Home Left

ବଲାଙ୍ଗୀରରେ ୫୭ ତମ ଗୃହରକ୍ଷୀ ଦିବସ ପାଳିତ

ବଲାଙ୍ଗୀର ଅଫିସ୍‌,୬।୧୨: ବଲାଙ୍ଗୀର ଜିଲା ମନୋହରପୁର ପୋଲିସ ପଡ଼ିଆଠାରେ ୫୭ତମ ଗୃହରକ୍ଷୀ ଦିବସ ଓ ପରେଡ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସଶସ୍ତ୍ର ଗୃହରକ୍ଷୀ ଓ ସାଧାରଣ ଗୃହରକ୍ଷୀମାନେ ପରେଡରେ ଅଂଶ ଗ୍ରହଣ କରିଥିଲେ । ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ମଡକର…

ପୋକ୍ସୋ ଆକ୍ଟରୁ ଉଠିଯାଉ କ୍ଷମା ଆବେଦନ: ରାଷ୍ଟ୍ରପତି

ଜୟପୁର,୬।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମହିଳାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ପୋକ୍ସୋ ଆକ୍ଟରେ ଅଭିଯୁକ୍ତଙ୍କୁ କ୍ଷମା ମିଳିବା ଉଚିତ ନୁହେଁ। ଏଭଳି ମାମଲାରେ କ୍ଷମା ଆବେଦନକୁ ଉଠାଇଦେବା ଉଚିତ ବୋଲି କୋବିନ୍ଦ କହିଛନ୍ତି। ସୂଚନାଯୋଗ୍ୟ, ରାଜସ୍ଥାନ ସିରୋହିର…

କ୍ଷେତରୁ ଖୋଳି ନେଇଗଲେ ପିଆଜ

ମଣ୍ଡସୋର: ହୁ ହୁ ହୋଇ ବଢ଼ିଚାଲିଛି ପିଆଜ ଦର। ରୋଷେଇଘରେ ସବୁଠୁ ବେଶି ଖୋଜା ପଡୁଥିବା ଏହି ଅତ୍ୟାବଶ୍ୟକ ପରିବା ୧୫୦ ଟଙ୍କା ଛୁଇଁଲାଣି। ଏପରି ସ୍ଥିତିରେ ଚୋରମାନେ ଏବେ ପିଆଜ ଉପରେ ଆଖି ପକାଇଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ,…

ଦଶନ୍ଧିର ସବୁଠାରୁ ସେକ୍ସି ପୁରୁଷ ହ୍ରିତିକ୍‌

ନୂଆଦିଲ୍ଲୀ: ବଲିଉଡ୍‌ ହ୍ୟାଣ୍ଡସମ୍‌ ହଙ୍କ୍‌ ହ୍ରିତିକ୍‌ ରୋଶନଙ୍କ ପାଇଁ ୨୦୧୯ ଅନେକ ସଫଳତା ଆଣିଦେଇଛି। ଫିଲ୍ମ ‘ସୁପର୍‌ ୩୦’ ଏବଂ ‘ଓ୍ବାର୍‌’ ବକ୍ସ-ଅଫିସ୍‌ରେ ସୁପର୍‌ହିଟ୍‌ ହେବା ପରେ ବର୍ଷ ଶେଷରେ ହ୍ରିତିକ୍‌ ଓ ତାଙ୍କ ଫ୍ୟାନ୍‌ମାନଙ୍କୁ ମିଳିଲା ଆଉ ଏକ ଖୁସି…

ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌ ଲାଗୁ କରିବେନି ମମତା

କୋଲକାତା,୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର କହିଛନ୍ତି ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ ଭଳି। ତେଣୁ ଆମେ ପଶ୍ଚିମବଙ୍ଗରେ ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି)କୁ ଲାଗୁ କରିବାକୁ ଦେବୁ ନାହିଁ…

ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । କିନ୍ତୁ ଏହି ପ୍ରକଳ୍ପକୁ ଲୋକଶକ୍ତି ଅଭିଯାନର ସଭାପତି ତଥା ଗ୍ରୀନ୍‌ ନୋବେଲ୍‌ ପୁରସ୍କାର ବିଜେତା…

ଜିଆର୍‌ଏସ୍‌ଙ୍କ ବଦଳି: ରହିତାଦେଶ ଜାରି କଲେ ହାଇକୋର୍ଟ

ହାଟଡିହୀ,୬। ୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ସ୍ବଳ୍ପ ଦରମାରେ କାର୍ଯ୍ୟ କରୁଥିବା ୩୦ ଜଣ ଜିଆରଏସ୍‌ଙ୍କର ଡିଆର୍‌ଡିଏ ଚିଠି ନଂ. ୬୪୦୭/୨୮/୧୧/୨୦୧୯ରେ ଅନ୍ୟତ୍ର ବଦଳି ହୋଇଥିଲା। ମାତ୍ର ପାତର ଅନ୍ତର ଓ ମନମୁଖି ନୀତିରେ ଏହି…

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣାକୁ ଆଇନ୍‌ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍‌ ହୋଇଛି’

ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ। ଶୁକ୍ରବାର ଏହି ଘଟଣା ଜଣାପଡ଼ିବା ପରେ ସାଧାରଣ ଜନତାଙ୍କ ସହ ବହୁ…

ହୋମ ଗାର୍ଡଙ୍କ ଭତ୍ତା ବୃଦ୍ଧି କଲେ ଉତ୍ତରାଖଣ୍ଡ ସରକାର

ଡେରାଡୁନ,୬।୧୨: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ରାଜ୍ୟରେ କାର୍ଯ୍ୟରତ ହୋମ ଗାର୍ଡଙ୍କ ଭତ୍ତା ବୃଦ୍ଧି କରିବାକୁ ଶୁକ୍ରବାର ଘୋଷଣା କରିଛନ୍ତି। ୟୁନିଫର୍ମ ସଫା କରିବାକୁ ଏବେ ସେମାନଙ୍କୁ ଅଧିକ ୫୦ ଟଙ୍କା ଓ ପୁଷ୍ଟିକର ଖାଦ୍ୟ ପାଇଁ ଅଧିକ ୧୫୦…

ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ତେବେ…

ଜିଲା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ରାସ୍ତାରୋକୋ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ଜିଲା ନିର୍ମାଣ ସଂଘ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ରାସ୍ତାରୋକୋ କରାଯାଇଛି। ଶତାଧିକ ମହିଳା ପୁରୁଷ ଶ୍ରମିକ ଉଥାପଡ଼-ଜେଛକ ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ଏକ ପ୍ରତିନିଧି…

ହ୍ବାଟ୍‌ସଆପ୍‌ ଜରିଆରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮ ମସିହା ଡିସେମ୍ବର ୬ରେ ସେ ସୌରାଷ୍ଟ୍ର୍ୟର ନଓ୍ବାଗାଓଁରେ ଜନ୍ମଗ୍ରହଣ କରିଥିଲେ। ଜାଡେଜାଙ୍କ ପିତା ଅନିରୁଦ୍ଧ ଏକ ପ୍ରାଇଭେଟ କମ୍ପାନୀରେ ଚୌକିଦାର ଭାବେ କାର୍ଯ୍ୟ କରୁଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri