ଆସାମରେ ୨୪ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ଥିବାବେଳେ ମୋଦି ଟୁଇଟ୍ କରିଛନ୍ତି କାହା ପାଇଁ: କଂଗ୍ରେସ
ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସେନାକୁ ମୁତୟନ…
କପିଲଙ୍କ ଶୋ’ରେ ଦୀପିକା, ଭାଇରାଲ ହେଉଛି ଶୁଟିଂ ବେଳର ଫଟୋ
ବମ୍ବେ: କମେଡି କିଙ୍ଗ କପିଲ ଶର୍ମା ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବଡ଼ ପ୍ରଶଂସକ। ଏପରିକି କପିଲ ଦୀପିକାଙ୍କୁ ପସନ୍ଦ କରୁଥିବା କଥା ସମସ୍ତେ ଜାଣନ୍ତି। ରଣବୀର ସିଂହ ବିବାହ କରିବା ପରେ ଏକଦା କପିଲଙ୍କ ଶୋ’କୁ ଫିଲ୍ମ ପ୍ରମୋଶନ ପାଇଁ ଆସିଥିବା…
ଜନ୍ମରୁ ୫ ବର୍ଷ ଭିତରେ ଶିଶୁଙ୍କୁ ଏସବୁ ଟିକା ଜରୁରୀ
ପରିବେଶ ପ୍ରଦୂଷଣ ଯୋଗୁ ଶିଶୁମାନଙ୍କର ରୋଗ ପ୍ରତିଶେଧକ ଶକ୍ତି କମି କମି ଯାଉଛି ବୋଲି ଶିଶୁରୋଗ ବିଶେଷଜ୍ଞ ମତ ଦିଅନ୍ତି। ତେଣୁ ଶିଶୁଙ୍କୁ ଟିକାକରଣ ଜରୁରୀ ଅଟେ। ଫଳରେ ସେମାନଙ୍କର ରୋଗ ପ୍ରତିଶେଧକ ଶକ୍ତି ବୃଦ୍ଧି ପାଇବ। ଜାଣନ୍ତୁ ଜନ୍ମରୁ ୫…
ନାଗରିକତ୍ୱ ବିଲ୍କୁ ନେଇ ଆସାମ, ତ୍ରିପୁରାରେ ବିରୋଧ ପ୍ରଦର୍ଶନ ଜାରି: ରଣଜୀ ଟ୍ରଫି ବାତିଲ
ଗୁଆହାଟି,୧୨।୧୨: ନାଗରିକତ୍ୱ(ସଂଶୋଧନ) ବିଲ୍ (ସିଏବି)କୁ ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ଜୋରଦାର ବିରୋଧ କରାଯାଉଛି। ସବୁଠାରୁ ଅଧିକ ବିରୋଧ ଆସାମରେ ଦେଖିବାକୁ ମିଳିଛି। ଏଠାରେ ଶହ ଶହ ଲୋକ ରାଜରାସ୍ତାକୁ ଓହ୍ଲାଇ ପୋଡାଜଳା ଓ ବିକ୍ଷୋଭ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆସମକୁ ବିମାନ…
ସୁନୀଲଙ୍କ ୟାଦେଁ
୧୯୬୪ରେ ମୁକ୍ତିଲାଭ କରିଥିଲା ଏକ ଭିନ୍ନ ଧରଣର ହିନ୍ଦୀ ସିନେମା ‘ୟାଦେଁ’। ଏଥିରେ କେବଳ ଜଣେ ଅଭିନେତାଙ୍କୁ ହିଁ ଦେଖିବାକୁ ମିଳିଥିଲା। ସେ ହେଲେ ହିନ୍ଦୀ ସିନେମାର ବିଶିଷ୍ଟ ଅଭିନେତା ସୁନୀଲ ଦତ୍ତ। ଏକ ଘଟଣାକ୍ରମକୁ ସେ ଏଥିରେ ବର୍ଣ୍ଣନା କରିଥିଲେ।…
ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ହସ୍ପିଟାଲରେ ଭର୍ତ୍ତି
ବେଙ୍ଗାଲୁରୁ,୧୨।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମୈୟାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ଫଳରେ ବୁଧବାର ବିଳମ୍ବିତ ରାତିରେ ସେ ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିଦ୍ଧରମୈୟାଙ୍କ ପୁଅ ଯତୀନ୍ଦ୍ର କହିଛନ୍ତି,…
‘ପାନିପଥ୍’ର ବିବାଦୀୟ ସିନ୍ ହଟିଲା
ଫିଲ୍ମ ଫ୍ରାଇଡେରେ ରିଲିଜ ହୋଇଥିବା ଐତିହାସିକ ଫିଲ୍ମ ‘ପାନିପଥ’କୁ ନେଇ ଉଠିଛି ବିବାଦ। ବିବାଦକୁ ଦୃଷ୍ଟିରେ ରଖି ଫିଲ୍ମର ବିବାଦୀତ ସିନ୍କୁ ଡିଲିଟ୍ କରିଦିଆଯାଇଛି। ଚଳଚ୍ଚିତ୍ରରେ ମହାରାଜା ସୁରଜମଲଙ୍କ ଚରିତ୍ରକୁ ଭୁଲ ପ୍ରଦର୍ଶିତ କରାଯାଇଛି। ଜାଠ ସମ୍ପ୍ରଦାୟକୁ ଏହି ଚଳଚ୍ଚିତ୍ର ଆଘାତ…
ଖୁସି ଅନ୍ତରାଳେ…
କ୍ରିତିଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କୁ ଏକ ମନଲାଖି ଚରିତ୍ରଟିଏ ମିଳିଯାଇଛି। ବର୍ତ୍ତମାନ ସେ ‘ମିମି’ ଟାଇଟଲ ବିଶିଷ୍ଟ ସିନେମାରେ ଅଭିନୟ କରୁଛନ୍ତି। ଏଥିରେ ଜଣେ ସରୋଗେଟ ମା’ ଚରିତ୍ରରେ ଅବତୀର୍ଣ୍ଣ ହୋଇଛନ୍ତି କ୍ରିତି। ‘ଏହି ଭୂମିକା…
ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା
ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଏହି ଖୁସିରେ ଜନ୍ମ ହୋଇଥିବା ନବଜାତ ଶିଶୁପୁତ୍ରଙ୍କ ନାମ ନାଗରିକତା ରଖିଛନ୍ତି ଜଣେ…
ପରଦାରେ ବିଶ୍ୱରୂପ
ଆକ୍ସନଭିତ୍ତିକ ଓଡିଆ ସିନେମା ‘ବିଶ୍ୱରୂପ-ବର୍ନ ଟୁ ଫାଇଟ୍’ ଚଳିତ ମାସ ୧୩ ତାରିଖରେ ପରଦା ଉପରକୁ ଆସୁଛି। ଚଳଚ୍ଚିତ୍ରର ମେଲ୍ ଲିଡ୍ରେ ଅଭିନୟ କରିଥିବା କଳାକାରଙ୍କର ନାମ ଯାହା ଫିଲ୍ମର ଟାଇଟଲ ମଧ୍ୟ ସେଇଆ। ସେ ହେଲେ ବିଶ୍ୱରୂପ। କଥା କ’ଣ…
ଅଭିନବ ପ୍ରୟାସ
ଓଡ଼ିଆ ସିନେମାର ବର୍ତ୍ତମାନର ଅବସ୍ଥାକୁ ନେଇ ଏବେ ଅନେକ ପ୍ରଶ୍ନବାଚୀ। ସିନେମା ଦେଖିବାକୁ ଦର୍ଶକ ପୂର୍ବଭଳି ଆଗ୍ରହ ପ୍ରକାଶ କରୁନାହାନ୍ତି, ଅନ୍ୟ ପ୍ରାନ୍ତୀୟ ସିନେମାରୁ ଅଧିକାଂଶ ଓଡ଼ିଆ ସିନେମା କପି କରାଯାଉଛି-ଏପରି ଅନେକ ପ୍ରଶ୍ନ ମନ ଭିତରେ ଉଙ୍କି ମାରୁଛି। ତଥାପି…
ପୁରାତନ ମୂର୍ତ୍ତି ସଂରକ୍ଷଣ ପ୍ରତି ଏଏସ୍ଆଇର ନିଘା ନାହିଁ: ଭଙ୍ଗା ଗୋଇଠିରେ ଯମୁନା ମୂର୍ତ୍ତି
ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଏକ ପୁରାତନ କୀର୍ତ୍ତିରାଜି। ଏହାର ପ୍ରତିଟି ଅଂଶରେ ଐତିହ୍ୟ ଭରି ରହିଛି। ଏହା ପରିସରସ୍ଥ କୌଣସି ମନ୍ଦିର ହେଉ ଅବା ମୂର୍ତ୍ତିର ସୁରକ୍ଷା ଏବଂ ସଂରକ୍ଷଣ ଜରୁରୀ। ହେଲେ ଏହି ଦାୟିତ୍ୱରେ ଥିବା ଏଏସ୍ଆଇ ଅନେକ ସମୟରେ…
Archives


