ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ
ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ୭ ଡିଗ୍ରୀ ରହିଥିଲା। ଯାହାକି ପୁଣି ହ୍ରାସ ପାଇବାରେ…
୧୦ ବର୍ଷ ପରେ ଟେଷ୍ଟ ଦଳକୁ ଫେରିଲେ ଫଓ୍ବାଦ ଆଲମ
କରାଚୀ, ୭।୧୨- ଦୀର୍ଘ ୧୦ ବର୍ଷ ପରେ ପାକିସ୍ତାନରେ କୌଣସି ଅନ୍ତର୍ଜାତୀୟ ଟେଷ୍ଟ ସିରିଜ୍ ଖେଳାଯିବାକୁ ଯାଉଛି। ଆସନ୍ତା ୧୧ ତାରିଖରେ ରାଓ୍ବଲପିଣ୍ଡଠାରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳାଯିବ। ଏଥିଲାଗି ଶନିବାର ପାକିସ୍ତାନ ଦଳ ଘୋଷିତ…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ
ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ ପର୍ଯ୍ୟାୟ…
ମତ୍ସ୍ୟ ବିଭାଗ ସଚିବଙ୍କ ବରଗଡ଼ ଗସ୍ତ: ଅଧିକାରୀଙ୍କୁ କଲେ ତାଗିଦ
ଅତାବିରା,୬।୧୨(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର କମିଶନର ତଥା ସଚିବ ଆର୍. ରଘୁ ପ୍ରସାଦ ଶନିବାର ବରଗଡ଼ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଭେଡେନ୍ ବ୍ଲକ ଅନ୍ତର୍ଗତ ଡାଲବ ଗ୍ରାମରେ ମାଛଚାଷ ପାଇଁ ମୋ ପୋଖରୀ ଯୋଜନାରେ…
ଭିନ୍ନ ରେକର୍ଡର ସମକକ୍ଷ କୋହଲି
ନୂଆଦିଲ୍ଲୀ,୭।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ମ୍ୟାଚ୍ରେ ୯୦ ରନ୍ର ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏଥି ପାଇଁ ତାଙ୍କୁ ମିଳିଥିଲା ମ୍ୟାନ୍ ଅଫ୍ ଦି ମ୍ୟାଚ୍ ପୁରସ୍କାର। ଏଥିଯୋଗୁ ତାଙ୍କ ଟି୨୦ କ୍ୟାରିୟରରେ ମ୍ୟାନ୍ ଅଫ୍…
ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍, ଶିଶୁପୁତ୍ର ଗୁରୁତର
କଟକ ରୋଡ୍,୭।୧୨(ଡି.ଏନ୍.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ ପୁଅ ସାଇ ରେଡ୍ଡି(୫)। ଅପରାହ୍ନ ପ୍ରାୟ ୨ଟାରେ ବୁଦ୍ଧନଗର କଦଳୀଗୋଦାମକୁ ଆସିଥିବା ଏକ ରାଜ୍ୟ…
ପିଆଜର ଦରବୃଦ୍ଧିକୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଟ୍ବିଙ୍କିଲ
ମୁମ୍ବାଇ,୭।୧୨: ବଲିଉଡ୍ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ଯଦିଓ ଏବେ ବଡ ପରଦାଠାରୁ ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ। ଏମିତିକି ସୋସିଆଲ ଇସ୍ୟୁକୁ ନେଇ ସେ ଅନେକ ସମୟରେ ବ୍ଲଗ ମଧ୍ୟ ଲେଖି ଥାଆନ୍ତି। ଏବେ…
ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ
କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ ଶନିବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର…
କାଳିଆ-କିଷାନ ମିଶ୍ରଣ ପ୍ରସଙ୍ଗରେ ନିରଞ୍ଜନଙ୍କ କଟାକ୍ଷ: ଅର୍ଥାଭାବରୁ ଭାଜପାର ଶରଣ ପଶିଛନ୍ତି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟ ସରକାର ପିଏମ୍ କିଷାନ ନିଧି ଯୋଜନାରେ କାଳିଆ ଯୋଜନାକୁ ସାମିଲ କରିବାକୁ ଯାଉଛନ୍ତି। ଏହାକୁ ନେଇ ଉଭୟ ଭାଜପା ଓ କଂଗ୍ରେସ ପକ୍ଷରୁ କଟାକ୍ଷ କରାଯାଉଛି। ଏହି କ୍ରମରେ ଶନିବାର କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ରାଜ୍ୟ ସରକାରଙ୍କ…
ଭାରତ ବଳାତ୍କାରୀଙ୍କ କ୍ୟାପିଟାଲ: ରାହୁଲ
ଓ୍ବାୟନାଡ,୭।୧୨: କେରଳର କଂଗ୍ରେସ ଏମ୍ପି ନିଜ ନିର୍ବାଚନ ମଣ୍ଡଳୀ ଓ୍ବାୟନାଡ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦେଶରେ ଏବେ ବଢି ଚାଲିଥିବା ହିଂସା ଓ ବଳାତ୍କାର ପାଇଁ ସରକାର ଦାୟୀ। ଏଠାରେ ଜନତା ଆଇନକୁ…
ରାଜକ୍ଷମା ଆବେଦନକୁ ଫେରାଇ ନେବାକୁ ଚାହୁଁଛନ୍ତି ନିର୍ଭୟା ମାମଲାର ଅଭିଯୁକ୍ତ
ନୂଆଦିଲ୍ଲୀ,୭।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା କ୍ଷମା ଆବେଦନକୁ ଖୁବଶୀଘ୍ର ଫେରାଇ ନେବା ଲାଗି ଆବେଦନ କରିଛନ୍ତି। ସେ କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ରାଜକ୍ଷମା ଆବେଦନ ପାଇଁ…
ବୁଢାବଳଙ୍ଗ ନଦୀପଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ବଡ଼ସାହି,୭।୧୨(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ବୁଢାବଳଙ୍ଗ ନଦୀପଠାରେ ଶନିବାର ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ ପୋଲିସକୁ ଜଣାଇବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତଦେହ ଚିହ୍ନଟ…
Archives


