Home Left

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା ବନାଞ୍ଚଳର ବଡ଼ଗାଁ, ଡୁମେରମୁଣ୍ଡା, ନୁନିଆପାଲି, କଣ୍ଟାପାଲି…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି ମେଳାକୁ ସୁରୁଖୁରୁରେ କରିବା ପାଇଁ ବିଏମ୍‌ସି ବିଭିନ୍ନ ପଦକ୍ଷେପ ନେଉଥିବାବେଳେ ମନଇଚ୍ଛା ପାର୍କିଂ…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟକୁ…

ଭାରତୀୟ ମୁଦ୍ରା, ଡଲାର ଖସୁଛି

ନୂଆଦିଲ୍ଲୀ, ୩୦।୧: ଜାନୁଆରୀ ୨୦୨୬ ଶେଷ ଆଡ଼କୁ ଆମେରିକୀୟ ଡଲାର (ୟୁଏସ୍‌ଡି) ଓ ଭାରତୀୟ ମୁଦ୍ରା (ଆଇଏନ୍‌ଆର୍‌) ଉଭୟ ଭିନ୍ନ ଭାବରେ ହ୍ରାସ ପାଇବାରେ ଲାଗିଛି। ଡଲାର ତୁଳନାରେ ଭାରତୀୟ ମୁଦ୍ରା ରେକର୍ଡ ପରିମାଣରେ କମିଛି। ସରଳ ଭାଷାରେ କହିବାକୁ ଗଲେ…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ୟୁପି ପକ୍ଷରୁ ଧାର୍ଯ୍ୟ ୧୪୪ ରନର ବିଜୟ ଲକ୍ଷ୍ୟକୁ ଆର୍‌ସିବି…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜୟପୁର ସହର ହାନାଗୁଡ଼ାର ସିମନ ନାଗ (୨୬)।…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦେବଗଡ ଜିଲା ରିଆମାଳ ଥାନା ଅଂଚଳର ୩ ଜଣ ସାଇବର ଠକ ଗୁରୁବାର…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ ପାହାଡ଼ରେ ଥିବା ବୃକ୍ଷଲତା ନଷ୍ଟହେବା ଆଶଙ୍କା ଦେଖାଦେଇଛି । ଏଥିସହ ଉକ୍ତ ପାହାଡ଼ରେ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ମୃତ୍ୟୁ ଘଟିଛି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ତାଙ୍କ ନିମନ୍ତେ ଶେଷ ଦର୍ଶନ ପାଲଟିଛି।…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି କରି ରାଉରକେଲା ପୌରପାଳିକାର ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲଦଣ୍ଡରେ ଦଣ୍ଡିତ…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ ହୋଇଥିଲା। ଏଥିରେ ଅନାମିକା କ୍ଲବ ଚାମ୍ପିୟନ ହୋଇଛି। ପୂର୍ବତନ ଉପ ନଗରପାଳ ସିଦ୍ଧାର୍ଥ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?