Home Left

ଲିଟିଲ୍‌ ଷ୍ଟାର ଗ୍ରୁପ୍‌ ପକ୍ଷରୁ ଶିକ୍ଷା ବିକାଶ ଯାତ୍ରା

ଭୁବନେଶ୍ୱର,୧୧ା୧୨:ପିଲାମାନଙ୍କୁ ବିଦ୍ୟାଳୟ ଚାରିକାନ୍ଥ ଭିତରୁ ବାହାର କରି ବାହାର ଦୁନିଆ ବିଷୟରେ ଜ୍ଞାନ ପ୍ରଦାନ କରିବା ଲକ୍ଷ୍ୟରେ ପୁରୀ ଜିଲା ନିମାପଡ଼ାର ଶିଶୁ ବିକାଶ ଅନୁଷ୍ଠାନ ଲିଟିଲ୍‌ ଷ୍ଟାର ଗ୍ରୁପ୍‌ ପକ୍ଷରୁ ମଙ୍ଗଳବାର ୧୫ତମ ଶିକ୍ଷା ବିକାଶ ଯାତ୍ରା ଅନୁଷ୍ଠିତ ହୋଇଛି।…

ମହିଳା ବିରୋଧୀ ଅପରାଧରେ ରାଜନେତାଙ୍କ ସମ୍ପୃକ୍ତି: ଭାଜପା ପ୍ରଥମ, କଂଗ୍ରେସ ଦ୍ୱିତୀୟରେ

ନୂଆଦିଲ୍ଲୀ,୧୧ା୧୨: ଦେଶବ୍ୟାପୀ ମହିଳା ବିରୋଧୀ ହିଂସା ଓ ଅପରାଧର ମାତ୍ରା ବଢ଼ି ବଢ଼ି ଚାଲିଛି। ଦିଲ୍ଲୀରୁ ପଲ୍ଲୀ ଯାଏ ଏହାକୁ ନେଇ ତୀବ୍ର ପ୍ରତିବାଦର ସ୍ବର ମଧ୍ୟ ଦେଖିବାକୁ ମିଳୁଛି। ସାଧାରଣ ଜନତାଙ୍କ କଥା ଛାଡ଼ନ୍ତୁ, ବିଭିନ୍ନ ଦଳର ରାଜନେତାମାନେ ମଧ୍ୟ…

୩୦ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ:ବିଜୟ ମିଶ୍ରଙ୍କୁ ‘ଜୟଦେବ ପୁରସ୍କାର’

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କୁ ୨୦୧୮ ମସିହା ପାଇଁ ଓଡ଼ିଆ ଚଳଚ୍ଚିତ୍ର କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ‘ଜୟଦେବ ପୁରସ୍କାର’ ପ୍ରଦାନ କରାଯିବ। ସଂଳାପ ରଚନା ଓ ଚଳଚ୍ଚିତ୍ର ନିର୍ଦ୍ଦେଶନା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା…

ଚିଲି ବାୟୁସେନା ବିମାନ ନିଖୋଜ: ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଆଶଙ୍କା

ସାଣ୍ଟିଆଗୋ,୧୧ା୧୨: ୩୮ ଜଣ ଯାତ୍ରୀଙ୍କୁ ନେଇ ଆଣ୍ଟାର୍କଟିକା ଯାଉଥିବା ଚିଲିର ଏକ ସେନା ବିମାନ ନିଖୋଜ ହୋଇଯାଇଛି। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସମସ୍ତ ୧୭ ଅଧିକାରୀ ଓ ବିମାନ କର୍ମଚାରୀଙ୍କ ସହ ୨୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା…

ଏସ୍‌ସି/ଏସ୍‌ଟି ସଂରକ୍ଷଣ ସଂଶୋଧନ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୧୨(ପି.ଟି.): ଲୋକ ସଭାରେ ମଙ୍ଗଳବାର ଅନୁସୂଚିତ ଜାତି (ଏସ୍‌ସି) ଅନୁସୂଚିତ ଜନଜାତି, (ଏସ୍‌ଟି) ବର୍ଗର ଲୋକଙ୍କ ଲାଗି ୧୦ ବର୍ଷ ପାଇଁ ସଂରକ୍ଷଣ ବୃଦ୍ଧି ସଂକ୍ରାନ୍ତ ସମ୍ବିଧାନ ସଂଶୋଧନ ବିଲ୍‌ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଦଳ ନିର୍ବିଶେଷରେ ଉକ୍ତ ବିଲ୍‌କୁ ମଞ୍ଜୁର…

ପିଟିଶନରେ ସ୍ବାକ୍ଷର କଲେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ, ବିଦ୍ୱାନ: ନାଗରିକତ୍ୱ ବିଲ୍‌ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୧ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇ ରାଜ୍ୟ ସଭାରେ ଉପସ୍ଥାପିତ ହେବାକୁ ଯାଉଥିବାବେଳେ ଏହା ବିରୋଧରେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ଓ ବିଦ୍ୱାନ ଏକ ସ୍ବାକ୍ଷର ଅଭିଯାନ ଚଳାଇଛନ୍ତି। ଉକ୍ତ ବିଲ୍‌କୁ ତୁରନ୍ତ ପ୍ରତ୍ୟାହାର କରାଯାଉ…

ଉତ୍ତରପୂର୍ବରେ ବନ୍ଦ ପାଳନ

ନୂଆଦିଲ୍ଲୀ,୧୧ା୧୨: ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହେବାର ଦିନକ ପରେ ଓ ରାଜ୍ୟ ସଭାରେ ଉପସ୍ଥାନ କରାଯିବାର ଦିନକ ପୂର୍ବରୁ ଏହାକୁ ଉତ୍ତର-ପୂର୍ବାଞ୍ଚଳରେ ପ୍ରବଳ ବିରୋଧ କରାଯାଇଛି। ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ମଙ୍ଗଳବାର ଏହା ବିରୋଧରେ ବନ୍ଦ ପାଳନ କରାଯାଇଛି।…

ଆମେରିକା ସଂଘୀୟ କମିଶନଙ୍କ ସୁପାରିସ: ସିଏବି ପାସ୍‌ ହେଲେ ଶାହାଙ୍କ ଉପରେ କଟକଣା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୧ା୧୨(ପି.ଟି./ଆଇଏଏନ୍‌ଏସ୍‌): ଭାରତର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଲ୍‌ (ସିଏବି) ଗୃହୀତ ହେଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ କଟକଣା ଜାରି କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ (ୟୁଏସ୍‌ସିଆଇଆର୍‌ଏଫ୍‌) ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଅନ୍ୟପକ୍ଷରେ ନୂଆଦିଲ୍ଲୀ ପକ୍ଷରୁ ଏହାକୁ…

ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ

ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଖନନ କରିବେ। ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଦେଶର ଅଗ୍ରଣୀ ଖନନକାରୀ…

ପିଏମ୍‌ କିଷାନ ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୧ା୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ୍‌-କିଷାନ)ର ଲାଭ ନେବା ଲାଗି ଡିସେମ୍ବର ପରଠାରୁ ଆଧାର ଅନିବାର୍ଯ୍ୟ ହେବ। ଆଧାର ପ୍ରମାଣନ ହୋଇଥିବା କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯୋଜନା ଅର୍ଥ ଦିଆଯିବ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ…

ବାରବାଟୀ ଦିନିକିଆ: ମୁଖ୍ୟମନ୍ତ୍ରୀ କିଣିଲେ ଗ୍ୟାଲେରି ନଂ-୧ ଟିକେଟ୍‌

କଟକ ଅଫିସ,୧୧।୧୨- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍‌ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଅଫଲାଇନ୍‌ ଟିକେଟ୍‌ କିଣିଛନ୍ତି। ଅଫ୍‌ଲାଇନ୍‌ ଟିକେଟ୍‌ ଉନ୍ମୋଚନ କରାଯିବା ଅବସରରେ ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି ମଙ୍ଗଳବାର…

ତୃତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ମୁମ୍ବାଇ,୧୧।୧୨(ପି.ଟି.)- ନିର୍ଣ୍ଣାୟକ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବୁଧବାର ମୁହାଁମୁହିଁ ହେବେ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ଏହି ଅନ୍ତିମ ମ୍ୟାଚ୍‌ ଜିତି ଉଭୟ ଦଳ ସିରିଜ ହାତେଇବାକୁ ଚେଷ୍ଟା କରିବେ। ୩ ମ୍ୟାଚ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri