ଏହି କୂଅରୁ ବାହାରୁଛି ଉଜ୍ଜ୍ୱଳ ଆଲୋକ, ବୈଜ୍ଞାନିକମାନେ ବି ଖୋଜି ପାଉନାହାନ୍ତି କାରଣ
ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟାବୃତ୍ତ। ଏପରି ଏକ ଅଦ୍ଭୁତ ସ୍ଥାନ ରହିଛି ପର୍ତ୍ତୁଗାଲର ସିନ୍ତାରାରେ। ଏହି ସ୍ଥାନରେ ଏକ ଅଜବ କୂଅ ରହିଛି। ଏହି କୂଅ ଭିତରେ ଉଜ୍ଜ୍ୱଳ ଆଲୋକ ଦେଖିବାକୁ ମିଳେ। ଏହି…
ବିଧାୟକ ଦଳ ନେତାରୁ ଇସ୍ତଫା ଦେଲେ ସିଦ୍ଧରମୟା
ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ ବିଧାନସଭା ପାଇଁ ହୋଇଥିବା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ସୁଦ୍ଧା ୭ଟି ଆସନରେ ବିଜୟ ଲାଭ କରିଥିବା ବେଳେ ୫ଟି ଆସନରେ ଆଗୁଆ ରହିଛି। ତେଣୁ ଭାଜପା ଖାତାକୁ ୧୨ ଆସନ ଯାଉଥିବା ବେଳେ କଂଗ୍ରେସକୁ…
ଧୋନୀଙ୍କ ୪୦ ଫୁଟ ଉଚ୍ଚତାର ପୋଷ୍ଟର ଲଗାଇଲେ ୧୦ ହଜାର ପ୍ରଶଂସକ
ଥିରୁଭାନନ୍ତପୁରମ୍,୯।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୫ ମାସ ହେବ କ୍ରିକେଟରୁ ଦୂରେଇ ଅଛନ୍ତି। କିନ୍ତୁ ଭାରତ ଖେଳୁଥିବା ପ୍ରତ୍ୟେକ ମ୍ୟାଚ୍ରେ ପ୍ରଶଂସକ ତାଙ୍କୁ ମିସ୍ କରୁଥିବାର ଦେଖାଯାଇଛି। ଷ୍ଟାଡିୟମରେ ଅନେକ ଦର୍ଶକ ପ୍ଲା-କାର୍ଡରେ ଧୋନୀ…
ନିର୍ଦ୍ଦେଶକ ହେବାକୁ ଡରନ୍ତି ଶାହାରୁଖ
ମୁମ୍ବାଇ: ବଲିଉଡ୍ ବାଦଶାହା ଶହାରୁଖ ଖାଁ ଏବେ ଆମେରିକାରେ ନିଜ ପରିବାର ସହ ଛୁଟି କଟାଉଛନ୍ତି। ଏତିକିବେଳେ ସେ ଟକିଙ୍ଗ ମୁଭିଜ୍ ନାମକ ଏକ ଶୋ’ରେ ସାକ୍ଷାତ୍କାର ଦେଇଥିବା ବେଳେ ତାଙ୍କର କିଛି କଥା ଚର୍ଚ୍ଚାକୁ ଆସିଛି। ଶାହାରୁଖ ଉକ୍ତ ଶୋ’ରେ…
ନାଗରିକତା ସଂଶୋଧନ ବିଲ୍କୁ ନେଇ ପୂର୍ବଭାରତରେ ବିରୋଧ ପ୍ରଦର୍ଶନ
ଗୁଆହାଟି,୯।୧୨: ଆସାମ ସମେତ ପୂର୍ବ ଭାରତର ବିଭିନ୍ନ ସ୍ଥାନରେ ନାଗରିକତା ସଂଶୋଧନ ବିଲ୍ (ସିଏବି)କୁ ଲଗାତାର ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ରବିବାର ଅଲ୍ ଆସାମ ମଟକ ଷ୍ଟୁଡେଣ୍ଟ ୟୁନିୟନ ପକ୍ଷରୁ ଶିବସାଗର ରାସ୍ତାରେ ବିରୋଧ ପ୍ରଦର୍ଶନ କରାଯାଇଥିବା ବେଳେ କିଛି…
ପୁଣି ଅନନ୍ୟାଙ୍କୁ ମିଳିଲା କରନଙ୍କ ଅଫର୍
ମୁମ୍ବାଇ: ବଲିଲଡ୍ ଷ୍ଟାର କିଡ୍ ଅନନ୍ୟା ପାଣ୍ଡେଙ୍କ ହାତରେ ଏବେ ଅଫର୍ ଉପରେ ଅଫର୍। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ହିଟ୍ ହେବା ପରେ ପୁଣିଥରେ ଧର୍ମା ପ୍ରଡକସନରୁ ତାଙ୍କୁ ନେକ୍ସ ଫିଲ୍ମ ପାଇଁ ଅଫର୍…
ରୋହିତ-କୋହଲିଙ୍କ ମଧ୍ୟରେ ୧ ରନ୍ର ବ୍ୟବଧାନ
ଥିରୁଭାନନ୍ତପୁରମ,୯।୧୨- ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସବୁଠୁ ଅଧିକା ରନ୍ କରିଥିବା ବ୍ୟାଟ୍ସମ୍ୟାନ ହେବା ପାଇଁ ଦୀର୍ଘ ଦିନ ହେଲା ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ମଧ୍ୟରେ ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ରବିବାର ଏଠାରେ ଅନୁଷ୍ଠିତ ମ୍ୟାଚ୍ରେ ପୁଣି ରୋହିତଙ୍କୁ ପଛରେ…
ଖୁଣ୍ଟାପିଙ୍ଗୁରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରା
ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସାହାରପଡା ବ୍ଲକ ଖୁଣ୍ଟାପିଙ୍ଗୁ ଗ୍ରାମରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜଣେ ବିଧବା ମହିଳା ଜିଙ୍ଗି ମୁଣ୍ଡାଙ୍କର ଦୁଇ ବଖରା ଘର ସମ୍ପୂର୍ଣ୍ଣ ପୋଡିଯାଇଛି। ଏଥି ସହିତ ଖଳାରେ ଥିବା ଧାନ ମଧ୍ୟ…
ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ର ଶିକାର ହୋଇଥିବା ଶିକ୍ଷକ ହେଲେ ବାରିଆ ଥାନା ଜ୍ୟୋତିପୁର ଗ୍ରାମର ପୁରନ୍ଦର ମହାନ୍ତ। ସେ…
ଗୋଟିଏ ମଣ୍ଡପରେ ସ୍ତ୍ରୀ, ଶାଳୀଙ୍କୁ ବିବାହ କଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି
ଭୋପାଳ,୯।୧୨: ମଧ୍ୟ ପ୍ରଦେଶରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଭିଣ୍ଡ୍ ଜିଲାର ଜଣେ ଏକ ବିବାହ ମଣ୍ଡପରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ଭଉଣୀ ଅର୍ଥାତ୍ ଶାଳୀଙ୍କୁ ବିବାହ କରିଛନ୍ତି। ଏହାସହ ସେ ଉକ୍ତ ମଣ୍ଡପରେ ନିଜ ସ୍ତ୍ରୀଙ୍କୁ ପୁଣି…
ଏବେ ଏହି ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ ହେବେ ଇମ୍ରାନ
ମାନାମା,୯।୧୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ମୁସ୍ଲିମ ଦେଶ ବାହରିନ ତାଙ୍କୁ ନିଜ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରିବ। ‘କିଙ୍ଗ୍ ହମାଦ ଅର୍ଡର ଅଫ୍ ରେନେସା’ ନାମକ ଏହି ଆଓ୍ବାର୍ଡରେ ଇମ୍ରାନଙ୍କୁ ଏକ ସ୍ବତନ୍ତ୍ର ପୁରସ୍କାର ଦିଆଯିବ। ତେବେ…
କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି
ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ କଂଗ୍ରେସକୁ…
Archives


