Home Left

ଗୁପ୍ତେଶ୍ୱର ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମନ୍ଦିର ନୀତିକାନ୍ତି ବନ୍ଦ

ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଶିବଲିଙ୍ଗଠାରୁ ମାତ୍ର ଅଳ୍ପ ବ୍ୟବଧାନରେ ଏହି ଅଭାବନୀୟ ଘଟଣା ଘଟିଛି। ଭୋର…

ସୁନିଲ ସେଟ୍ଟିଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୦।୧୨: ବଲିଉଡ୍‌ ଅଭିନେତା ସୁନିଲ ସେଟ୍ଟିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ନ୍ୟାଶନାଲ ଆଣ୍ଟି-ଡୋପିଂ ଏଜେନ୍ସି(ଏନ୍‌ଏଡିଏ)ର ବ୍ରାଣ୍ଡ ଆମ୍ବାସଡର ଭାବେ ମଙ୍ଗଳବାର ସୁନିଲଙ୍କୁ ନିଯୁକ୍ତ କରାଯାଇଛି। ନିକଟରେ ଏନ୍‌ଏଡିଏ ଓ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡରେଶନ(ଏଆଇଏଫ୍‌ଏଫ୍‌) ମିଳିତ ଭାବେ ଏକ ଆଣ୍ଟି…

ବାର୍‌ହା ଫାଶରେ ପଡି ହାତୀର ଜୀବନ ଗଲା

ବରଗଡ଼ ଅଫିସ/ଅମ୍ବାଭୋନା,୧୦।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ଜଣେ ଚାଷୀଙ୍କ ବିଲରେ ଏକ ଦନ୍ତାହାତୀର ମୃତଦେହ ପଡିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବିଦ୍ୟୁତ ତାର ସଂଯୋଗ ହୋଇଥିବା ଫାଶ ବିଛାଇ ହୋଇ ପଡି ଥିବା…

ପିଆଜ ଶୁଙ୍ଘାଇ ହୋସ୍‌ ଅଣାଯାଏ; ତେବେ ତାହା ଏବେ ନୁହେଁ ସମ୍ଭବ: ଶିବସେନା

ମୁମ୍ବାଇ,୧୦।୧୨: ଦେଶରେ ପିଆଜର ଦାମ ଆକାଶ ଛୁଇଁଛି। ସେହିପରି ଅର୍ଥବ୍ୟବସ୍ଥା ମଧ୍ୟ ସଙ୍କଟରେ ପଡ଼ିଛି। ଏହାକୁ ନେଇ ଶିବସେନା ମୁଖପତ୍ର ସାମନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଛି। ସାମନାରେ ପ୍ରକାଶିତ ଏକ ଲେଖାରେ କୁହାଯାଇଛି ଯେ, ପିଆଜ…

ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ: ୭୩ ବୟସ୍କା ମହିଳା ଦୌଡ଼ି ଦୌଡ଼ି ଭ୍ରମଣ କଲେଣି ୧୨ ଦେଶ

ଇସ୍ତାନବୁଲ୍‌,୧୦।୧୨: ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ ଆରମ୍ଭ କରିଛନ୍ତି ବ୍ରିଟେନ୍‌ର ୭୩ ବର୍ଷ ବୟସ୍କା ମହିଳା ରୋଜି ସ୍ବେଲ ପୋପ୍‌। ସେ ଅଣ୍ଟାରେ ଟ୍ରଲି ବାନ୍ଧି ଦୌଡ଼ି ଦୌଡ଼ିି ଇତିମଧ୍ୟରେ ୧୨ ଦେଶ ଭ୍ରମଣ କଲେଣି। ସେ ଇଂଲଣ୍ଡରୁ ନେପାଳ…

୪୦୦ ରନ୍‌ ରେକର୍ଡ କେବଳ ଏହି ଦୁଇ ଭାରତୀୟ କ୍ରିକେଟର ଭାଙ୍ଗିପାରିବେ: ବ୍ରାଏନ୍‌ ଲାରା

ଓ୍ବେଷ୍ଟଇଣ୍ଡିଜର ପୂର୍ବତନ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା ୨୦୦୩ରେ ଆଣ୍ଟିଗୁଆରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ସ୍କୋର କରିବାର ରେକର୍ଡ ହାସଲ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୪୦୦ରନର ପାଳି ଖେଳିଥିଲେ। ଏହି ରେକର୍ଡ ଆଜି ବି କାଏମ୍‌ ରହିଛି। ଲାରା ନିଜର…

ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ

ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍‌ ହୋଇଛି। ରିଲିଜ୍‌ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର ବିଭିନ୍ନ ସହରରେ ଫିଲ୍ମକୁ ବ୍ୟାନ କରିବା ପାଇଁ ଆନ୍ଦୋଳନକାରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଙ୍ଗଳବାର…

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ଜେଡିୟୁରେ ଫାଟ

ପାଟନା,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ସୋମବାର ରାତିରେ ଲୋକ ସଭାରେ ଗୃହୀତ ହେବା ପରେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। ଏହି ବିଲ୍‌କୁ ନେଇ ବିହାରର ଜେଡି(ୟୁ)ରେ ଫାଟ ସୃଷ୍ଟି ହୋଇଥିବା କୁହାଯାଉଛି। କାରଣ ଦଳ…

ଟିଭି ପରଦାରେ ଡେବ୍ୟୁ କରିବେ ଧୋନୀ

କ୍ରିକେଟରେ ସଫଳ ରହିବା ପରେ ଏବେ ଟିଭି ପରଦାରେ ନଜର ଆସିବେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଭାରତୀୟ ସେନା ଉପରେ ଆଧାରିତ ଏକ ଟିଭି ସିରିଜ୍‌ରେ ସେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ଖୁବ୍‌ଶୀଘ୍ର…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ଆଗ ଥଇଥାନ କର, ପରେ ଉଚ୍ଛେଦ, ଥାନା ଘେରାଉ କଲେ ଦୁଇ ସଂଘ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପାଇଁ ସୋମବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଉଚ୍ଛେଦର ଦ୍ୱିତୀୟ ଦିନରେ ଜନଅସନ୍ତୋଷ…

ଶାହଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଉ: ଦାବି କଲା ଅନ୍ତର୍ଜାତୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ

ଓ୍ବାଶିଂଟନ,୧୦।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଉ ବୋଲି ଆମେରିକା ଅନ୍ତର୍ଜାତୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ ପକ୍ଷରୁ ଦାବି ହୋଇଛି। ନାଗରିକ ସଂଶୋଧନ ବିଲ୍‌ ନେଇ ଆୟୋଗ ପକ୍ଷରୁ ଏଭଳି କୁହାଯାଇଛି। ଏହି ବିଲ୍‌ ଦ୍ୱାରା ଭବିଷ୍ୟତରେ…

ନିର୍ଭୟା ବଳାତ୍କାର ମାମଲା: ଅଭିଯୁକ୍ତ ବିନୟ ଶର୍ମାଙ୍କୁ ତିହାର ଜେଲ୍‌କୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମାଙ୍କୁ ତିହାର ଜେଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଆଗରୁ ସେ ମଣ୍ଡୋଲି ଜେଲରେ ବନ୍ଦୀ ଥିଲେ। ପୂର୍ବରୁ ଅନ୍ୟ ୩ ଅଭିଯୁକ୍ତ ମୁକେଶ, ପବନ ଓ ଅକ୍ଷୟ ତିହାର ଜେଲରେ ବନ୍ଦୀ ଅଛନ୍ତି। ୨୦୧୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri