‘ବିଗ୍ ବସ୍’ ବଦଳାଇଲା ଭାଗ୍ୟ, ଏସିଆର ସେକ୍ସି ପୁରୁଷ ତାଲିକାରେ ଚମକିଲେ ଆସିମ୍
ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍ବସ୍’ ଅନେକ ସେଲିବ୍ରିଟିଙ୍କ ଭାଗ୍ୟ ପରିବର୍ତ୍ତନ କରିଛି। କହିବାକୁ ଗଲେ ଶୋ’ରେ ଭାଗନେଇଥିବା ସାଧାରଣ ଲୋକ ମଧ୍ୟ ସେଲିବ୍ରିଟିରେ ଗଣା ହୋଇଛନ୍ତି। ଏବେ ଏହି କ୍ରମରେ ଯୋଡ଼ି ହୋଇଛନ୍ତି ପ୍ରତିଯୋଗୀ ଆସିମ ରିୟାଜ। ଆସିମ୍ ଏବେ…
ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ
ଦିଗପହଣ୍ଡି,୬।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ସେହିପରି କରପଡ଼ା ଗାଁର ବିଜୟ ସେଠୀ(୪୫)ଙ୍କୁ ଉକ୍ତ…
ପସନ୍ଦ ଆସୁଛି ‘ପତି ପତ୍ନୀ ଔର ଓ୍ବ’, ସୁପରହିଟ୍ ହେବ ବୋଲି ପ୍ରଶଂସକଙ୍କ ମତ
ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’। କାର୍ତ୍ତିକ ଆର୍ୟନ, ଭୂମି ପେଡନେକର, ଅନନ୍ୟା ପାଣ୍ଡେ ଅଭିନୀତ ଏହି ଫିଲ୍ମ ଦର୍ଶକଙ୍କ ମନକୁ ଜିଣୁଛି। ବର୍ଷ ଶେଷ ବେଳକୁ କାର୍ତ୍ତିକ ଏକ ସୁପରହିଟ୍ ଦେଇଛନ୍ତି ବୋଲି ଅନେକେ ମତ ରଖୁଛନ୍ତି।…
ସମ୍ପର୍କକୁ ସୃଦୃଢ଼ କରିବାକୁ ଚାହୁଁଛନ୍ତି କି.. କରନ୍ତୁ ଏଭଳି କିଛି..
ପାଖରେ ରହିଲେ ଭଲପାଇବା ବଢ଼ିବା ସହ ସମ୍ପର୍କ ଦୃଢ଼ ହୁଏ ବୋଲି କୁହାଯାଏ। ଦମ୍ପତିଙ୍କ କ୍ଷେତ୍ରରେ ମଧ୍ୟ ଏହି ଉକ୍ତିଟି ଲାଗୁ ହୋଇଥାଏ। ମାତ୍ର ଏହା ଭୂଲ ପ୍ରମାଣିତ ହେବାରେ ଲାଗିଲାଣି। ପାର୍ଟନର କାର୍ଯ୍ୟବ୍ୟସ୍ତତା କାରଣରୁ ଅନେକ ସମୟ ବାହାରେ ରହିଥାନ୍ତି।…
ସୌନ୍ଦର୍ଯ୍ୟ ବୃଦ୍ଧିକରେ ସାଗୁଦାନା
ସୌନ୍ଦର୍ଯ୍ୟ ବୃଦ୍ଧିକରାଇବା ଲାଗି ମହିଳା ସର୍ବଦା ଚିନ୍ତିିତ। ଏ ନେଇ ସେମାନେ ରାସାୟନିକ ଦ୍ରବ୍ୟର ବ୍ୟବହାର କରିବା ସହିତ ବିଭିନ୍ନ ଫେସ୍ ପ୍ୟାକ୍ ମଧ୍ୟ ଲଗାଇଥାନ୍ତି। ମାତ୍ର ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରିବା ଫଳରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ଏଣୁ…
ଛାତ୍ର କଂଗ୍ରେସ ସୁପରିଚାଳନା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ଦେବାଶିଷ ହେଲେ ଅଧ୍ୟକ୍ଷ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଛାତ୍ର କଂଗ୍ରେସର ସୁପରିଚାଳନା ପାଇଁ ଶୁକ୍ରବାର ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏଥିରେ ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ସେହିଭଳି ସ୍ବାଗତିକା ପଟ୍ଟନାୟକ, ଜିନେଶ ଦାସ କମିଟି ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି।…
ଉଡାନ-୪ ଯୋଜନାରେ ସାମିଲ ହେବ ଓଡ଼ିଶାର ୩ ଏୟାରପୋର୍ଟ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଉଡାନ-୪ ଯୋଜନାରେ ରାଜ୍ୟର ୩ ଏୟାରପୋର୍ଟ ସାମିଲ ହେବ। ଜୟପୁର, ରାଉରକେଲା ଏବଂ ଉତ୍କେଲା ଏୟାରପୋର୍ଟ ଏହି ଯୋଜନାରେ ସାମିଲ ହେବା ନେଇ ମୁଖ୍ୟ ସଚିବଙ୍କ ସହ କେନ୍ଦ୍ର ବିମାନ ଚଳାଚଳ ସଚିବଙ୍କ ମିଟିଂ ନିଷ୍ପତ୍ତି ହୋଇଛି। ତେବେ ପୂର୍ବରୁ…
ପୋଲିସ ହାତରୁ ବନ୍ଧୁକ ଛଡାଇ ନେଇଥିଲେ ଅଭିଯୁକ୍ତ: କମିଶନର
ହାଇଦ୍ରାବାଦ,୬।୧୨: ଏବେ ସାରା ଦେଶରେ ଚର୍ଚ୍ଚିତ ଖବର ପାଲଟିଛି ହାଇଦ୍ରାବାଦ ଏନ୍କାଉଣ୍ଟର। ଏହାକୁ ନେଇ ଶୁକ୍ରବାର ଅପରାହ୍ନରେ ସାଇବରାବାଦ ପୋଲିସ କମିଶନର ଭିସି ସାଜନର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି କହିଛନ୍ତି ଅଭିଯୁକ୍ତମାନେ ପୋଲିସଠାରୁ ବନ୍ଧୁକ ଛଡାଇ ନେଇ ପ୍ରଥମେ…
ହାଇଦ୍ରାବାଦ ଏନ୍କାଉଣ୍ଟରରେ ସାମିଲ ହୋଇଥିବା ପୋଲିସଙ୍କୁ ମିଳିବ ଏକ ଲକ୍ଷ ଟଙ୍କା ପୁରସ୍କାର
ହିସାର,୬।୧୨: ହାଇଦ୍ରାବାଦ ବଳାତ୍କାର ଓ ହତ୍ୟା ମାମଲାରେ ସଂପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଶୁକ୍ରବାର ଏନ୍କାଉଣ୍ଟର କରାଯାଇଛି। ଏହି ଏନ୍କାଉଣ୍ଟରରେ ସାମିଲ ଥିବା ସସସ୍ତ ପୋଲିସ କର୍ମଚାରୀଙ୍କୁ ଏକ ଫାଉଣ୍ଡେଶନ୍ ଏକ ଲକ୍ଷ ଟଙ୍କା ଦେବ ବୋଲି ଘୋଷଣା କରିଛନ୍ତି। ରାହ…
୨ବର୍ଷ ପୂର୍ବରୁ ବିକ୍ରି ହୋଇଥିବା କାର୍ର ଚାଲାଣ ପହଞ୍ଚିଲା ଘରେ: ଯାଞ୍ଚ ପରେ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟକର ତଥ୍ୟ
ଗ୍ରେଟର ନୋଏଡା, ୬।୧୨: ଦେଶରେ ନୂଆ ମୋଟରଯାନ ଆଇନ ଲାଗୁ ହେବା ପରେ ଦିନକୁ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିଛି। ଇତିମଧ୍ୟରେ ଚାଲାଣ କଟାଯିବାର ଏକ ଭିନ୍ନ ଘଟଣା ଉତ୍ତରପ୍ରଦେଶ ଗ୍ରେଟର ନୋଏଡାରୁ ଆସିଛି। ୨ ବର୍ଷ ପୂର୍ବରୁ…
ନେହାଙ୍କୁ ଗେଡ଼ି କହି ବ୍ୟଙ୍ଗ କରିବାକୁ ନେଇ କ୍ଷମା ମାଗିଲେ ଗୌରବ
ବମ୍ବେ: ବଲିଉଡ୍ର ଲୋକପ୍ରିୟ ଗାୟିକା ନେହା କକ୍କଡ଼ଙ୍କୁ ଗେଡ଼ି କହି କମେଡି କରି ଫସିଛନ୍ତି ଗୌରବ ଗେରା। ଘଟଣାକୁ ନେଇ ନେହା କ୍ଷୋଭ ପ୍ରକାଶ କରିବା ପରେ ତାଙ୍କୁ କ୍ଷମା ମାଗିବାକୁ ପଡ଼ିଛି। ଅବଶ୍ୟ ସେ କାହାକୁ ଦୁଃଖ ଦେବାକୁ ଚାହୁଁ…
ଝିଅଙ୍କୁ ପାଠ ପଢାଇବାକୁ ପ୍ରତିଦିନ ୧୨ କିଲୋମିଟର ଯାତ୍ରା କରନ୍ତି ପିତା
କାବୁଲ,୬।୧୨: ଆଫଗାନିସ୍ତାନରେ ଏବେ ଝିଅ ଓ ମହିଳାଙ୍କ ପ୍ରତି ଥିବା ଚିନ୍ତାଧାରାରେ ପରିବର୍ତ୍ତନ ଆସିଛି। ଏହାର ଉଦାହରଣ ହେଉଛନ୍ତି ମିୟା ଖାଁ। ଏବେ ସମସ୍ତେ ତାଙ୍କୁ ଅସଲ ହିରୋ ବୋଲି କହୁଛନ୍ତି। କାରଣ ସେ ତାଙ୍କ ଝିଅମାନଙ୍କ ପାଠପଢା ପାଇଁ ପ୍ରତିଦିନ…
Archives


