ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…
ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତି ଅର୍ଥାତ BPSC TRE-4 ପରୀକ୍ଷାର ପାଟର୍ନକୁ ନେଇ ଏକ ବଡ଼…
“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !
ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ କଲାଭଳି ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଗଜପତି ଜିଲା…
କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର ଭୋର ସମୟରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଆଇସିୟୁ (ICU)ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…
ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!
୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ବୁଧ ଗ୍ରହ ୧୭ ସେପ୍ଟେମ୍ୱର ସକାଳ ୫ଟା ୨୩ ମିନିଟରେ ଦକ୍ଷିଣମୁଖୀ ହେବେ।…
ନିଟ୍ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା
ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ ଲେଖାଇବାକୁ ଥିବା ବେଳେ ନାମ ଲେଖାଇବା ପୂର୍ବରୁ ଯୁବ ଭାଜପା ନେତା ତଥା…
ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା
ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ ଯେ, ୨୦୨୨ ସେପ୍ଟେମ୍ବର ୨୨ ତାରିଖରେ ଜଣେ ମହିଳା…
ଅଲ୍ ଓଡ଼ିଶା ଲିଲି କପ୍ ବାସ୍କେଟବଲ୍ ଟୁର୍ଣ୍ଣାମେଣ୍ଟ: ଏମ୍-୩ ପାନ୍ଥର୍ସ କଟକ ଚମ୍ପିୟାନ
କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ ଏମ୍-୩ ପାନ୍ଥର୍ସ କଟକ ବିଜେତା ହୋଇଥିବା ବେଳେ ମାମ୍ବା କୋଲକାତା ରନର୍ସ ଅପ୍…
ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ
ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା ଦେଖି ଦୀଘା ଫିସାର ଏଣ୍ଡ ଫିସେସ ଏସୋସିଏଶନ ପକ୍ଷରୁ ଅନ୍ୟ ଏକ ଟ୍ରଲର…
ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…
ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ ଭାଇ ସ୍ବରୂପ ମହାପାତ୍ର ସୂଚନା ଦେଇଛନ୍ତି । ନେପାଳରେ ଓଡିଶାର ୬ ଜଣ…
ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ
କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ସ୍ପଷ୍ଟ ଦିବାଲୋକରେ ୧୪୩ ନମ୍ବର ଜାତୀୟ ରାଜପଥର ଗୋବିରା…
‘ଏମ୍ଭି ଓସେନ ୱିନର୍’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ
ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର ପାରାଦୀପରେ ପହଞ୍ଚିଛନ୍ତି । ତାଙ୍କୁ କୋଷ୍ଟଗାର୍ଡ ପାଟ୍ରୋଲିଂ ଜାହାଜ ଭରଦ୍ ଆଣି ପାରାଦୀପ…
PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ
ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ବର୍ତ୍ତମାନ ଫୋକସ କେବଳ ଘରର ଛାତରେ ସୋଲାର ପ୍ୟାନେଲ ଲଗାଇବା…

