Home Left

ଭାଜପା କୋର୍‌ କମିଟି ବୈଠକରେ ଯୋଗ ଦେଲେନି ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୧।୧୨: ଭାଜପାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ ଖୁବ୍‌ଶୀଘ୍ର ଦଳ ଛାଡିବେ ବୋଲି ଆଲୋଚନା ହେଉଛି। ସେ ମଙ୍ଗଳବାର ଭାଜପା ପକ୍ଷରୁ ଆୟୋଜିତ କୋର୍‌…

ମ୍ୟାଚ୍‌ ବ୍ରେକ୍‌ ସମୟରେ ସନ୍ତାନକୁ ସ୍ତନ୍ୟପାନ କରାଇଲେ ଏହି ଖେଳାଳି

ଗୁଆହାଟି,୧୧।୧୨: ମିଜୋରାମର ଜଣେ ମହିଳା ଭଲିବଲ୍‌ ଖେଳାଳିଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ସେ ୭ ମାସର ସନ୍ତାନଙ୍କୁ ସ୍ତନ୍ୟପାନ କରୁଥିବାର ଦେଖାଯାଇଛି। ଲାଲଭେଣ୍ଟଲୁଆଙ୍ଗି ଜଣେ ଭଲିଭଲ୍‌ ଖେଳାଳି। ସେ ଭଲିଭଲ ଟ୍ରେନିଂ ମ୍ୟାଚ୍‌ ଖେଳୁଥିବାବେଳେ…

ଭିନ୍ନ ଲୁକ୍‌ରେ ତେଜ ପ୍ରତାପ: ଟୁଇଟରରେ ଶେୟାର କଲେ ଫଟୋ

ପାଟନା,୧୧।୧୨: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କୁ ସବୁବେଳେ ଭିନ୍ନ ଭିନ୍ନ ରୂପରେ ଦେଖିବାକୁ ମିଳେ। କେତେବେଳେ ଶିବ ତ କେତେବେଳେ କୃଷ୍ଣ ବେଶରେ ନଜର ଆସିଥାନ୍ତି। ରାଜନୀତିଠାରୁ ଢ଼େର ଅଧିକ ନିଜର…

ନ୍ୟାୟ ଦାବିରେ ବିଛିନ୍ନାଞ୍ଚଳବାସୀଙ୍କ ପ୍ରଜାମେଳି

କୋରୁକୋଣ୍ଡା/ଚିତ୍ରକୋଣ୍ଡା, ୧୧।୧୨ (ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନାଞ୍ଚଳରେ ପୁଣିଥରେ ବିଛିନ୍ନାଞ୍ଚଳବାସୀ ଏକତ୍ରିତ ହୋଇ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡରାପାଲି ପଞ୍ଚାୟତର ଆରାପଦର ଗ୍ରାମରେ ହୋଇଥିଲା। ବିଛିନ୍ନାଞ୍ଚଳର ୭ଟି ପଞ୍ଚାୟତର ହଜାର ହଜାର…

ଜମାଟୋରେ ଅର୍ଡର କଲେ ରୋଲ୍‌: ଆକାଉଣ୍ଟରୁ କଟିଗଲା ୯୧ହଜାର ଟଙ୍କା

ନୂଆଦିଲ୍ଲୀ,୧୧।୧୨: ଜମାଟୋକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଥିବା ବେଳେ ଦିଲ୍ଲୀ ଗାଜିଆବାଦରେ ଆଉ ଏକ ଘଟଣା ଦେଖିବାକୁ ମିଳିଛି। ଜମାଟୋରୁ ଆସିଥିବା ଏକ ଫୋନ ଯୋଗୁ ଜଣେ ଇଞ୍ଜିନିୟରଂ ଛାତ୍ର ଠକେଇର ଶିକାର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…

ଦେଶୀ ଲୁକ୍‌ରେ ନୋବେଲ ପୁରସ୍କାର ଗ୍ରହଣ କଲେ ଅଭିଜିତ୍‌ ବାନାର୍ଜୀ

ଷ୍ଟକହୋମ, ୧୧।୧୨: ସମ୍ପୂର୍ଣ୍ଣ ଭାରତୀୟ ଲୁକ୍‌ରେ ନୋବେଲ ପୁରସ୍କାର ଗ୍ରହଣ କରିଛନ୍ତି ଭାରତୀୟ ମୂଳର ପ୍ରଫେସର ଅଭିଜିତ୍‌ ବାନାର୍ଜୀ। ସେ ଧୋତି ପିନ୍ଧିଥିବାବେଳେ ତାଙ୍କ ସ୍ତ୍ରୀ ଇସ୍ତର୍‌ ଡୁଫ୍ଲୋ ମଧ୍ୟ ଶାଢି ପିନ୍ଧିଥିବାର ନଜର ଆସିଥିଲେ। ସ୍ବିଡେନର ଷ୍ଟକ୍‌ହୋମ କନସର୍ଟ ହଲରେ…

ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରାସ କଲେ ପଶ୍ଚିମବଙ୍ଗ ସରକାର

କୋଲକତା,୧୧।୧୨: ପଶ୍ଚିମବଙ୍ଗ ସରକାର ନୂଆ ନିୟମ ଆଣି ରାଜ୍ୟପାଳ ଧନଖରଙ୍କୁ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରସେ କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜି ଏକ ବିଜ୍ଞପ୍ତି ଜାରି କରି କୁଳପତି ବାଛିବାରେ କୁଳାଧିପତିଙ୍କ ଭୂମିକା ମଧ୍ୟ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍‌ଲୁ ଆହତ

କଟକ ଅଫିସ୍‌, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ ପାୱାର ଓରଫ ବବୁଲ ଆହତ ହୋଇଛନ୍ତି। ବବୁଲଙ୍କ ଡାହାଣ…

ପୁଣି ଜଳେଶ୍ବରରେ ବ୍ରାଉନସୁଗାର ଜବତ, ଜଣେ ମହିଳା ଗିରଫ

ଜଳେଶ୍ୱର, ୧୧।୧୨(ଡି.ଏନ.ଏ.): ଜଳେଶ୍ବର ଥାନା ଅନ୍ତର୍ଗତ ଶାସନବାଡ ଗ୍ରାମରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ, ବାଲେଶ୍ବର ପୋଲିସ ଓ ଜଳେଶ୍ବର ଅବକାରୀ ବିଭାଗର ମିଳିତ ସକାଳୁ ଶାସନବାଡ ଗ୍ରାମର ସକାଳୁ ଚଢାଉ କରି ରବିନା ଦେଉଆଙ୍କୁ ଗିରଫ କରିଛି, ଜବତ…

ଘୁଞ୍ଚିଲା ଯୁକ୍ତ ୩ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଡିଗ୍ରୀ ମହାବିଦ୍ୟାଳୟଗୁଡିକରେ ସେମିଷ୍ଟର ପରୀକ୍ଷା ତାରିଖ ଘୁଞ୍ଚାଇବା ଦାବି ନେଇ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ପରେ ପରୀକ୍ଷା ତାରିଖକୁ ପରିବର୍ତ୍ତନ କରାଯାଇଛି। ବର୍ଷକ ମଧ୍ୟରେ ୩ଟି ସେମିଷ୍ଟରକୁ ବିରୋଧ କରି ଗତ ୫ତାରିଖରେ ଛାତ୍ରୀଛାତ୍ର କୁଳପତିଙ୍କ କାର୍ଯ୍ୟାଳୟକୁ ଘେରିଥିଲେ।…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ କାରାଦଣ୍ଡ: ୨୦ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଜଣେ ୧୨ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ଭୁବନେଶ୍ୱର ଏଡିଜେ-୪ ତଥା ପୋକ୍‌ସୋ କୋର୍ଟ ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ହେଲେ…

ପ୍ରାକୃତିକ ବିପର୍ଯ୍ୟୟ ମୃତ୍ୟୁଠାରୁ ଡାହାଣୀ ସନ୍ଦେହରେ ହତ୍ୟା ଅଧିକ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଦେଶରେ ଡାହାଣୀ ଓ ଗୁଣିଆ ସନ୍ଦେହରେ ବାର୍ଷିକ ହାରାହାରି ୫୩ଜଣଙ୍କୁ ହତ୍ୟା କରାଯାଉଛି। ୨୦୧୦ରୁ ଏ ପର୍ଯ୍ୟନ୍ତ ଡାହାଣୀ ଓ ଗୁଣିଆ ସନ୍ଦେହଜନିତ ହତ୍ୟା ସଂଖ୍ୟା ୫୩୩ରେ ପହଞ୍ଚତ୍ଛି। ମୋଟ ହତ୍ୟା ଘଟଣା ମଧ୍ୟରୁ ୧୯୫ ଜଣ ମହିଳା ଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri