ମାଣ ବସେଇଲେ ୧୦୦ ମହିଳା
ଭୁବନେଶ୍ୱର,୬।୧୨(ବ୍ୟୁରୋ):ଲକ୍ଷ୍ମୀପୁରାଣର ବାର୍ତ୍ତାକୁ ବିଶ୍ୱସ୍ତରରେ ପହଞ୍ଚାଇବା ଏବଂ ଯୁବପିଢ଼ି ତଥା ସହରବାସୀଙ୍କ ମଧ୍ୟରେ ମାଣବସା ଗୁରୁବାରର ଲୋକପ୍ରିୟତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଉତ୍ସବ’ ଅନୁଷ୍ଠାନ ପକ୍ଷରୁ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଶହୀଦନଗର ଦୁର୍ଗାପୂଜା ମଣ୍ଡପଠାରେ ଆୟୋଜିତ ଏହି…
ହାଣ୍ଡିଶାଳରୁ ହୋଟେଲ:ପିଆଜ ଉଭାନ
କଟକ ଅଫିସ,୬।୧୨:ଆକାଶଛୁଅଁା ପିଆଜର ଦର। ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ଟଙ୍କାରେ ବିକ୍ରି ହେଉଛି। ଆଉ କିଛିଦିନ ଗଲେ ଏହି ଦର ଦେଢଶହ ଟପିବ ବୋଲି ଆଶା କରାଯାଉଛି। ଅତ୍ୟଧିକ ଦରବୃଦ୍ଧି ଯୋଗୁ ହାଣ୍ଡିଶାଳରୁ ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ…
ଜଳସେଚନ ଦୁର୍ନୀତି ମାମଲାରେ ଅଜିତ ପାଓାରଙ୍କୁ କ୍ଲିନ୍ ଚିଟ୍
ନୂଆଦିଲ୍ଲୀ,୬।୧୨: ମହାରାଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏନ୍ସିପି ନେତା ଅଜିତ ପାଓ୍ବାରଙ୍କୁ ବମ୍ବେ ହାଇକୋର୍ଟରୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଜଳସେଚନ ଦୁର୍ନୀତି ମାମଲାରେ ଆଣ୍ଟି କରପ୍ସନ୍ ବ୍ୟୁରୋ(ଏସିବି) ତାଙ୍କୁ କ୍ଲିନ୍ ଚିଟ୍ ଦେଇଥିବା ଜଣାପଡ଼ିଛି। ନଭେମ୍ବର ୨୭ରେ ବମ୍ବେ ହାଇକୋର୍ଟରେ ଏକ…
ବି.ଆର୍. ଆମ୍ବଡେକରଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୬।୧୨: ସମ୍ବିଧାନ ପ୍ରଣେତା ଭୀମରାଓ ଆମ୍ବଡେକରଙ୍କ ଶୁକ୍ରବାର ୬୩ତମ ପୁଣ୍ୟତିଥି ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ…
ସଦାନନ୍ଦପୁରରୁ ବ୍ରାଉନସୁଗାର ଜବତ: ଜଣେ ଗିରଫ
ଭଦ୍ରକ ଅଫିସ,୬।୧୨: ଭଦ୍ରକ ଜିଲା ତିହିଡ଼ି ଥାନା ସଦାନନ୍ଦପୁରରୁ ଶୁକ୍ରବାର ୮୪ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। କଟକ ଅବକାରୀ ଫ୍ଲାଇଂ ସ୍କ୍ବାଡ ଓ ଭଦ୍ରକ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…
ମେସି ମାଇଲଷ୍ଟୋନ
ରେକର୍ଡ ଷଷ୍ଠଥର ପାଇଁ ବାଲୋନ ଡି’ ଅର ପୁରସ୍କାର ହାସଲ କରିଥିବା ଲିଓନେଲ ମେସି ବାର୍ସିଲୋନା ପାଇଁ ୭୦୦ତମ ମ୍ୟାଚ ଖେଳିଛନ୍ତି। ଚାମ୍ପିୟନ୍ସ ଲିଗ୍ରେ ବୋରୁସିଆ ଡର୍ଟମୁଣ୍ଡ ବିପକ୍ଷରେ ମ୍ୟାଚ୍ ଖେଳି ସେ ଏହି ମାଇଲଖୁଣ୍ଟ ଛୁଇଁଛନ୍ତି। ଏଥି ସହିତ ସେ…
ଫର୍ମୁଲାଓ୍ବାନ ମୋଟର ରେସିଂ
୨୦୧୯ ଫର୍ମୁଲାଓ୍ବାନ ମୋଟର ରେସିଂରେ ମର୍ସିଡିଜ୍ର ବ୍ରିଟିଶ୍ ଡ୍ରାଇଭର ଲୁଇସ ହାମିଲଟନ ସବୁଠାରୁ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ହ୍ୟାଟ୍ରିକ ଟାଇଟଲ ଅର୍ଜନ କରିବା ସହ ସେ ମୋଟ ୬ ଥର ପାଇଁ ବିଶ୍ୱ ଚାମ୍ପିୟନ ହୋଇଛନ୍ତି। ଭାଲଟେରି ବୋଟ୍ଟାସ ଦ୍ୱିତୀୟ ଓ…
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ବଲିଉଡ ଅଭିନେତା କହିଲେ, ‘ଜୟ ହୋ’
ମୁମ୍ବାଇ, ୬।୧୨:ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ତାଙ୍କୁ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ହାଇଦ୍ରାବାଦ୍ ପୋଲିସକୁ ସମସ୍ତେ ଧନ୍ୟବାଦ…
ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ହାଇଦ୍ରାବାଦ୍ ପୋଲିସଠାରୁ କିଛି ଶିଖିବା ଉଚିତ୍: ମାୟାବତୀ
ନୂଆଦିଲ୍ଲୀ, ୬।୧୨: ହାଇଦ୍ରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତ ଶୁକ୍ରବାର ଏନକାଉଣ୍ଟରେ ନିହତ ହୋଇଛନ୍ତି। ଏହି ଘଟଣାରେ ପରେ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ଅନେକ ଏହି ଘଟଣାର ଯାଞ୍ଚ୍ ଅପିଲ କରୁଥିବାବେଳେ ବହୁଜନ ସମାଜ…
ପୋଲିସ ଜିନ୍ଦାବାଦ୍ ନାରାରେ କମ୍ପୁଛି ଏନ୍କାଉଣ୍ଟର ସ୍ଥାନ
ହାଇଦ୍ରାବାଦ୍,୬।୧୨:ହାଇଦ୍ରାବାଦ୍ ଗଣବଳାତ୍କାର ମାମଲାରେ ପୋଲିସ ଏନକାଉଣ୍ଟରେ ୪ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪ ଜଣଙ୍କୁ ଏନକାଉଣ୍ଟର କରାଯାଇଛି। ଜାତୀୟ ରାଜପଥ-୪୪ର ଚେତନାପାଲୀ ଓଭରବ୍ରିଜ ନିକଟରେ ଏହି ଏନକାଉଣ୍ଟର…
ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ
ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି କାର୍ଯ୍ୟକ୍ରମରେ…
ହାଇଦ୍ରାବାଦ୍ ପୋଲିସଙ୍କୁ ସଲାମ: ନିର୍ଭୟାଙ୍କ ମା’
ନୂଆଦିଲ୍ଲୀ, ୬।୧୨: ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ୨୦୧୨ରେ ଦିଲ୍ଲୀରେ ଘଟିଥିବା ଗଣବଳାତ୍କାର…
Archives


