ଦଳବଦଳ ନିରୋଧୀ ଆଇନ ଗଣତନ୍ତ୍ର ବିରୋଧୀ: ତଥାଗତ
ନୂଆଦିଲ୍ଲୀ,୧୩।୧୨:ଦଳବଦଳ ନିରୋଧୀ ଆଇନକୁ ପୂର୍ବତନ ଏମ୍ପି ତଥାଗତ ସତପଥୀ କଡ଼ା ସମାଲୋଚନା କରିଛନ୍ତି। ଗୁରୁବାର ପିଆର୍ଏସ୍ ଲେଜିସ୍ଲେଟିଭ୍ ପକ୍ଷରୁ ଏଠାରେ ଆୟୋଜିତ ଦଳବଦଳ ନିରୋଧୀ ଆଇନ ଓ ହୁଇପ୍ ବ୍ୟବସ୍ଥା ସମ୍ପର୍କିତ ଆଲୋଚନାରେ ଭାଗନେଇ ତଥାଗତ କହିଛନ୍ତି, କୌଣସି ପ୍ରସଙ୍ଗରେ ଜଣେ…
କେନ୍ଦୁଝରରୁ ଉଦ୍ଧାର କଲା ପୋଲିସ: ବାଳସୁଧାର ଗୃହକୁ ନେବା ବେଳେ ନାବାଳକ ଫେରାର
କେନ୍ଦୁଝର/ରାଉରକେଲା ଅଫିସ,୧୩।୧୨(ସ୍ବ.ପ୍ର.):କେନ୍ଦୁଝରରୁ ରାଉରକେଲାସ୍ଥିତ ଜୁଭେନାଇଲ ହୋମକୁ ପଠାଯାଉଥିବା ୯ନାବାଳକଙ୍କ ମଧ୍ୟରୁ ଜଣେ ବସ୍ରୁ ଅଧାରାସ୍ତାରେ ଫେରାର ହୋଇଯାଇଥିଲେ। କୋହଳ ସୁରକ୍ଷା ବ୍ୟବସ୍ଥାରେ ସେମାନଙ୍କୁ ନିଆଯାଉଥିବା ବେଳେ ଏଭଳି ଘଟଣା ଘଟିଛି। ତେବେ ଅପରାହ୍ନରେ ପୋଲିସ ସଂପୃକ୍ତ ନାବାଳକଙ୍କୁ କେନ୍ଦୁଝରରୁ ଉଦ୍ଧାର କରିଛି।…
ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ
କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ। କେବଳ…
ଉଚ୍ଚଶିକ୍ଷା ବିଭାଗରେ ୫-ଟି କଡ଼ାକଡ଼ି
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମକୁ କଡ଼ାକଡ଼ି ଲାଗୁ କରାଯିବ। ଅଧ୍ୟାପକ ଏବଂ ଛାତ୍ରୀଛାତ୍ରଙ୍କ ଉପସ୍ଥାନକୁ ଗୁରୁତ୍ୱ ଦିଆଯିବ। ଅଧ୍ୟାପକ ଉପସ୍ଥାନ ରେକର୍ଡ ପାଇଁ ବାୟୋମେଟ୍ରିକ୍ ପଦ୍ଧତି ବ୍ୟବହାର କରାଯିବ। ସେହିପରି କାର୍ଯ୍ୟଦିବସରେ ଶିକ୍ଷାନୁଷ୍ଠାନରେ ୭ ଘଣ୍ଟା ସମୟ…
ଓଏସ୍ଏସ୍ସି ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସ୍ଏସ୍ସି) ଦ୍ୱାରା ହେବାକୁ ଥିବା ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ କରାଯାଇଛି। ଡିସେମ୍ବର ୧୮ରେ ହେବାକୁ ଥିବା ଡାଟା ଏଣ୍ଟ୍ରି ଅପରେଟର(ଏଚ୍ଓଡି)-୨୦୧୫ର ସାର୍ଟିଫିକେଶନ୍ ଭେରିଫିକେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସେହିଭଳି ଡିସେମ୍ବର ୨୨ରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍ବିଆଇ ଗଭର୍ନର
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ ଆଲୋଚନା…
ସ୍ବତନ୍ତ୍ର କ୍ଲବରେ କୋହଲି
ମୁମ୍ବାଇ,୧୩।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବିସ୍ଫୋରକ ୭୦ ରନ୍ର ଇନିଂସ ଖେଳି ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ଟି୨୦ କ୍ରିକେଟ୍ରେ ଘରୋଇ ମାଟିରେ…
କଲ୍,ଡାଟା ଉପରେ ନ୍ୟୂନତମ ଚାର୍ଜ ଉପରେ ବିଚାର ହେବ
ନୂଆଦିଲ୍ଲୀ,୧୩-୧୨: କଲ୍ ଏବଂ ଡାଟା ଉପରେ ନୂ୍ୟନତମ ଚାର୍ଜ ଲାଗୁ କରିବା ଲାଗି ଟେଲିକମ ଶିଳ୍ପ ପକ୍ଷରୁ ହୋଇଥିବା ଦାବିକୁ ନିୟାମକ ଟ୍ରାଇ ବିଚାର କରିବ ବୋଲି ଜଣାପଡିଛି। ଟ୍ରାଇ ଏହି ପ୍ରସ୍ତାବ ଯଦି ଆଗାମୀ ଦିନରେ ଲାଗୁ କରେ ତେବେ…
ଜିଏସ୍ଟି କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ:ସୀତାରାମନ
ନୂଆଦିଲ୍ଲୀ,୧୩-୧୨: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍ଟି) ବ୍ୟବସ୍ଥାରେ ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଗୁରୁବାର କହିଛନ୍ତି। ସରକାର ଦେଇଥିବା ପ୍ରତିଶ୍ରୁତି ରଖିବେ। ଏହାକୁ ନେଇ କୌଣସି ସନ୍ଦେହ ପ୍ରକଟ କରିବା…
ବ୍ୟାଙ୍କଗୁଡିକୁ ଶକ୍ତିକାନ୍ତଙ୍କ ଆହ୍ବାନ: ଚ୍ୟାଲେଞ୍ଜିଂ ସ୍ଥିତିର ସାମ୍ନା ଲାଗି ପ୍ରସ୍ତୁତ ରୁହ
ନୂଆଦିଲ୍ଲୀ,୧୩-୧୨: ବର୍ତ୍ତମାନର ଆର୍ଥତ୍କ ସ୍ଥିତି ଦେଶର ବ୍ୟାଙ୍କଗୁଡିକ ଲାଗି ବିଭିନ୍ନ ଚ୍ୟାଲେଞ୍ଜିଂ ସ୍ଥିତି ଆଣିପାରେ। ଏହାକୁ ସାମ୍ନା କରିବା ଲାଗି ବ୍ୟାଙ୍କଗୁଡିକ ନିଜକୁ ପ୍ରସ୍ତୁତ କରି ରଖିବା ଆବଶ୍ୟକ। ବୁଧବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟଙ୍କୁ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ…
ଶୀତଦିନେ ଖାଆନ୍ତୁ ମକାରେ ତିଆରି ରୁଟି
ମକା ଶରୀର ପାଇଁ ବେଶ୍ ଲାଭଦାୟକ। ଏଥିରେ ରହିଛି ଫାଇବର, ଭିଟାମିନ୍ସ ଓ ପୋଷକ ତତ୍ତ୍ୱ। ଯାହା ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଏହା ଶୀଘ୍ର ହଜମ ହୋଇଥାଏ। ତେଣୁ ଡାକ୍ତରମାନେ ସବୁବେଳେ ମକା ଖାଇବାକୁ କୁହନ୍ତି। – ଯେଉଁମାନଙ୍କ…
ଅନୁରୋଧ ରକ୍ଷାକରି ଶେଷ ବିଦାୟ ସମୟରେ ସ୍ମିତା ପାଟିଲଙ୍କୁ ଶୁଆଇ ବୋହୂବେଶରେ ମେକ୍ଅପ୍ କରିଥିଲେ ଦୀପକ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସ୍ମିତା ପାଟିଲଙ୍କ ୩୩ତମ ପୁଣ୍ୟତିଥି ଶୁକ୍ରବାର ପାଳିତ ହେଉଛି। ସ୍ମିତା ୧୯୫୫ ଅକ୍ଟୋବର ୧୭ରେ ପୁଣେଠାରେ ଜନ୍ମଗ୍ରହଣ କରିଥିଲେ। ଏକ ଫିଲ୍ମ ସେଟ୍ରେ ରାଜକୁମାର ମେକ୍ଅପ୍ କରିବାକୁ ଡେରି କରୁଥିଲେ। କାରଣ ଜାଣିବା ପାଇଁ ସ୍ମିତା ରାଜକୁମାରଙ୍କ…
Archives


