ଦେବୀଙ୍କ ପାଖରେ ଲାଗି ହୁଏ ମଟନ୍ ବିରିୟାନୀ…
ମନ୍ଦିରରେ ଦେବାଦେବୀଙ୍କୁ ବିଭିନ୍ନ ଭୋଗ ଲାଗି ହୋଇଥାଏ। ତେବେ ତାମିଲନାଡୁରେ ଥିବା ମାତା ମୁନିୟାନ୍ଦୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁ ବିରିୟାନୀ ଭୋଗ ଲାଗି କରାଇଥାନ୍ତି। ମଦୁରାଇ ଜିଲାର ଓ୍ବଡ଼କ୍କମ୍ ପଟ୍ଟି ଗାଁରେ ଏହି ମନ୍ଦିର ରହିଛି। ବର୍ଷରେ ଥରେ ଦେବୀଙ୍କ ପାଖରେ ଏକ…
ପ୍ରି ଓ୍ବେଡିଂ ଫଟୋ ଶୁଟ୍କୁ ନା, ବରଯାତ୍ରୀରେ ନାଚି ପାରିବେନି ମହିଳା
ଭୋପାଳ,୧୦।୧୨: ମଧ୍ୟପ୍ରଦେଶ ଭୋପାଳର ଜୈନ ଓ ଗୁଜରାଟି ସମାଜ ସଙ୍ଗଠନ ଏକ କଡ଼ା ପଦକ୍ଷେପ ନେଇଛନ୍ତି। ଏଣିକି ବିବାହ ପୂର୍ବରୁ କରାଯାଉଥିବା ଫଟୋ ଶୁଟ୍କୁ ସଙ୍ଗଠନ ପକ୍ଷରୁ ବାରଣ କରାଯାଇଛି। କେବଳ ସେତିକି ନୁହେଁ ଝିଅଙ୍କ ସଙ୍ଗିତ ସେରିମନୀରେ ପୁରୁଷ କୋରିଓଗ୍ରାଫର…
ଶ୍ରୀ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ସାମୟିକ ସ୍ଥଗିତ
ପୁରୁଣା ଭୁବନେଶ୍ୱର, ୧୦।୧୨(ଡି.ଏନ.ଏ): ଶ୍ରୀ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟାକୁ ମଙ୍ଗଳବାର ସାମୟିକ ଭାବେ ସ୍ଥଗିତ ରଖାଯାଇଛି। କ୍ଷୁଦ୍ର ବ୍ୟବସାୟୀ ଉଠା ଦୋକାନୀମାନଙ୍କୁ ପ୍ରଥମେ ଥଇଥାନ କରିବା ପାଇଁ ଯେଉଁ ବ୍ଲୁ-ପ୍ରିଣ୍ଟ୍ ପ୍ରସ୍ତୁତ କରାଯାଇଛି, ତାହାକୁ ସର୍ବସାଧାରଣରେ ପ୍ରକାଶ କରାଯାଉ…
ଫିଲ୍ମ ‘ଛପାକ’ର ଟ୍ରେଲର ରିଲିଜ୍
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ଟ୍ରେଲର ମଙ୍ଗଳବାର ରିଲିଜ୍ ହୋଇଛି। ଏହି ଟ୍ରେଲରଟି ୨ମିନିଟ୍ ୧୯ ସେକେଣ୍ଡର ହୋଇଥିବା ବେଳେ ଏଥିରେ ଦୀପିକାକୁ ଆଦୌ ଚିହ୍ନି ହେଉନି। ଟ୍ରେଲରର ପ୍ରଥମରୁ ଦୀପିକାଙ୍କ ଦମ୍ଦାର ଡାଇଲଗ୍…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପିଆଜ ବିକି ନିଆରା ପ୍ରତିବାଦ
ଆଗ୍ରା, ୧୦।୧୨: ବର୍ତ୍ତମାନ ମହଙ୍ଗା ବଜାରରେ ପିଆଜ ଦର ଶହେ ଟଙ୍କାରୁ ଟପିଛି। ପିଆଜର ମୂଲ୍ୟ ବୃଦ୍ଧି ହେବାରୁ ଏହାର ପ୍ରଭାବ ସିଧାସଳଖ ଗରିବ ଓ ମଧ୍ୟବିତ୍ତ ପରିବାରବର୍ଗଙ୍କ ଉପରେ ପଡୁଛି। ଆଗ୍ରାରେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ଟଙ୍କାରେ ବିକ୍ରି…
‘ମେକ୍ ଇନ୍ ଇଣ୍ଡିଆ’ ଏବେ ‘ରେପ ଇନ୍ ଇଣ୍ଡିଆ’: ଅଧିର ରଞ୍ଜନ
ନୂଆଦିଲ୍ଲୀ,୧୦।୧୨: ଦେଶରେ ମହିଳାଙ୍କ ପ୍ରତି ବଢି ଚାଲିଥିବା ଅପରାଧକୁ ନେଇ ଗୃହ ହୋଇଛି ସରଗରମ। ମଙ୍ଗଳବାର ଏହାକୁ ନେଇ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ସବୁ ବିଷୟରେ…
ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମୁଦ୍ରରେ କମୁଛି ଅମ୍ଳଜାନ
ମାଡ୍ରିଡ୍: ଜଳବାୟୁ ପରିବର୍ତ୍ତନର ସବୁଠାରୁ ଭୟଙ୍କର ପ୍ରଭାବ ପଡ଼ିଛି ସାମୁଦ୍ରିକ ଜୀବନ ଉପରେ। ପ୍ଲାଷ୍ଟିକ ବର୍ଜ୍ୟକୁ ନେଇ ନିଜ ଭିତରେ ନୀରବ ଯୁଦ୍ଧ କରୁଥିବା ସମୁଦ୍ର ଏବେ ଅନୁଭବ କରୁଛି ଅମ୍ଳଜାନର ଅଭାବ। ଏହି କାରଣରୁ ସାମୁଦ୍ରିକ ଜୀବ, ଧୀବରଙ୍କ ସମେତ…
‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ’: ୨୦୧୯ର ଗୋଲ୍ଡେନ୍ ଟୁଇଟ୍
ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ସମୟରେ ଟୁଇଟରରେ ଦେଇଥିବା ସ୍ଲୋଗାନ୍ ‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ’କୁ ଟୁଇଟର ପକ୍ଷରୁ ୨୦୧୯ ବର୍ଷର ଗୋଲ୍ଡେନ୍ ଟୁଇଟ୍ ଭାବେ ଘୋଷଣା କରାଯାଇଛି। ଏହାକୁ ମେ ୨୩ ଅପରାହ୍ନ ୨ଟା…
ସମାନତା, ନ୍ୟାୟ ଓ ସ୍ବାଧୀନତା ପ୍ରତିଷ୍ଠା କରେ ମାନବିକ ଅଧିକାର
ଜାତିସଂଘ: ଜାତିସଂଘ ଦ୍ୱାରା ପ୍ରତିବର୍ଷ ୧୦ ଡିସେମ୍ବରରେ ମାନବାଧିକାର ଦିବସ ପାଳନ କରାଯାଉଛି। ୧୯୪୮ରେ ଜାତିସଂଘ ସାଧାରଣ ପରିଷଦ ଏହି ଦିବସକୁ ଗ୍ରହଣ କରିଥିଲେ ମଧ୍ୟ ଆଧିକାରିକ ସ୍ତରରେ ୪ ଡିସେମ୍ବର ୧୯୫୦ରେ ଆନ୍ତର୍ଜାତିକ ମାନବାଧିକାର ଦିବସ ପାଳନ କରିବା ଲାଗି…
ଫାରୁକ ଅବଦୁଲାଙ୍କ ପିତାଙ୍କୁ ୧୧ ବର୍ଷ ଜେଲରେ ରଖିଥିଲା କଂଗ୍ରେସ: ଶାହ
ନୂଆଦିଲ୍ଲୀ,୧୦।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ଲୋକ ସଭାରେ ଜମ୍ମୁ-କଶ୍ମୀରରେ ବନ୍ଦୀଥିବା ନେତାଙ୍କୁ ନେଇ ନିଜର ମତ ରଖିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରେ ଗୃହବନ୍ଦୀ ଥିବା ନେତାଙ୍କୁ ମୁକୁଳାଇବା କାମ ସେଠାକାର ପ୍ରଶାସନର। ଏହି ମାମଲାରେ କେନ୍ଦ୍ର ସରକାର ହସ୍ତକ୍ଷେପ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ
ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ…
ପିଆଜ କିଣିବା ପାଇଁ ଧାଡିରେ ଛିଡା ହୋଇଥିବା ଚାଷୀଙ୍କ ମୃତ୍ୟୁ
ବିଜୟଓ୍ବାଡା,୧୦।୧୨: ସାରା ଦେଶରେ ପିଆଜର ଦରବୃଦ୍ଧି ଲୋକଙ୍କୁ କନ୍ଦାଉଛି। ଏହାର ବର୍ଦ୍ଧିତ ଦର ସିଧାସଳଖ ଲୋକଙ୍କ ପକେଟ ଉପରେ ପଡ଼ୁଛି। ଆନ୍ଧ୍ରପ୍ରଦେଶରେ ସବ୍ସିଡିରେ ମିଳୁଥିବା ପିଆଜକୁ କିଣିବା ପାଇଁ ଧାଡିରେ ଠିଆ ହୋଇଥିବା ଜଣେ ବ୍ୟକ୍ତିଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,…
Archives


