ନୋଟ ବ୍ୟବହାର ବୃଦ୍ଧିକୁ କମାଇଛି ବିମୁଦ୍ରୀକରଣ: ସୀତାରାମନ
ନୂଆଦିଲ୍ଲୀ,୧୧-୧୨: ବିମୁଦ୍ରୀକରଣ ଏବଂ ପରେ ପରେ ଲାଗୁ ହୋଇଥିବା ଡିଜିଟାଲ ନେଣଦେଣ ଦ୍ୱାରା ନୋଟ ବ୍ୟବହାର ବୃଦ୍ଧିକୁ କମାଯାଇ ପାରିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର କହିଛନ୍ତି। ଏଭଳି ପଦକ୍ଷେପ ଦ୍ୱାରା ୩ ଲକ୍ଷ କୋଟି ଟଙ୍କାର ନୋଟ ପ୍ରଚଳନ…
ତ୍ୱରିତ ହେବ ମୋବାଇଲ ନମ୍ବର ପୋର୍ଟେବିଲିଟି
ନୂଆଦିଲ୍ଲୀ,୧୧-୧୨: ସାରା ଦେଶରେ ମୋବାଇଲ ନମ୍ବର ପୋର୍ଟେବିଲିଟି(ଏମ୍ଏନ୍ପି) କୁ ତ୍ୱରିତ ଏବଂ ସରଳ କରିବା ଲାଗି ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ ( ଟ୍ରାଇ) ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏଥିଲାଗି ଟ୍ରାଇ ପରିବର୍ତ୍ତିତ ଏମ୍ଏନ୍ପି ଧାରା ନେଇ ଏକ ପବ୍ଲିକ…
ପିଲାଙ୍କ ମସ୍ତିଷ୍କ ବୃଦ୍ଧି କରେ ପ୍ରତ୍ୟହ ଗୋଟିଏ ଅଣ୍ଡା
ଓ୍ବାଶିଂଟନ୍: ଆମେରିକାର କେତେଜଣ ଗବେଷକଙ୍କ ମତାନୁଯାୟୀ ଶିଶୁଙ୍କୁ ଦୈନିକ ଗୋଟିଏ ଲେଖାଁ ଅଣ୍ଡା ଖାଇବାକୁ ଦେଲେ ସେମାନଙ୍କ ମସ୍ତିଷ୍କର ବିକାଶ ଠିକ୍ ଭାବେ ହୋଇଥାଏ। ଅଣ୍ଡା ପିଲାଙ୍କର କୋଲାଇନ୍ ଏବଂ ଡିଏଚ୍ଏ ସ୍ତର ବୃଦ୍ଧି କରିଥାଏ, ଯାହା ମସ୍ତିଷ୍କ ବିକାଶର ଏକ…
ବିଶ୍ୱର ୧୦ ସବୁଠୁ ଅଳସୁଆ କ୍ରିକେଟର
ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନେ ପଡିଆରେ ଅଳସୁଆ ସ୍ବଭାବର ଥାନ୍ତି। ବ୍ୟାଟିଂ ହେଉ କି ବୋଲିଂ ଏହି କ୍ରିକେଟରମାନେ ଭଲ ପ୍ରଦର୍ଶନ କରୁଥିଲେ ମଧ୍ୟ ସେମାନେ ଫିଲ୍ଡିଂରେ ଦୁର୍ବଳ ଥାନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ……
ନିରପେକ୍ଷ ଭେନ୍ୟୁରେ ମ୍ୟାଚ ଆୟୋଜନ କରିବନି ପାକିସ୍ତାନ
ରାଓ୍ବଲପିଣ୍ଡି, ୧୦ା୧୨ (ଏଏପି)- ପାକିସ୍ତାନ ଏହାର ଅନ୍ତର୍ଜାତୀୟ ମ୍ୟାଚଗୁଡ଼ିକର ଆୟୋଜନ ଏଣିକି ନିରପେକ୍ଷ ଭେନ୍ୟୁରେ କରିବ ନାହିଁ। ଅନ୍ୟ ଦଳଗୁଡ଼ିକ କାହିଁକି ପାକିସ୍ତାନରେ ଖେଳିବେ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେୟାରମ୍ୟାନ ଏହେସାନ ମନି ପ୍ରଶ୍ନ କରିଛନ୍ତି। ଦଶନ୍ଧି…
କପିଲଙ୍କ ସହ ବିବାଦ ଭୁଲିଲେ ସୁନିଲ, ବାପା ହେବା ନେଇ ଜଣାଇଲେ ଶୁଭେଚ୍ଛା
ବମ୍ବେ: ଲୋକପ୍ରିୟ କମେଡିଆନ୍ କପିଲ ଶର୍ମା-ସୁନିଲ ଗ୍ରୋଭରଙ୍କ ମଧ୍ୟରେ ଉପୁଜିଥିବା ବିବାଦ ବିଷୟରେ କାହାକୁ ବା ଅଚ୍ଛପା। ଉଭୟଙ୍କୁ ଏକାଠି ଗୋଟିଏ ମଞ୍ଚରେ ଦେଖିବା ଲାଗି ପ୍ରଶଂସକମାନେ ଚାହିଁ ବସିଥିବା ବେଳେ ସୁନିଲ କିନ୍ତୁ ତାହା ଚାହୁଁ ନାହାନ୍ତି। ଫଳରେ ବିବାଦ…
ବରେଲି ବଜାରରେ ୩୦ ଫୁଟର ଝୁମ୍କା
ବଲିଉଡ୍ ମୁଭି ‘ମେରା ଶାୟା’ କେହି ଦେଖନ୍ତୁ ଅବା ନ ଦେଖନ୍ତୁ ହେଲେ ଏହାର ଗୀତ ‘ଝୁମ୍କା ଗିରା ରେ ବରେଲି କେ ବାଜାର ମେଁ’ ସମସ୍ତେ ଶୁଣିଥିବେ। ଏବେ ଏହି ଝୁମ୍କାକୁ ନେଇ ପୁଣିଥରେ ଚର୍ଚ୍ଚାକୁ ଆସିଛି ବରେଲି। ଏଠାରେ…
ରାଜନଗରରେ ବିଜୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ, ମୁଣ୍ଡ କାଟିନେଲେ ଦୁର୍ବୃତ୍ତ
ରାଜନଗର,୧୦।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ତ୍ରିନାଥ ବଜାରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିରୁ ମୁଣ୍ଡ କାଟି ନେଇଛନ୍ତି। ଏହା ଜଣାପଡ଼ିବା ପରେ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ୨୦୧୨ରେ ରାଜନଗରର…
ରାତିରେ ନିଦ ହେଉନାହିଁ କି… କରନ୍ତୁ ଏଭଳି
ପରିବର୍ତ୍ତିତ ଜୀବନଶୈଳୀ ଲାଗି ନିଦ୍ରାହୀନତା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ରାତିସାରା ଅନିଦ୍ରା ରହିବା ବା ନିଦ ନ ହେବା ଲାଗି ଅନେକ ଲୋକ ବିଭିନ୍ନ ଔଷଧ ଖାଇଥାନ୍ତି। ମାତ୍ର ଏହା ଅନେକାଂଶରେ କ୍ଷତିକାରକ ହୋଇଥାଏ। ଯଦି ଆପଣଙ୍କ ପାଖରେ…
ରୋଡ୍ ରୋମିଓଙ୍କୁ ପେଟେଣ୍ଟ ମେଡିସିନ: ୩୩ ସେକେଣ୍ଡରେ ୨୬ଥର ଜୋତାରେ ପିଟିଲେ ମହିଳା କନଷ୍ଟେବଳ
କାନପୁର,୧୦।୧୨: ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଦୁର୍ବ୍ୟବହାର। ରୋଡ୍ ରୋମିଓଙ୍କୁ ଉଚିତ ଶିକ୍ଷା ଦେଲେ ଆଣ୍ଟି ରୋମିଓ ସ୍କ୍ବାଡ୍। ୩୩ ସେକେଣ୍ଡରେ ୨୬ଥର ଜୋତାରେ ପିଟିଲେ ମହିଳା କନଷ୍ଟେବଳ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର କାନପୁର ସହରରେ। ମଙ୍ଗଳବାର ବିଠୁର କସ୍ବେର…
ଡିସେମ୍ବର ୧୬ରେ ଉନ୍ନାଓ ବଳାତ୍କାର ଘଟଣାର ହୋଇପାରେ ଶୁଣାଣି
ଉନ୍ନାଓ,୧୦।୧୨: ଉତ୍ତରପ୍ରଦେଶ ଉନ୍ନାଓ ବଳାତ୍କାର ମାମଲାର ଶୁଣାଣି କରି ତିସ ହଜାରି କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଏହି ମାମଲାରେ ଆଗାମୀ ଶୁଣାଣି ଡିସେମ୍ବର ୧୬ରେ କରାଯିବ ବୋଲି ସୂଚନା ମିଳିଛି। ଉକ୍ତ ଦିନ ଏହି ମାମଲାରେ ବିଧାୟକ କୁଲଦୀପ ସେନ୍ଗର…
ନାଗରିକତା ସଂଶୋଧନ ବିଲ୍: ଭୋଟିଂରୁ ଦୂରେଇ ରହିଲେ ମିମି ଚକ୍ରବର୍ତ୍ତୀଙ୍କ ସମେତ ୬ଏମ୍ପି
ନୂଆଦିଲ୍ଲୀ,୧୦।୧୨: ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍ ଗୃହୀତ ହୋଇଯାଇଥିବା ବେଳେ ଏବେ ରାଜ୍ୟ ସଭାରେ ଏହାକୁ ପାରିତ କରିବା ପାଇଁ ସରକାର ଉଦ୍ୟମ ଚଳାଇଛନ୍ତି। ଏହି ବିଲ୍କୁ ଆସାମରୁ ଆରମ୍ଭ କରି ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ବିରୋଧ କରାଯାଉଛି। ସେହିପରି ସଂସଦରେ…
Archives


