Home Left

ଅଭିନେତା-ପେଣ୍ଟର ଅଶୋକ କୁମାର: ସ୍ତ୍ରୀଙ୍କର ଏଭଳି ଚିତ୍ର କରିଥିଲେ ପେଣ୍ଟିିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ମଙ୍ଗଳବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ ତାଙ୍କର ଜନ୍ମ ହୋଇଥିଲା। ଅଶୋକ କୁମାର ଜଣେ ଆଗଧାଡ଼ିର ଅଭିନେତା ସହିତ ଭଲ ପେଣ୍ଟର…

ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କେସିଙ୍ଗା,୧୦।୧୨(ଡି.ଏନ.ଏ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ରେଞ୍ଜ ଅଫିସର ଦୀନବନ୍ଧୁ ମେହେରଙ୍କ ବଲାଙ୍ଗୀର ସହର ତୁଳସୀନଗରସ୍ଥିତ ବାସଭବନରେ ମଙ୍ଗଳବାର ଭୋର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହା ସହିତ ଭିଜିଲାନ୍ସ ଟିମ୍‌ କେସିଙ୍ଗା…

ବୋମା ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ହାଫିଜଙ୍କ ପୁଅ

ନୂଆଦିଲ୍ଲୀ,୧୦।୧୨: ମୁମ୍ବାଇ ବିସ୍ଫୋରଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦଙ୍କ ପୁଅ ତହ୍ଲା ସଇଦ ଏକ ବୋମା ବିସ୍ଫୋଣର ସ୍ଥଳରୁ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣ ସମୟରେ ନିଜେ ହାଫିଜ ମଧ୍ୟ ସେଠାରେ ଥିବା ବିଶେଷ ସୂତ୍ରରୁ ମିଳିଥିବା…

୫୯ ବର୍ଷରେ ପଦାର୍ପଣ କଲେ ରତି ଅଗ୍ନିହୋତ୍ରୀ: ଫିଲ୍ମରେ ଅଭିନୟ ପାଇଁ ସହିଥିଲେ ବହୁ ଅତ୍ୟାଚାର

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ରତି ଅଗ୍ନିହୋତ୍ରୀ ମଙ୍ଗଳବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୦ ଡିସେମ୍ବର ୧୦ରେ ସେ ଜନ୍ମଗ୍ରହଣ କରିଥିଲେ। ସେ ହିନ୍ଦୀ, ତେଲୁଗୁ, କନ୍ନଡ଼ ଆଦି ଭାଷାର ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ରତି ଫିଲ୍ମରେ ଅଭିନୟ…

ସୈନ୍ୟ ବାହିନୀ ବିମାନ ନିଖୋଜ: ୩୮ ଜଣଙ୍କ ପତ୍ତା ମିଳୁନି

ସାଣ୍ଟିଆଗୋ,୧୦।୧୨: ଚିଲିର ଏକ ସୈନ୍ୟ ବାହିନୀ ବିମାନ ନିଖୋଜ ହୋଇଛି। ବିମାନଟି ଚିଲିରୁ ଆଣ୍ଟାର୍କଟିକା ଉଡ଼ାଣ କରୁଥିଲା ବୋଲି କୁହାଯାଉଛି। ଏଥିରେ ୩୮ ଜଣ ଲୋକ ଯାତ୍ରା କରୁଥିଲେ। ସେମାନଙ୍କ ମଧ୍ୟରୁ ୧୭ ବିମାନ କର୍ମଚାରୀ ଥିତ୍ବାବେଳେ ୨୧ ଜଣ ଯାତ୍ରୀ…

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ:ଗୁଆହାଟୀ-ଦିବ୍ରୁଗଡରେ ବାତିଲ ହେଲା ପରୀକ୍ଷା

ଗୁଆହାଟୀ,୧୦।୧୨: ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌ ପାସ୍‌ ହୋଇଯାଇଛି। ହେଲେ ଏହି ବିଲ୍‌କୁ ଆସାମରେ ବିରୋଧ କରାଯାଉଛି। ନର୍ଥ ଇଷ୍ଟ ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ୍‌(ଏନ୍‌ଇଏସ୍‌ଓ) ଓ ଅଲ୍‌ ଆସାମ ଷ୍ଟୁଡେଣ୍ଟ ୟୁନିୟନ(ଏଏଏସ୍‌ୟୁ) ପକ୍ଷରୁ ମଙ୍ଗଳବାର ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏଥିଯୋଗୁ…

ବିବାହ ବାର୍ଷିକୀ ପୂର୍ବରୁ ପିତା ହେଲେ କପିଲ

ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମା ଏବେ ପିତା ହୋଇଯାଇଛନ୍ତି। ତାଙ୍କ ସ୍ତ୍ରୀ ଗିନି ଛତରାଥ ମଙ୍ଗଳବାର ଏକ କନ୍ୟା ସନ୍ତାକୁ ଜନ୍ମ ଦେଇଥିବା ନିଜେ କପିଲ ଟୁଇଟ୍‌ କରି ଜଣାଇଛନ୍ତି। ଏହି ଖବର ଜାଣିବା ପରେ କପିଲଙ୍କ ନିକଟକୁ ଶୁଭେଚ୍ଛାର…

ଡିସେମ୍ବର ୧୩ ପର୍ଯ୍ୟନ୍ତ ସଂରକ୍ଷିତ ରହିବ ଏନ୍‌କାଉଣ୍ଟରେ ମୃତ ଅଭିଯୁକ୍ତଙ୍କ ଶରୀର

ହାଇଦ୍ରାବାଦ,୧୦।୧୨: ତେଲେଙ୍ଗାନା ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କ ମୃତ ଶରୀର ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ସଂରକ୍ଷିତ ରହିବ ବୋଲି ସୂଚନା ମିଳିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଉକ୍ତ ମୃତ ଶରୀରକୁ ମେହବୁବୁ ନଗର ସରକାରୀ…

ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା

ଫୁଲବାଣୀ ଅଫିସ୍‌, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ ବାଇକରେ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ୍‌, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ବାରିପଦା,…

ଶୀତଦିନରେ ବୁଟ୍ସ ଦେବ ଷ୍ଟାଇଲିଶ୍‌ ଲୁକ୍‌

ଶୀତଦିନରେ ନିଜକୁ ଷ୍ଟାଇଲିଶ୍‌ ଦେଖାଇବାକୁ ହେଲେ ଅନେକ ଉପାୟ ରହିଛି । ଏହି ସିଜିନ୍‌ରେ ନିଜ ଲୁକ୍‌କୁ ଷ୍ଟାଇଲିଶ୍‌ କରିବାକୁ ହେଲେ ବୁଟ୍ସ ଭଲ ଅପ୍‌ସନ୍‌ । ଆପଣ ଦେଖିଥିବେ ଅନ୍‌ଲାଇନ୍‌ ହେଉ କି ଅଫ୍‌ଲାଇନ୍‌ ସବୁ ଜାଗାରେ ବୁଟ୍ସ ନଜର…

କର୍ମଜୀବୀ ଓ ମେକ୍‌ଅପ

ଓ୍ବାର୍କିଂ ଓ୍ବମେନ ଅର୍ଥାତ୍‌ କର୍ମଜୀବୀ ମହିଳା ନିଜର ଦୈନନ୍ଦିନ କାମକୁ ନେଇ ଏତେ ବ୍ୟସ୍ତ ଯେ ନିଜ ସୌନ୍ଦର୍ଯ୍ୟକୁ ଚମକଦାର ରଖିବା ପାଇଁ ଆବଶ୍ୟକ ସମୟ  ଦେଇପାରି ନ ଥାନ୍ତି। ହେଲେ ଖୁବ୍‌ ଅଳ୍ପ ସମୟ ମଧ୍ୟରେ ସେମାନେ ନିଜକୁ ବେଶ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri