Home Left

ନିସାହା ତୁଳସାକୁଁ ସାହାଯ୍‌ କଲା ଓଁଶ୍ରୀ ଯୁବକ ସଂଘ

  ମୋହନଗିରି,୧୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୋହନଗିରି ୨ ନମ୍ବର ଓ୍ବାର୍ଡର ତୁଳସା ନନ୍ଦ(୪୮)। ଆଏଜ୍‌କେ ୧୮ ଦିନ୍‌ ହେଲା ଘରର ପିଁଢ଼ାରୁ ପଡ଼ି ତାକର ଡେବରି ଗୋଡ଼ ଭାଂଗି ଯାଇଛେ। ଇଆଡ଼େ ତାକର ଆପ୍‌ନେ ସୀତାରାମ ନନ୍ଦ ବଛ୍‌ରେ…

ରଣଜୀ ଟ୍ରଫି: ଛତିଶଗଡ଼ ୧୩୪ରେ ଅଲଆଉଟ : ରାଜେଶଙ୍କୁ ୬ ଉଇକେଟ ସଫଳତା

କଟକ ଅଫିସ,୧୦ା୧୨- ରାୟପୁରସ୍ଥିତ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଠାରୁ ଓଡ଼ିଶା-ଛତିଶଗଡ଼ ପ୍ରଥମ ରଣଜୀଟ୍ରଫି କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଛ। ପେସ୍‌ ବୋଲିଂ ସୁହାଉଥିବା ଏହି ଗ୍ରାଉଣ୍ଡରେ ପ୍ରଥମ ଦିବସରେ ମୋଟ୍‌ ୧୩ଟି ଉଇକେଟ ପତନ…

ଭିଜିଲାନ୍ସ ଜାଲରେ ଉଡ୍ରା ପିଇଓ

ଭଞ୍ଜନଗର,୯।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଉଡ୍ରା ପିଇଓ ମନୋଜ କୁମାର ସାହୁ ସୋମବାର ଅପରାହ୍ନରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ପଞ୍ଚାୟତର ଅସ୍ଥାୟୀ ପିଅନ ପାଣୁ ଚନ୍ଦ୍ର ସେଠୀଙ୍କ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଯାଞ୍ଚ ପରେ ଠପ୍‌ ବିବାହମଣ୍ଡପ, କଲ୍ୟାଣମଣ୍ଡପ ସିଲ୍‌ ପ୍ରକ୍ରିୟା: ବାହାଘର ବାହାନାରେ ରହିଲା ସ୍ଥଗିତ

ଭୁବନେଶ୍ୱର, ୯ା୧୨ (ବ୍ୟୁରୋ): ଭୁବନେଶ୍ୱରର ଦୁଇ ଜୋନ ଦକ୍ଷିଣ ପୂର୍ବ ଓ ଉତ୍ତର ଜୋନରେ କଲ୍ୟାଣମଣ୍ଡପ ଓ ବିବାହ ମଣ୍ଡପଗୁଡ଼ିକର ଯାଞ୍ଚ ସରିଛି। ଯାଞ୍ଚ ପରେ ଟ୍ରେଡ ଲାଇସେନ୍ସ, ହୋଲ୍ଡିଂ ଟ୍ୟାକ୍ସ, ବିଲ୍ଡିଂ ପ୍ଲାନ, ଓ୍ବୋଷ୍ଟ ମ୍ୟାନେଜ୍‌ମେଣ୍ଟ, ଉପୁଜୁଥିବା ଟାଫିକ୍‌ ସମସ୍ୟା…

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ତିଥିରେ ଶ୍ରୀଚୈତନ୍ୟ ମହାପ୍ରଭୁ ଏବଂ ଶ୍ରୀରାଧାକୃଷ୍ଣଙ୍କ ନିକଟରେ ୬୭୫ ପ୍ରକାର ବ୍ୟଞ୍ଜନ…

ଉଥାପ୍ପାଙ୍କ ଶତକ: କେରଳ ୨୭୬/୩

ଥୁମ୍ବା (କେରଳ), ୯ା୧୨ (ପି.ଟି.)-ଏଠାରେ ସୋମବାର ଆରମ୍ଭ ହୋଇଥିବା ଦିଲ୍ଲୀ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ଏ’ ମ୍ୟାଚରେ ରବିନ ଉଥାପ୍ପା ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଥିବାବେଳେ କେରଳ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇେକେଟ ବିନିମୟରେ ୨୭୬…

ରୁଷିଆକୁ ୪ ବର୍ଷ ବାସନ୍ଦ କଲା ଓ୍ବାଡା

ଲାଉସାନେ, ୯ା୧୨ (ଏପି)-ଆସନ୍ତା ବର୍ଷ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ରୁଷିଆ ପତାକା ଉଡ଼ିବ ନାହିଁ କିମ୍ବା ଏହାର ଜାତୀୟ ସଙ୍ଗୀତ ଗାନ ହେବ ନାହିଁ। କେବଳ ସେତିକି ନୁହେଁ ସୋମବାରଠାରୁ ୪ ବର୍ଷ ପର୍ଯ୍ୟନ୍ତ ଅନ୍ୟ ପ୍ରମୁଖ କ୍ରୀଡ଼ା ଇଭେଣ୍ଟରୁ ରୁଷିଆକୁ…

ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ପ୍ରଖ୍ୟାତ ମଡେଲ ତଥା ବଲିଉଡ ଅଭିନେତ୍ରୀ ଲିଜା ହେଡେନ ପୁଣିଥରେ ମା’ ହେବାକୁ ଯାଉଛନ୍ତି। ଇନଷ୍ଟାଗ୍ରାମ ଜରିଆରେ ନିଜେ ଏହାର ଖୁଲାସା କରିଛନ୍ତି ଲିଜା। ଗର୍ଭବତୀ ଥିବା ଫଟୋ ମଧ୍ୟ ସେ ନିଜ ଫ୍ୟାନଙ୍କ ସହ ଶେୟାର କରିଛନ୍ତି। ଏକ ସୁସ୍ଥ…

୧୦ ବର୍ଷ ପରେ ପରଦାକୁ ଫେରିବେ ସୁସ୍ମିତା

ବଲିଉଡର ସମସ୍ତ ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ସୁସ୍ମିତା ସେନ ଜଣେ। ଦୀର୍ଘଦିନ ଧରି ସେ ଫିଲ୍ମଠୁ ଦୂରେଇ ଯାଇ ପରିବାର ଏବଂ ପିଲାଙ୍କୁ ପୂରା ସମୟ ଦେଉଛନ୍ତି। ଏବେ ଦୀର୍ଘ ୧୦ ବର୍ଷ ପରେ ସେ ବଲିଉଡକୁ ଫେରିବାକୁ ଯାଉଛନ୍ତି। ଏକଥା…

ଜୋରଜବରଦସ୍ତି ପାର୍ଲାମେଣ୍ଟକୁ ଭିତରକୁ ପଶିବାକୁ ଚେଷ୍ଟା କଲେ ସଂଦିଗ୍ଧ ବ୍ୟକ୍ତି

ନୂଆଦିଲ୍ଲୀ,୯।୧୨: ସୋମବାର ଜଣେ ସଂନ୍ଦିଗ୍ଧ ବ୍ୟକ୍ତି ପାର୍ଲାମେଣ୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଛନ୍ତି। ପାର୍ଲାମେଣ୍ଟର ଶୀତ ଅଧିବେଶନ ଚାଲିଥିବାବେଳେ ବିନା କାଗଜ ପତ୍ରରେ ସେ ଏହା ମଧ୍ୟକୁ ଜୋରଜବରଦସ୍ତି ପଶିବାକୁ ଉଦ୍ୟମ କରିଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡିଯାଇଛନ୍ତି। ସୁରକ୍ଷାକର୍ମୀ ଏହାପରେ…

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର: ଦୂର ହେବ ଖାଦ୍ୟ ସମସ୍ୟା

ଅଧିକାଂଶ ଲୋକଙ୍କୁ ଦୂର ସ୍ଥାନକୁ ଯାତ୍ରା କରିବା ପସନ୍ଦ ଆସିଥାଏ। ଏହି ଯାତ୍ରା ଟ୍ରେନ୍‌ ଯୋଗେ କରିବାକୁ ବି ବହୁ ଲୋକ ପସନ୍ଦ କରିଥାନ୍ତି। ତେବେ ଯଦି ଯାତ୍ରା ଅଧିକ ଲମ୍ବା ହୋଇଥାଏ ତେବେ ଖାଦ୍ୟପେୟକୁ ନେଇ ଚିନ୍ତାରେ ପଡ଼ିଥାନ୍ତି ଯାତ୍ରୀ।…

ରାମ ରହିମଙ୍କୁ ଭେଟିଲେ ହନିପ୍ରୀତ, ୪୫ ମିନିଟ୍‌ ଧରି ଚାଲିଲା କଥାବାର୍ତ୍ତା

ରୋହତକ,୯।୧୨: ଡେରା ସଚ୍ଚା ସୌଦାଗର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କୁ ରୋହତକ ଦୁନାରିଆ ଜେଲରେ ଭେଟିଛନ୍ତି ତାଙ୍କ ପାଳିତ କନ୍ୟା ହନିପ୍ରୀତ। ଦୁହିଁଙ୍କ ମଧ୍ୟରେ ପ୍ରାୟ ୪୫ ମିନିଟ୍‌ ଧରି ଆଲୋଚନା ହୋଇଥିଲା। ରାମ ରହିମଙ୍କୁ ଜେଲ୍‌ ହେବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri