Home Left

ନିର୍ମାଣ କାମ ପାଇଁ ୧୨ ଟ୍ରେନ୍‌ ବାତିଲ: କେତେକ ସମୟ ସାରଣୀରେ ପରିବର୍ତ୍ତନ

ସମ୍ବଲପୁର/ବାମରା,୧୨।୧୨ (ବୁରୋ/ଡି.ଏନ.ଏ.): ଦକ୍ଷିଣ ପୂର୍ବ ରେଲଓ୍ବେ ଚକ୍ରଧରପୁର ମଣ୍ଡଳ ଝାରସୁଗୁଡା ସେକ୍ସନ ବାମରା ଷ୍ଟେଶନରେ ଉନ୍ନୟନ କାମ ଓ ତୃତୀୟ ରେଳ ଲାଇନର ପ୍ରଗତି କାର୍ଯ୍ୟ ପାଇଁ ୧୨ଟି ଟ୍ରେନକୁ ବାତିଲ କରାଯାଇଛି। ଏହା ସହ କେତେକ ଟ୍ରେନର ସମୟ ସାରଣୀରେ…

‘ମିଶନ ଶକ୍ତି ମେଳା’ରେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ଦେଇ କିଣିଲେ ଜୁଏଲାରି ବାକ୍ସ, ବ୍ୟାଗ୍‌

ଭୁବନେଶ୍ୱର,୧୨।୧୨(ବ୍ୟୁରୋ) : ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ପ୍ରଥମ ‘ମିଶନ ଶକ୍ତି ମେଳା’କୁ ବୁଧବାର ପରିଦର୍ଶନରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଳା ପରିସର…

୮୮,୨୯୩ ଚାଷୀ ବିକିଲେଣି ୫୯,୮୦,୮୫୫ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ଖରିଫ ଧାନ ସଂଗ୍ରହ କାର୍ଯ୍ୟକ୍ରମରେ ବୁଧବାର ସୁଦ୍ଧା ୮୮,୨୯୩ ଚାଷୀଙ୍କଠାରୁ ୫୯,୮୦,୮୫୫ କୁଇଣ୍ଟାଲ ଧାନ କିଣାଯାଇଛି। ଗତବର୍ଷ ତୁଳନାରେ ଏହି ଧାନ ସଂଗ୍ରହ ୩୯ ପ୍ରତିଶତ ଅଧିକ ରହିଛି। ବର୍ତ୍ତମାନ ସୁଦ୍ଧା…

୬୯ ବର୍ଷରେ ଥାଲାଇବା

ବେଙ୍ଗାଲୁରୁ: ଫିଲ୍ମଷ୍ଟାର ରଜନୀକାନ୍ତ ଗୁରୁବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୦ ଡିସେମ୍ବର ୧୨ରେ ବେଙ୍ଗାଲୁରୁଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଶିବାଜୀ ରାଓ ଗାଏକ୍ୱାଡ୍‌। ତାଙ୍କୁ ଲୋକେ ସ୍ନେହରେ ଥାଲାଇବା ବୋଲି ଡାକିଥାନ୍ତି। ଫ୍ୟାମିିଲିକୁ ଅଧିକ ଗୁରୁତ୍ୱ…

୩୮ ବର୍ଷରେ ଯୁବରାଜ: ୬ ବଲରେ ୬ଟି ଛକ୍କା ମାରି ଇଂଲଣ୍ଡ ଟିମ୍‌କୁ ଦେଇଥିଲେ କନ୍ଦାଇ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଗୁରୁବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ ପ୍ରଶଂସକ ସ୍ନେହରେ ଯୁବି ବୋଲି ଡାକିଥାନ୍ତି। ୨୦୦୭ରେ ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ୍‌ରେ ଯୁବରାଜ ଷ୍ଟୁଆର୍ଟ…

ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୧୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପ୍ରତି ଓଡ଼ିଶା ସରକାର ପ୍ରତିବଦ୍ଧ। ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦେବାକୁ ସମଗ୍ର ରାଜ୍ୟରେ ନୂତନ ଢାଞ୍ଚାରେ ୨୧୪ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଖୁବ୍‌ଶୀଘ୍ର ଆଉ ୧୦୦ ବ୍ଲକ୍‌ରେ ଆଦର୍ଶ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ଲକ୍ଷ୍ୟ…

ମା’ବାପାଙ୍କୁ ହଇରାଣ କଲେ ୬ ମାସ ଜେଲ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ମାତାପିତା କିମ୍ବା ବରିଷ୍ଠ ନାଗରିକଙ୍କୁ ଖରାପ ବ୍ୟବହାର ଦେଖାଇଲେ ୬ ମାସ ଜେଲ୍‌ କିମ୍ବା ୧୦ ହଜାର ଟଙ୍କା ଜରିମାନା ବା ଉଭୟ ଦଣ୍ଡ ଭୋଗିବାକୁ ପଡିବ। ଏନେଇ ଲୋକ ସଭାରେ ବୁଧବାର ବିଲ୍‌ ଆଗତ ହୋଇଛି। ମାତାପିତା ଓ…

ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା ପ୍ରସ୍ତୁତ ହୋଇସାରିଛି। ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ବିଭାଗର ଅନୁମତି ମିଳିବାରେ ବିଳମ୍ବ,…

ନାଗରିକତ୍ୱ ସଂଶୋଧନ ବିଲ୍‌ ପ୍ରସଙ୍ଗ: ବିଜେଡି-ଭାଜପା ସମ୍ପର୍କକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ବିଲ୍‌କୁ କଂଗ୍ରେସ ପାର୍ଲାମେଣ୍ଟ ଭିତରେ ଏବଂ ବାହାରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛି। ଏହି ଅବସରରେ ନିଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନିର୍ଦ୍ଦେଶକ୍ରମେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପକ୍ଷରୁ ବୁଧବାର ବିକ୍ଷୋଭ…

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭା ଟିଭି (ଆର୍‌ଏସ୍‌ଟିଭି) ସାମୟିକ ଭାବେ ଏହାର ପ୍ରସାରଣ…

ଚାକିରି ଛାଡ଼ିଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ମୁମ୍ବାଇ,୧୨ା୧୨: ରାଜ୍ୟ ସଭାରେ ନାଗରିକତ୍ୱ ସଂଶୋଧନ ବିଲ୍‌, ୨୦୧୯ ଗୃହୀତ ହେବା ପରେ ଏହାର ପ୍ରତିବାଦରେ ଚାକିରି ଛାଡ଼ିଛନ୍ତି ମହାରାଷ୍ଟ୍ରର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅବ୍‌ଦୁର ରହମନ। ଏହି ବିଲ୍‌ ବିରୋଧରେ ଖୋଲାଖୋଲି ଭାବେ ବିକ୍ଷୋଭ କରିବା ପାଇଁ ସେ ଇସ୍ତଫା…

କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର: ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା; ସୁଧୁରୁନି ସମସ୍ୟା

ଖଣ୍ଡପଡା,୧୨।୧୨(ସ୍ବ.ପ୍ର.): କଣ୍ଟିଲୋର ଶ୍ରୀନୀଳମାଧବପୀଠ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନର ମର୍ଯ୍ୟାଦା ଲାଭ କରିଛି। ଏଠାର କଂସା ପିତ୍ତଳ ବାସନ ଶିଳ୍ପ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ଆଦୃତି ଲାଭ କରିପାରିଛି। ପଦ୍ମାଦ୍ରୀ ଓ ବ୍ରହ୍ମାଦ୍ରୀ ପାହାଡ଼ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri