Home Left

ହୋମଗାର୍ଡଙ୍କୁ ଦୈନିକ ମଜୁରି ୫ଶହ ଟଙ୍କା ଦିଅ: ହାଇକୋର୍ଟ

କଟକ ଅଫିସ,୨୯।୨: ଓଡ଼ିଶା ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ଏଣିକି ହୋମଗାର୍ଡମାନଙ୍କୁ ଦୈନିକ ୫୦୦ ଟଙ୍କା ମଜୁରି ମିଳିବ। ଶୁକ୍ରବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଜଷ୍ଟିସ୍‌ ବିଶ୍ୱନାଥ ରଥ…

ଭାରତରେ ପରିବେଶ ସୁରକ୍ଷା କାର୍ଯ୍ୟ କରୁଛନ୍ତି ବିଦେଶିନୀ

କୋବଲମ୍‌,୨୯।୨: ଦେଶରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସରକାର ତଥା ବିଭିନ୍ନ ସେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟ ଜାରି ରହିଛି। ତେବେ କେରଳରେ ଜଣେ ବିଦେଶନୀ କୋବଲମ୍‌ ସମୁଦ୍ର କୂଳରୁ ନାନା ବର୍ଜ୍ୟବସ୍ତୁ ହଟାଇବା କାର୍ଯ୍ୟ କରୁଛନ୍ତି।…

ଦଲାଲଙ୍କ ମସୁଧା

କୋରାପୁଟ ଜିଲାରେ ଚାଷୀଙ୍କ ଉତ୍ପାଦିତ ଖରିଫ ଧାନକିଣା ପାଇଁ ପ୍ରଶାସନ ୪୪ଟି ମଣ୍ଡି ସ୍ଥାପନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ସାଢ଼େ ୧୩ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ ଟାର୍ଗେଟ୍‌ ଥିଲା। ପରବର୍ତ୍ତୀ ୩ଟି ପର୍ଯ୍ୟାୟକୁ ମିଶାଇ ମୋଟ ୨୦ ଲକ୍ଷ ୪୫…

କରୋନା ଭାଇରସ୍‌: ମଣିଷଠାରୁ ବ୍ୟାପୁଛି ଗୃହପାଳିତ ପ୍ରାଣୀଙ୍କୁ!

ହଂକଂ,୨୯।୨: ଏପର୍ଯ୍ୟନ୍ତ କରୋନା ଭାଇରସ୍‌ ମଣିଷ ଶରୀରରୁ ମଣିଷକୁ ବ୍ୟାପୁଥିବା ସମସ୍ତେ ଜାଣିଛନ୍ତି। ହେଲେ ହଂକଂରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ଡାକ୍ତରଙ୍କୁ ବି ଚିନ୍ତାରେ ପକାଇ ଦେଇଛି। ସେଠାରେ ଜଣେ ବ୍ୟକ୍ତି କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା…

ସୂର୍ଯ୍ୟମନ୍ଦିର ସଂରକ୍ଷଣ, ରକ୍ଷଣାବେକ୍ଷଣକୁ ଗୁରୁତ୍ୱ

କୋଣାର୍କ, ୨୯।୨(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ନେଇ ଶୁକ୍ରବାର ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ କର୍ମଶାଳା ଉଦ୍‌ଘାଟିତ ହୋଇଛି। କୋଣାର୍କସ୍ଥିତ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଆୟୋଜିତ ଏହି କର୍ମଶାଳାକୁ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର…

୪ ବର୍ଷରେ ନାସାକୁ ମିଳିଛି ୧୭ ନୂଆ ଗ୍ରହର ସନ୍ଧାନ: ଗୋଟିଏରେ ଏଲିଅନ୍‌ ଥିବା ସମ୍ଭାବନା !

ଟରଣ୍ଟୋ,୨୯।୨: ପୃଥିବୀ ଭଳି ଅନ୍ୟ ବାସ ଉପଯୋଗୀ ଗ୍ରହର ସନ୍ଧାନ ପାଇଁ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଜାରି ରଖିଛନ୍ତି। ଏହି ମର୍ମରେ ନାସା ମଧ୍ୟ ମହାକାଶ ଗବେଷଣା ଅବ୍ୟାହତ ରଖିଛି। ଗତ ୪ ବର୍ଷ ମଧ୍ୟରେ ନାସା ୧୭ଟି ନୂଆ ଗ୍ରହର…

ସପ୍ତାହରେ ଦିନଟିଏ ଖଦି

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଯୁବପିଢିଙ୍କୁ ଖଦି ପ୍ରତି ଆକର୍ଷିତ କରିବାକୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ। ସପ୍ତାହରେ ଅନ୍ତତଃ ଗୋଟିଏ ଦିନ ଖଦି ପରିଧାନ କରିବା ପାଇଁ ବୋର୍ଡ ପକ୍ଷରୁ ଯୁବବର୍ଗଙ୍କୁ ନିବେଦନ କରାଯାଇଛି। ଏନେଇ…

ସୂର୍ଯ୍ୟମଣିଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଲାଗି ଓଡ଼ିଶାର ସୂର୍ଯ୍ୟମଣି ବେହେରାଙ୍କୁ ମିଳିଛି ଜାତୀୟ ପୁରସ୍କାର। ଜାତୀୟ ବିଜ୍ଞାନ ଦିବସ ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ…

୨୪୨ ରନ୍‌ରେ ଅଲଆଉଟ୍‌ ଭାରତ

ଖୀଷ୍ଟଚର୍ଚ୍ଚ,୨୯ା୨- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଯାଇଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୬୩ ଓଭରରେ…

ମାନସିକ ଭାରସାମ୍ୟ ହରାଇ ବିଧବା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାଟଣା,୨୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗଁାର ଜଣେ ବିଧବା ମହିଳା ଶୁକ୍ରବାର ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ ମହିଳା ଜଣକ ହେଲେ ରୁନି ନାୟକ। ଖବର ପାଇ ଶନିବାର ସକାଳେ ସ୍ଥାନୀୟ…

ବିଗ୍‌ବାଙ୍ଗ୍‌ ଭଳି ପୁଣି ଥରେ ମହାକାଶରେ ହେଲା ପ୍ରଚଣ୍ଡ ବିସ୍ଫୋରଣ !

ମେଲବୋର୍ନ,୨୯।୨: ମହାକାଶରେ ପୁଣିଥରେ ବିଗ୍‌ବାଙ୍ଗ୍‌ ଭଳି ଏକ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏହା ପୃଥିବୀଠାରୁ ୩୯ କୋଟି ଆଲୋକ ବର୍ଷ ଦୂରରେ ହୋଇଥିବା ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଭଳି ବିସ୍ଫୋରଣ ଓଫିୟୁକୋସ ଆକାଶଗଙ୍ଗାରେ ହୋଇଥିବା କୁହାଯାଉଛି। ବିସ୍ଫୋରଣ ସମ୍ପର୍କରେ ନାସାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଶାହା

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶନିବାର ସକାଳ ୮ଟା ୧୦ରେ ଶାହା ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାର, ଜିଲାପାଳ ବଳଓ୍ବନ୍ତ ସିଂହ ପ୍ରମୁଖ ପ୍ରଶାସନୀକ ଅଧିକାରୀଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?