Home Left

ଡୋପରେ ବିଫଳ ଶୁଟର ରବି, ବକ୍ସର ସୁମିତ୍‌

ପୁଣେ,୧୧।୧୨- ଟୋକିଓ ଅଲିମ୍ପିକ୍ସ ପାଇଁ ଆଉ ମାତ୍ର ୭ ମାସ ବାକି ରହିଥିବାବେଳେ ଭାରତୀୟ ଦଳର ପଦକ ଆଶାକୁ ଶକ୍ତ ଝଟ୍‌କା ଲାଗିଛି। ଶୁଟର ରବି କୁମାର ଓ ବକ୍ସର ସୁମିତ୍‌ ସାଙ୍ଗଓ୍ବାନ ଡୋପ ଟେଷ୍ଟରେ ଫେଲ ହୋଇଛନ୍ତି। ଏହା ସଭିଙ୍କୁ…

ଛତିଶଗଡ଼ ପୋଲିସର ଦାଦାଗିରି ଅଭିଯୋଗ: ଧାରଣାରେ ବସିଲେ ସୀମାନ୍ତବାସୀ

ଲଖନପୁର,୧୧।୧୨(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ କନକତୋର ବାବୁଖାରୀ ନିକଟରୁ ଗତ ଶନିବାର ଛତିଶଗଡ଼ ପୋଲିସ ବଳପୂର୍ବକ ଏକ ଧାନ ବୋଝେଇ ଗାଡ଼ି ସହ ମନୋଜ ମେହେର ନାମକ ଜଣେ ଭାଗ ଚାଷୀଙ୍କୁ ରାୟଗଡ ଝୁଟମିଲ ଥାନାକୁ ଉଠାଇ ନେଇଥିଲେ…

ନାଗରିକତା ସଂଶୋଧନ ବିଲ୍‌ ନେଇ ହିଂସା: ଦିବ୍ରୁଗଡ଼ରେ ବିକ୍ଷୋଭକାରୀଙ୍କ ଉପରେ ପୋଲିସର ଲାଠି ଚାଳନା

ଦିବ୍ରୁଗଡ଼, ୧୧।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଆସାମରେ ହିଂସାକାଣ୍ଡ ଜାରି ରହିଛି। ବୁଧବାର ଉତ୍ୟକ୍ତ ବିକ୍ଷୋଭକାରୀଙ୍କୁ ଘଉଡ଼େଇବା ପାଇଁ ପୋଲିସ ପକ୍ଷରୁ ଲାଠି ଚାଳନା କରାଯାଇଛି। ଶାନ୍ତିପୂର୍ଣ୍ଣ ଭାବେ ପ୍ରଦର୍ଶନ କରିବାକୁ ବିକ୍ଷୋଭକାରୀଙ୍କୁ ପୋଲିସ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା।…

ଜାମିନ୍‌ ମିଳିବା ପରେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୧୧।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ଜାମିନ୍‌ ମିଳିବା ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜଣେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ବୁଧବାର ଦେଖିବାକୁ ମିଳିଛି। ଏକ ଘରୋଇ ହିଂସା ଏବଂ ଛାଡ଼ପତ୍ର ମାମଲାରେ କପିଲ ଶିବଲ, ଅଭିଶେକ ମନୁ ସିଙ୍ଘଭୀଙ୍କ ସହିତ ଚଦାମ୍ବରମ୍‌ଙ୍କୁ…

ନାନା ବାୟା ଗୀତ ଶୁଣି କାହିଁକି ଶୁଅନ୍ତି ଶିଶୁ…

ଅଝଟ ପିଲାଙ୍କୁ ଶୁଆଇବା ପାଇଁ ମା’ମାନେ ନାନା ବାୟା ଗୀତର ସାହାରା ନେଇଥାନ୍ତି। ପୃଥିବୀର ସମସ୍ତ ସଂସ୍କୃତି ତଥା ପରମ୍ପରାରେ ଏଭଳି ନାନା ବାୟା ଗୀତକୁ ଲୋକଗୀତ ବୋଲି କୁହାଯାଇଥାଏ। ତେବେ ଏହା ଛୋଟ ପିଲାଙ୍କ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ…

ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌: ଧାଓ୍ବନଙ୍କ ସ୍ଥାନ ନେଲେ ମୟଙ୍କ

ନୂଆଦିଲ୍ଲୀ,୧୧।୧୨(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନଙ୍କ ବଦଳ ଖେଳାଳି ଭାବେ ଟେଷ୍ଟ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କୁ ବୁଧବାର ସାମିଲ କରାଯାଇଛି। ଧାଓ୍ବନ…

ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବି: ଧାରଣାରେ ବସିଲେ ଛାତ୍ରୀ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ବୁଧବାର କଲେଜ ସମ୍ମୁଖ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ସେମିଷ୍ଟର ପରୀକ୍ଷାକୁ ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଧାରଣାରେ ବସିଥିବା ଜଣାପଡ଼ିଛି। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଲୋଚନା କରିବା ପରେ…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍‌ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ କମିଶନର ଏହି ସୂଚନା ଦେଇଛନ୍ତି। ସ୍ଥିତିବାନ ସମ୍ପତ୍ତି ଯାହାର ରହିଛି, ସେଥିପାଇଁ ଆଇନ ଅନୁଯାୟୀ…

ପ୍ରିକ୍ୱାର୍ଟରରେ ଲିଭରପୁଲ, ଚେଲସି

ପ୍ୟାରିସ,୧୧।୧୨- ଚଳିତ ସିଜନର ୟୁଏଫା ଚାମ୍ପିୟନ୍ସଲିଗ୍‌ର ପ୍ରି-କ୍ୱାର୍ଟର ଫାଇନାଲରେ ଲିଭରପୁଲ ଓ ଚେଲସି ସ୍ଥାନ ପକ୍କା କରିଛନ୍ତି। ଅନ୍ୟପକ୍ଷରେ ଆଜାକ୍ସ ଓ ଇଣ୍ଟର ମିଲନ ଭଳି କ୍ଲବ ଗ୍ରୁପ ପର୍ଯ୍ୟାୟରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ରେଡ ବୁଲ ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍‌ରେ…

ରୋହିତ ଶର୍ମାଙ୍କୁ ଡରି ତାଙ୍କ ପାଖ ମାଡୁ ନ ଥିଲେ ଝିଅ ସମାଇରା, ଜାଣନ୍ତୁ କାହିଁକି

ମୁମ୍ବାଇ,୧୧।୧୨: ମୁମ୍ବାଇରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ପୂର୍ବରୁ ବିସିସିଆଇ ଟୁଇଟରରେ ଏକ ଭିଡିଓ ଅପଲୋଡ୍‌ କରିଛି। ଭିଡିଓରେ ରୋହିତ ଶର୍ମା ନିଶ କାଟିବା ନେଇ ବଡ ଖୁଲାସା କରିଛନ୍ତି। ଚହଲ ଟିଭିକୁ ଦେଇଥିବା ସାକ୍ଷାତକାରରେ ରୋହିତ୍‌…

ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ ମୂଲ୍ୟ କିଲୋ ୧୦୦ରୁ ୧୨୦ ଥିବା ବେଳେ ଏବେ ୧୬୦କୁ ଛୁଇଁଛି। ଏନେଇ ସରକାର…

ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍‌ବେଷ୍ଟସ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା ସଂପ୍ରସାରଣ ବେଳେ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି। ଗ୍ରାମର ପୀତାମ୍ବର ମଲିକଙ୍କ ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri