ବିଜୁ ଯୁବ ବାହିନୀ ଆରମ୍ଭ କରିବ ‘ନନ୍ଦିନୀ’
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ବାଲ୍ୟବିବାହ, ଯୌତୁକ ଏବଂ ଘରୋଇ ହିଂସା ବିରୋଧରେ ସଚେତନତା ପାଇଁ ବିଜୁ ଯୁବ ବାହିନୀ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ‘ନନ୍ଦିନୀ’ ଆରମ୍ଭ କରାଯିବ। ଯୁବ ବାହିନୀ ସ୍ବେଚ୍ଛାସେବୀମାନେ ୩୧୪ଟି ବ୍ଲକ ଅଧୀନରେ ଥିବା ପ୍ରତ୍ୟେକ ଗ୍ରାମ ଓ ଓ୍ବାର୍ଡରେ ଏହି…
ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା
ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ ଶ୍ରୀମନ୍ଦିର…
ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ
କଟକ ଅଫିସ,୬।୧୨:ଟ୍ରେନ୍ ଟିକେଟ୍ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍ରୁ ଅନ୍ୟ ଜୋନ୍କୁ ଯିବାକୁ ପଡ଼େ। ବିନା ଟିକେଟ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ସହ ପାଟିତୁଣ୍ଡ ହେବାର ମଧ୍ୟ…
ପିଆଜ ଦର ଏବେ ଆକାଶଛୁଆଁ: ପୁରୁଣା ବାଲୁକାକଳାରେ ସ୍ଥିତିକୁ ଦର୍ଶାଇଲେ ସୁଦର୍ଶନ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ପିଆଜଦର ଏବେ ଆକାଶଛୁଆଁ ହୋଇଥିବା ବେଳେ ହାଣ୍ଡିଶାଳରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ ହୋଇଯାଇଛି। ଏବେ ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ ଟଙ୍କାରେ ବିକ୍ରି ହେଉଛି। ଆଗାମୀ ଦିନରେ ଏହି ଦର ଦେଢ଼ଶହ ଛୁଇଁବ…
‘ଦିଲ୍ଲୀ ହାଟ୍’ ଭଳି ଭୁବନେଶ୍ୱରରେ ହେବ ସ୍ବତନ୍ତ୍ର ହାଟ
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ରାଜ୍ୟରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି) ଦ୍ୱାରା ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ପାଇଁ ଭୁବନେଶ୍ୱରରେ ଖୋଲିବ ସ୍ବତନ୍ତ୍ର ହାଟ। ଦିଲ୍ଲୀର ଅର୍ବାନ ହାଟ୍ ଢାଞ୍ଚାରେ ଏହି ହାଟ ପ୍ରତିଷ୍ଠା ହେବ। ବର୍ଷକ ୧୨ମାସ ଏଠାରୁ ଲୋକେ ଗ୍ରାମୀଣ ଉତ୍ପାଦିତ…
କିଡ୍ନୀରେ ଷ୍ଟୋନ୍ ହୋଇଥିଲେ ଆଦୌ ଚିନ୍ତା କରନ୍ତୁ ନାହିଁ, ଏହି ଉପାୟରେ ହେବ ଭଲ…
ଆମେରିକାସ୍ଥିତ ମାସାଚ୍ୟୁଟ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମ୍ଆଇଟି) ଗବେଷକମାନେ କିଡ୍ନୀ ଷ୍ଟୋନ୍ ପାଇଁ ଏକ ଔଷଧ ବାହାର କରିଛନ୍ତି। ଯାହା ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍ ଭଳି ରୋଗ ପାଇଁ ବ୍ୟବହୃତ ଔଷଧରୁ ପ୍ରସ୍ତୁତ କରାଯାଇଛି। ୧୮ ପ୍ରକାର ଏହି ଔଷଧକୁ…
ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ
ଭଞ୍ଜନଗର,୬।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ ଶୁକ୍ରବାର ସକାଳେ ଘଟଣା ସମ୍ପର୍କରେ ବନ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଡିଏଫ୍ଓ…
ଘରେ ଚୋରି କରିବା ଜିନିଷ କିଛି ନ ମିଳିବାରୁ, ଚୋର କାନ୍ଥରେ ଲେଖିଲେ ଏମିତି
ଭୋପାଳ,୬।୧୨: ମଧ୍ୟପ୍ରଦେଶର ଶାଜାପୁରରେ ଏକ ସରକାରୀ ଇଞ୍ଜିନିୟଙ୍କ ଘରୁ ଚୋରି ଉଦ୍ୟମ ହୋଇଛି। କିନ୍ତୁ ଚୋରି କରିବା ଜିନିଷ ନ ମିଳିବାରୁ ଚୋରକୁ ଖାଲି ହାତରେ ଫେରିବାକୁ ପଡିଛି। ଏଥିରେ ରାଗିଯାଇ ଚୋର ଘରେ ଏକ ଚିଠି ଲେଖି ଛାଡିଯାଇଛନ୍ତି। ଯେଉଁଥିରେ…
ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର ଘଟଣା: ପୋଲିସଙ୍କ ଉପରେ ଫୁଲ ବର୍ଷା କଲେ ସାଧାରଣ ଲୋକେ
ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦର ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍କାଉଣ୍ଟର କରିଛି। ଏହି ଏନ୍କାଉଣ୍ଟର ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ପୋଲିସର ଏହି କାର୍ଯ୍ୟକୁ ପ୍ରଶଂସା କରଯାଇଛି। ହାଇଦ୍ରାବାଦର…
ହାଇଦ୍ରାବାଦ ଏନକାଉଣ୍ଟରକୁ ନେଇ ପ୍ରଶ୍ନ ଉଠାଇଲେ ମାନେକା ଗାନ୍ଧୀ: କହିଲେ, ଦେଶ ପାଇଁ ଏହା ଏକ ଭୟାନକ ଘଟଣା
ନୂଆଦିଲ୍ଲୀ, ୬।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତ୍ରୀ ମାନେକା ଗାନ୍ଧୀ ହାଇଦ୍ରାବାଦ ଏନକାଉଣ୍ଟର ଉପରେ ପ୍ରଶ୍ନ ଉଠାଇଛନ୍ତି। ସେଠାରେ ଯାହା ଘଟିଛି ତାହା ଠିକ୍ ନୁହେଁ। ଗଣବଳାତ୍କାର ଘଟଣାର ସମାଧାନ ଦୋଷୀଙ୍କୁ ଏନକାଉଣ୍ଟର କରାଯିବା ନୁହେଁ। ଅଭିଯୁକ୍ତଙ୍କୁ ଏକ ନ୍ୟାୟିକ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲା ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଟିମ୍ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏକକାଳୀନ…
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ପୁଅ କହିଥିଲେ, ଲୋକେ ଶୀଘ୍ର ଫଳାଫଳ ଚାହୁଁଛନ୍ତି: ୬ ଘଣ୍ଟାରେ ଅଭିଯୁକ୍ତ ସଫା
ହାଇଦ୍ରାବାଦ୍,୬।୧୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟି ରାମା ରାଓ ହାଇଦ୍ରାବାଦ୍ ଏନକାଉଣ୍ଟର ପୂର୍ବରୁ ଏକ ବୟାନ ଦେଇଥିଲେ। ଯାହା ଏବେ ଟ୍ରେଣ୍ଡ୍ ହେବାରେ ଲାଗିଛି। ସେ ଏନକାଉଣ୍ଟର ପୂର୍ବଦିନ ଅର୍ଥାତ୍ ଗୁରୁବାର ଦିନ ଗଣମାଧ୍ୟମରେ କହିଥିଲେ, ଗଣବଳାତ୍କାର ମାମଲାରେ…
Archives


