ମୃତ ପୁଅର ପ୍ରେମିକାଙ୍କୁ ବିବାହ ଦେଲେ ମା’
ମିରଠ,୮।୧୨: ଉତ୍ତର ପ୍ରଦେଶ ମିରଠରୁ ଏମିତି ଏକ ଘଟଣା ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଅ ମରିଯିବା ପରେ ତାଙ୍କ ପ୍ରେମିକାକୁ ଝିଅ ଭାବେ ଗ୍ରହଣ କରି କନ୍ୟାଦାନ କରିଛନ୍ତି ଜଣେ ବିଧବା ମା’। ମିରଠର ମଓ୍ବାନା ନିବାସୀ ବିମରବତୀ…
ସୋମବାର ଲୋକସଭାରେ ଆଗତ ହୋଇପାରେ ନାଗରିକତା ସଂଶୋଧନ ବିଲ୍
ନୂଆଦିଲ୍ଲୀ,୮।୧୨: ନାଗରିକତା ସଂଶୋଧନ ବିଲ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ ଗତ ସପ୍ତାହରେ ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସୋମବାର ଏହି ବିଲ୍କୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରାଇବେ ବୋଲି…
ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୭ ବଗି ଲାଇନଚ୍ୟୁତ
ଦିବ୍ରୁଗଡ଼,୮।୧୨: ଆସାମରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହାର ୭ ବଗି ଲାଇନଚ୍ୟୁତ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ରେ ଥିବା ନାହାରକାଟିଆ ରେଳଷ୍ଟେଶନ ନିକଟରେ ଏହା ଘଟିଛି। ତେବେ ଏଥିରେ କେହି ହତାହତ ହୋଇ ନାହାଁନ୍ତି। ଖବର ପାଇ ରେଳ ବିଭାଗ…
ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍ କଲେ ଶିଳ୍ପା
ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍ ଫିଟ୍ କୁଇନ୍ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ଅଭିଯାନକୁ ନେଇ ସେ କହିଛନ୍ତି ଏହା ଖାଲି ଅଭିଯାନରେ…
ରେକର୍ଡ କଲା ପିଆଜ
ମଦୁରାଇ,୮।୧୨: ଦେଶର ବିଭିନ୍ନ ଭାଗରେ ପିଆଜ ସେଞ୍ଚୁରି ମାରିଥିବା ବେଳେ ତାମିଲନାଡୁର ମଦୁରାଇରେ କିନ୍ତୁ ଏହା ରେକର୍ଡ କରିଛି। ରବିବାର ଏଠାରେ ପିଆଜର କିଲୋଗ୍ରାମ୍ ପ୍ରତି ଦାମ୍ ୨ଶହ ଟଙ୍କା ଥିବା ବେଳେ ଖୁଚୁରା ବଜାରରେ ଏହା କିଲୋପ୍ରତି ଦର ୨୫୦…
ସୌନ୍ଦର୍ଯ୍ୟକୁ ଦୀର୍ଘସ୍ଥାୟୀ କରିବା ପାଇଁ ସପ୍ତାହରେ ଥରେ ଏହି ବାଥ୍ …
ନୂଆଦିଲ୍ଲୀ: ପରିବେଶ ପ୍ରଦୂଷଣର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଶରୀରର ଲୋମଛିଦ୍ର ଏହା ଦ୍ୱାରା ବନ୍ଦ ହୋଇଯାଇଥାଏ। ତେବେ ସପ୍ତାହରେ ଥରେ ସୋନା ବାଥ୍ ନେଲେ ଏସବୁ ସମସ୍ୟାରୁ ମୁକ୍ତି ମିଳିବା ସହିତ ସୌନ୍ଦର୍ଯ୍ୟ ଦୀର୍ଘସ୍ଥାୟୀ ରହିଥାଏ। ସୋନା ବାଥ୍ରେ ଚଟାଣରେ…
କଥା କହିବାକୁ ଲାଗେ ଡର; ଜାଣନ୍ତୁ ଏହାର ରହସ୍ୟ…
ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ ନେଇ ଅକ୍ଷମତା ପ୍ରକାଶ କରିଥାନ୍ତି। କାଳେ କହିବା ବେଳେ କିଛି ଭୁଲ୍ ହୋଇଯିବ ସେ…
କୋହଲିଙ୍କ ଅପେକ୍ଷାରେ ସ୍ବତନ୍ତ୍ର ମାଇଲଷ୍ଟୋନ
ଥିରୁଭାନନ୍ତପୁରମ,୮।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ଅଧିକାରୀ ହେବାକୁ ଯାଉଛନ୍ତି। ଦେଶରେ ଖେଳାଯାଇଥିବା ଟି୨୦ ଫର୍ମାଟରେ ସେ ଏପର୍ଯ୍ୟନ୍ତ ୯୭୫ ରନ୍ କରିସାରିଛନ୍ତି। ପ୍ରଥମ ଭାରତୀୟ ଭାବେ ଦେଶରେ ଏକ ହଜାର ଟି୨୦ ରନ୍ ପୂରଣ କରିବା…
ଉନ୍ନାଓ ପୀଡିତାଙ୍କ ପରିବାରର ସମସ୍ତ ଦାବି ପୂରଣ କରାଯିବ: ଲକ୍ଷ୍ନୌ କମିଶନର
ଲକ୍ଷ୍ନୌ,୮।୧୨: ଉନ୍ନାଓ ପୀଡିତାଙ୍କ ପରିବାର ଯେଉଁସବୁ ଦାବି କରିଥିଲେ ତାହା ପୂରଣ କରାଯିବ ବୋଲି ଶନିବାର କଥା ଦେଇଛନ୍ତି ଉତ୍ତର ପ୍ରଦେଶ ପ୍ରଶାସନ। ଲକ୍ଷ୍ନୌ ଡିଭିଜନାଲ କମିଶନର ମୁକେଶ ମେଶରାମ ଖବରଦାତାମାନଙ୍କୁ ସୂଚନା ଦେଇ କହିଛନ୍ତି, ସେ ପୀଡିତାଙ୍କ ପରିବାର ସହ…
ଧାନରେ ସାଆରା ରୋଗ: ଚାଷୀ ଆତଙ୍କିତ
କର୍ଲାମୁଣ୍ଡା,(ଡି.ଏନ୍.ଏ): ୮।୧୨: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଚାଷୀ ଧାନ ଅମଳ ସମୟରେ ‘ସାଆରା’ ରୋଗ ଆକ୍ରମଣ ଯୋଗୁ ଆତଙ୍କିତ ହୋଇଛନ୍ତି। ଚଳିତବର୍ଷ ବ୍ଲକରେ ଜୁନ, ଜୁଲାଇ, ଅଗଷ୍ଟ, ସେପ୍ଟେମ୍ବର, ଅକ୍ଟୋବର ମାସରେ ମୋଟ ୧୯୪୦ ମିମି ବର୍ଷା ହୋଇ ବ୍ୟାପକ…
ମଙ୍କି କମେଣ୍ଟ କରିଥିବା ଫ୍ୟାନଙ୍କୁ ଆଜୀବନ ବାସନ୍ଦାଦେଶ ଦାବି କଲେ ଓଲେ ଗୁନ୍ନର
ମାଞ୍ଚେଷ୍ଟର,୮।୧୨(ଏଏଫ୍ପି)- ଏଠାରେ ପ୍ରିମିୟର ଲିଗ୍ରେ ଅନୁଷ୍ଠିତ ମ୍ୟାଚ୍ରେ ମାଞ୍ଚେଷ୍ଟର ୟୁନାଇଟେଡ୍ ୨-୧ ଗୋଲରେ ଡିଫେଣ୍ଡିଂ ଚାମ୍ପିୟନ ମାଞ୍ଚେଷ୍ଟର ସିଟିକୁ ହରାଇ ଦେଇଛି। ମାତ୍ର ଏହି ମ୍ୟାଚ୍ରେ ଜଣେ ଫ୍ୟାନ ବିଜୟୀ ଦଳର ବ୍ରାଜିଲିଆନ ମିଡ୍ଫିଲ୍ଡର ଫ୍ରେଡଙ୍କ ପ୍ରତି ମଙ୍କି ମଙ୍କି କମେଣ୍ଟ…
ପର୍ସରେ ରଖନ୍ତୁ ନାହିଁ ଏଭଳି ଜିନିଷ, ହୋଇଥାଏ ଦୁର୍ଭାଗ୍ୟର କାରଣ
ପର୍ସ ବା ଓ୍ବାଲେଟ ଟଙ୍କା ପଇସା ରଖିବା ପାଇଁ ଉଦ୍ଦିିଷ୍ଟ। ତେବେ ଅନେକେ ଏଥିରେ ଏଭଳି କିଛି ଜିନିଷ ରଖିଥାନ୍ତି, ଯାହା ଧନହାନି ବା ଦୁର୍ଭାଗ୍ୟର କାରଣ ହୋଇଥାଏ। ତେବେ ଆସନ୍ତୁ ଜାଣିବା ପର୍ସ ବା ଓ୍ବାଲେଟରେ କ’ଣ ସବୁ ରଖିବା…
Archives


