Home Left

ଓଜନ କମାଇବ ମାଣ୍ଡିଆ ରୁଟି

ରୁଟି କଥା କହିଲେ ସମସ୍ତଙ୍କ ମନରେ ଆସିଥାଏ ଗହମ ଅଟା କିମ୍ବା ମଇଦାର ରୁଟି। ହେଲେ ସବୁବେଳେ ଗୋଟିଏ ପ୍ରକାର ରୁଟି ଖାଇ ଖାଇ ବିରକ୍ତ ହୋଇଯାଉଥିବା ଲୋକେ ଆଉ କିଛି ରୁଟି ଖାଇଲେ ଏହା ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ…

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ

ବ୍ରହ୍ମପୁର ଅଫିସ୍‌,୯ା୧୨-ଖୁବ୍‌ କମ୍‌ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ସୌମ୍ୟାଙ୍କ…

ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା

ଘସିପୁରା, ୯।୧୨ (ଡି.ଏନ.ଏ.)-କେନ୍ଦୁଝରର ଭାତ ହାଣ୍ଡି ଭାବେ ପରିଚିତ ଆନନ୍ଦପୁର କୃଷି ଜିଲାରେ ଚଳିତ ଖରିଫ ଋତୁରେ ଚାଷୀ ମାନଙ୍କ ଧାନ ଫସଲ ଅମଳ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଛି। ଅଧିକାଂଶ ଚାଷୀ ମାନେ ବିଲରୁ ଧାନ ଆଣି ଖଳାରେ ବହୁଦିନ…

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର ୨୬ ତାରିଖରେ ‘ନକଲି ସାର୍ଟିଫିକେଟ୍‌ରେ ଚାକିରି, ଷ୍ଟାଇପେଣ୍ଡ ଲୁଟ୍‌’ ଖବର ଧରିତ୍ରୀରେ ପ୍ରକାଶ ପାଇବା…

କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ

ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି। ଷ୍ଟେଟ ବ୍ଲଡ ଟ୍ରାନ୍ସଫ୍ୟୁଜନ କାଉନସିଲ ଓ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଉଦାହରଣ ସାଜିଛନ୍ତି ସୁଲୋଚନା

ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି ଦେବା ସହ ପରିବା ତୋଳି ଥାଆନ୍ତି । ଅନ୍ୟ ଲୋକେ ବଜାରରେ ପରିବା ଓ…

ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍‌ ଖୋଲୁ ନାହିଁ ସରକାରୀ ଧାନମଣ୍ଡି

ରୂପ୍‌ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍‌ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଗୁଜୁୁରାଣ ମେଣ୍ଟାଇବାକୁ ବେପାରୀଙ୍କୁ କମ୍‌ ଦରରେ ଧାନ ବିିକି କ୍ଷତି ସହୁଛନ୍ତି। ସରକାରୀ…

ରାଜସ୍ଥାନ ରୟାଲ୍ସରୁ ଭଲ ଲାଭ ମିଳିବ: ଓ୍ବର୍ନ

ମେଲବୋର୍ନ,୮।୧୨(ପି.ଟି.)-ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ କିମ୍ବଦନ୍ତୀ ସ୍ପିନର ଶେନ୍‌ ଓ୍ବାର୍ନଙ୍କ ୦.୭୫ ପ୍ରତିଶତ ମାଲିକାନା ରହିଛି। ୨୦୦୮ପରେ ଅବସର ନେବା ପରେ ତାଙ୍କୁ ପ୍ରତିବର୍ଷ ଏହି ପରିମାଣର ମାଲିକାନା ଦିଆଯାଇଛି ବୋଲି ‘ହେରାଲ୍ଡ ସନ’ ଖବରକାଗଜ ଉଲ୍ଲେଖ କରିଛି।…

ପ୍ରତାରଣା ଅଭିଯୋଗରେ ଯୁବକ ଗିରଫ

ବଇଣ୍ଡା, ୮ା୧୨(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଜରପଡା ଥାନା ଅଞ୍ଚଳର ସୁଶାନ୍ତ କୁମାର ବର୍ଗୀଙ୍କୁ ରବିବାର ହଣ୍ଡପା ପୋଲିସ ଗିରଫ କରିଛି। ଏ ସଂକ୍ରାନ୍ତରେ ନଂ. ୨୧୫/୧୯ରେ…

ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଗହଣା ଲୁଟ୍‌

ପାତ୍ରପୁର,୮ା୧୨ (ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ କେଲୁଆ-ପଦାଦିଗି କେନାଲ ରାସ୍ତାରେ ବନ୍ଧୁକ ଦେଖାଇ ଦମ୍ପତ୍ତିଙ୍କ ଠାରୁ ପ୍ରାୟ ୩ଭରି ଓଜନର ୨ଟି ସୁନା ଚେନ୍‌ ରବିବାର ମଧ୍ୟାହ୍ନରେ ଦୁଇ ଜଣ ଲୁଟେରା ବନ୍ଧୁକ ଦେଖାଇ ଲୁଟି ନେଇଥିବା ଜଣାପଡ଼ିଛି। ମିଳିଥିବା…

୪ଶହ ଲିଟର ରନ୍ଧାମଦ ଜବତ, ୭ ଗିରଫ

ଧରାକୋଟ,୮ା୧୨(ଡି.ଏନ.ଏ.)- ଧରାକୋଟ ଥାନା ଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ପୋଲିସ ଶନିବାର ସକାଳୁ ଚଢ଼ାଉ କରି ୪ ଶହ ଲିଟର ଦେଶୀ ରନ୍ଧାମଦ ଜବତ କରିବା ସହ ୭ଜଣଙ୍କୁ ଗିରଫ କରିଛି। ଏଥିସହ ୮ ହଜାର ଲିଟର ପୋଚ ନଷ୍ଟ କରିଛି।…

କ୍ରିଷ୍ଣା ‘ଆଇଏସ୍‌ଏଲ ହିରୋ ଅଫ୍‌ ଦି ମନ୍ଥ୍‌’

ଗୁଆହାଟୀ, ୮ା୧୨ (ପି.ଟି.)- ଫିଜିର ଅନ୍ତର୍ଜାତୀୟ ଫୁଟ୍‌ବଲ ଖେଳାଳି ରୟ କ୍ରିଷ୍ଣା ‘ଆଇଏସଏଲ ହିରୋ ଅଫ୍‌ ଦି ମନ୍ଥ୍‌’ ପୁରସ୍କାର ଲାଭ କରିଛନ୍ତି। ନଭେମ୍ବର ମାସରେ ଆଇଏସ୍‌ଏଲରେ ପ୍ରଭାବୀ ପ୍ରଦର୍ଶନ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି। ଏଟିକେ ଟିମ୍‌ ତରଫରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri