ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ
ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ସୂଚନା ଅନୁଯାୟୀ, ଫୁଲବାଣୀର ସମ୍ପୃକ୍ତ ଯୁବକ ମହିଳା ଜଣଙ୍କୁ ଚାକିରି କରାଇ…
ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ
ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍ ଅନୁଭୂତ ହେଉଛି। ବିଶେଷ କରି ସକାଳେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। ଅପରାହ୍ନରୁ ଶୀତ ମାଡି ଆସୁଛି, ଖରା…
୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ଜଗତ୍ସିଂହପୁର ଅଫିସ, ୮ା୧୨: ଜଗତ୍ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍ ସକ୍ରିୟ ରହିଛି। ଅତୀତରେ ପୃଥକ୍ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର ଜବତ…
ଅଧାରେ ଅଟକିଛି ପାଇପ୍ ବିଛା କାର୍ଯ୍ୟ -୨ ବିଭାଗର ସମନ୍ବୟ ଅଭାବ ଯୋଗୁ ହୋଇପାରୁନି କାର୍ଯ୍ୟ
ନାଉଗଁ। ,୮ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ଏକ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୩୬୦ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପ ଦ୍ୱାରା…
ଟ୍ରାନ୍ସଫର୍ମର ବସ୍ବାର ୨ ବଛର ବିତ୍ଲା: ବିଦ୍ୟୁତ୍ ସେବାରୁ ବଁଚିତ୍ ୩୦ ପରିବାର
କର୍ଲାମୁଣ୍ଡା, ୭ା୧୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍ ଧଅଁରାଖମନ ଗଁାର ଲୋକ୍ ସଂଖ୍ୟା ପାଖାପାଖି ୪ଶହ। ଗଁାଟା ବଲାଙ୍ଗୀର ଜିଲା ସୀମାନାରେ ରହିଛେ। ସେନ୍ତା ବ୍ଲକ ସଦରନୁ ଗଁାଟା ୨୦ କି.ମି. ଦୂରିଆଥି ରହିଛେ। ଗଁାରେ…
ବିପଦ୍ ଅବସ୍ତାରେ ସ୍କୁଲ କୁଠା: ଭଡ଼ାରେ ଆବାସ ଘରେ ଚାଲିଛେ ପାଠ୍ପଢ଼ା
ଭବାନୀପାଟଣା, ୮ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍ ସାପଚଞ୍ଚଡ଼ା ପ୍ରାଥମିକ ସ୍କୁଲ କୁଠା ବିପଦ୍ ଅବସ୍ତାରେ ରହିଛେ। ଏନ୍ତାଥି ପାଖାପାଖି ୨ ବଛର ହେଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତିଆରି ଗୁଟେ ଘରେ ପାଠ୍ପଢ଼ା ଚାଲିଛେ।…
କାମେ ନାଇଁ ଲାଗବାର ଯାତ୍ରୀ ପ୍ରତିକ୍ଷାଳୟ
ଗଣ୍ଡତୁରୁମ, ୮।୧୨ (ଡି.ଏନ.ଏ)- ରଏଜ୍ ସରକାର ଲୁକ୍କର ଯିବାର ଆଏବାର ସୁବିଧା ଲାଗି ରାସ୍ତାଘାଟ ତିଆର କରୁଛନ୍। ସେନ୍ତା ବସ୍ଷ୍ଟାଣ୍ଡ, ଭିନେ ଭିନେ ଗଁାଗଁଡ଼ାର ଛକେ ଗାଡ଼ିମଟର ଟାକ୍ବାକେ ଲୁକ୍କର ଲାଗି ଯାତ୍ରୀ ପ୍ରତିକ୍ଷାଳୟ ତିଆର କରୁଛନ୍। ହେଲେ କେନ୍ଠାନେ…
ଦ୍ୱିତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ
ଥିରୁଭାନନ୍ତପୁରମ,୮।୧୨(ପି.ଟି)- ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି୨୦ ମ୍ୟାଚ୍ ଆୟୋଜନ ହେବ। ଶୁକ୍ରବାର ପ୍ରଥମ ମ୍ୟାଚ୍ରେ ଭାରତ ୬ ଉଇକେଟରେ ବିଜୟୀ ହେବା ସହ ୩ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ…
ଝାଡ଼ଖଣ୍ଡ ଭୋଟବେଳେ ହିଂସା: ଗୁଳିମାଡ଼ରେ ଜଣେ ମୃତ, ୨ ଗୁରୁତର
ରାଞ୍ଚି, ୭ା୧୨(ପି.ଟି.): ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସାକାଣ୍ଡ ଘଟିଛି। ସିସାଇ ବିଧାନସଭା ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ ହସ୍ତକ୍ଷେପ…
ଉତ୍ତରପ୍ରଦେଶରେ ପୁଣି ଲଜ୍ଜା: ନାବାଳିକାକୁ ଗଣବଳାତ୍କାର, ୪ ଗିରଫ
ନୂଆଦିଲ୍ଲୀ, ୭ା୧୨(ପି.ଟି.): ଦେଶର ବିଭିନ୍ନ ସ୍ଥାନରେ ଗୋଟାକ ପରେ ଗୋଟେ ଗଣବଳାତ୍କାର ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଉନ୍ନାଓ କାଣ୍ଡ ପରେ ପୀଡ଼ିତା ଆଖିବୁଜିବା, ହାଇଦ୍ରାବାଦରେ ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ୪ ଅଭିଯୁକ୍ତଙ୍କୁ ପୋଲିସ ଏନ୍କାଉଣ୍ଟର…
ସାନ ୨ ଭାଇଙ୍କୁ ଆକ୍ରମଣ ମାମଲା: ବଡ଼ ଭାଇ ଗଲେ ଜେଲ
ଦିଗପହଣ୍ଡି,୭ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମଙ୍ଗରାଜପୁର ଗ୍ରାମରେ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ୨ ଭାଇଙ୍କୁ ଗତ ରବିବାର ସକାଳେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ମାମଲା ନଂ.୨୫୫/୧୯ରେ ଅନୁଯାୟୀ ଅଭିଯୁକ୍ତ ବଡ଼ ଭାଇ ଏମ୍.ଟୁକୁନା ରେଡ୍ଡୀଙ୍କୁ ଶନିବାର ପୋଲିସ କୋର୍ଟ ଚାଲାଣ କରିଛି।…
୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ
ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଶନିବାର ଜେଏମ୍ଏଫସି କୋଟର୍ର୍ରେ ହାଜର କରାଯାଇଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍ଡ଼ିପିଓ…
Archives


