋ ସ୍କୁଲ’ ଯୋଜନାର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆସନ୍ତା ୧୫ ତାରିଖରେ କାଲିଫର୍ନିଆସ୍ଥିତ ମିଲିପିଟାସଠାରେ…

କନ୍ଧମାଳରେ ଖୋଲିବ ‘କିସ୍‌’ର ଶାଖା:‘କିସ୍‌’ ଓ ‘ଏମ୍‌ଡିଏଚ୍‌’ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):କନ୍ଧମାଳ ଜିଲା ଫୁଲବାଣୀ ସହରରେ ଖୁବ୍‌ଶୀଘ୍ର କିସ୍‌ର ଏକ ଶାଖା ଖୋଲିବାକୁ ଯାଉଛି। ଭାରତର ଲୋକପ୍ରିୟ ମସଲା ଉତ୍ପାଦନକାରୀ କମ୍ପାନୀ ଏମ୍‌ଡିଏଚ୍‌ ଓ କିସ୍‌ ସହଯୋଗରେ ଏହି ନୂତନ ଶାଖା ଖୋଲାଯିବ। ଗୁରୁବାର ଏନେଇ ନୂଆଦିଲ୍ଲୀରେ କିସ୍‌ ଓ ଏମ୍‌ଡିଏଚ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri