Home Left

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା ଶିଶୁ ମଙ୍ଗଲ ସମିତି। ବୁଧବାର ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ରାଜେଶ କୁମାର…

ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

  ପର୍ଲା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର ଦୁରଦଶା ବାବ୍‌ଦେ ଗଲା ନଭେମ୍ବର ୧୩ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତା, ଆବାସ…

ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ସପକ୍ଷରେ ଡିଜିଟାଲ ପ୍ରଚାର

ଭୁବନେଶ୍ୱର, ୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)-ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ପୁରସ୍କାର ପ୍ରଦାନ ଦାବି ସପକ୍ଷରେ ଅଧିକରୁ ଅଧିକ ସଂଖ୍ୟାରେ ଜନମତ ସଂଗ୍ରହ ପାଇଁ ଓହୁ ମାର୍କେଟିଂ ଏବଂ ନ୍ୟୁଜବିଟ୍‌ ମାଗାଜିନ ସହିତ ଏହାର ପ୍ରଚାର ଅଭିଯାନ ଜାରି ରଖିଛି ସିଗ୍ନେଚର…

କାନରେ ପାଣି ପଶିଥିଲେ….

ଗାଧୋଇବା ସମୟରେ ହେଉ ଅବା ସୁଇମିଂ ସମୟରେ ବେଳେ ବେଳେ କାନରେ ପାଣି ପଶି ଯାଇଥାଏ। ଏହାକୁ ବାହାର କରିବାକୁ କେତେଜଣ ଅସ୍ତବ୍ୟସ୍ତ ହୋଇଯାଇ ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି। ଏପରିକି କେତେକେ କାନରୁ ପାଣି କାଢିବାକୁ କାନକୁ ବେଶୀ ସମୟ…

ପ୍ରତିଦିନ ପିଅନ୍ତୁ ପାଳଙ୍ଗ ପତ୍ର ଜୁସ୍‌, ମିଳିବ ଏସବୁ ଫାଇଦା

ଶରୀରକୁ ଆବଶ୍ୟକୀୟ ପୋଷକ ତତ୍ତ୍ୱ ପାଳଙ୍ଗ ଶାଗରେ ଥାଏ। ଏଥିରେ ଭିଟାମିନ୍‌, ମିନେରାଲ୍ସ, ମ୍ୟାଗ୍ନେସିୟମ ପୋଟାସିୟମ, ଆଇରନ୍‌ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ପାଳଙ୍ଗ ଶାଗର ଜୁସ୍‌ ପିଇଲେ ହାଡ ମଜଭୁତ ହୁଏ। ଗର୍ଭବତୀ ମହିଳାଙ୍କ ପାଇଁ ପାଳଙ୍ଗ ଜୁସ୍‌ ବେଶ୍‌…

ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ମହିଳା ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି,୫ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୂଆସାହିରେ ରନ୍ଧନ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳା ଅର୍ଦ୍ଧଦଗ୍ଧ ହୋଇଥିବା ଜଣାପଡିଛି। ସେ ହେଲେ ସଙ୍ଗୀତା ବେହେରା। ବୁଧବାର ରାତିରେ ସଙ୍ଗୀତା ରୋଷେଇ କରୁଥିବା ବେଳେ ଗ୍ୟାସ…

ବିଶାଖାପାଟଣା ଷ୍ଟେସନରୁ ଓଡିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଚିକିଟି,୫ା୧୨(ଡି.ଏନ୍‌.ଏ.)- ଗଞ୍ଜାମଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ କରବାଲୁଆ ଗ୍ରାମର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଶ୍ରମିକ କରବାଲୁଆର ବିଜୁଳି ସେଠୀ (୧୮)। ବିଜୁଳି ମା’ଙ୍କ ସହ ଦାଦନ ଖଟିବାକୁ ଚେନ୍ନାଇ ଯାଇଥିଲେ। ସେଠାରେ କିଛିଦିନ ହେଲା…

ଟି୨୦ ବିଶ୍ୱକପ୍‌ ଦଳରେ ଗୋଟିଏ ଦ୍ରୁତ ବୋଲିଂ ସ୍ଥାନ ଖାଲି ପଡ଼ିଛି: ବିରାଟ

ହାଇଦ୍ରାବାଦ୍‌, ୫।୧୨ (ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ର ୭ମ ସଂସ୍କରଣ ଖେଳାଯିବ। ଏହି ପ୍ରତିଯୋଗିତା ଲାଗି ଭାରତୀୟ ଦ୍ରୁତ ବୋଲିଂ ବିଭାଗରେ କେବଳ ଗୋଟିଏ ସ୍ଥାନ ଖାଲି ରହିଛି ବୋଲି ଅଧିନାୟକ ବିରାଟ କୋହଲି ଗୁରୁବାର…

ଅର୍ଜୁନ ପୁରସ୍କାର ପ୍ରାପ୍ତ ଖେଳାଳିଙ୍କ କାର ଚୋରି

ନୂଆଦିଲ୍ଲୀ,୫ା୧୨(ପି.ଟି.)- ୩୦ ବର୍ଷୀୟ ଅର୍ଜୁନ ସମ୍ମାନପ୍ରାପ୍ତଙ୍କ କାର୍‌ ସମ୍ପର୍କୀୟଙ୍କ ଘରୁ ଚୋରି ହୋଇଯାଇଥିବା ଗୁରୁବାର ରୋହିନି ପୋଲିସ୍‌ କହିଛି। ୨୦୧୪ ଏସିଆନ ଗେମ୍ସର ରିକର୍ଭ ଦଳଗତ ତୀରନ୍ଦାଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ବିଜେତା ଅଭିଷେକ ବର୍ମା ଏବେ ମଡେଲ ଟାଉନରେ ରହୁଛନ୍ତି।…

ଗଞ୍ଜେଇ ବୋଝେଇ କାର ଦୁର୍ଘଟଣାଗ୍ରସ୍ତ, ଜଣେ ଗିରଫ

ସୋନପୁର,୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀମାନେ ପୋଲିସ ଓ ଅବକାରୀ ବିଭାଗର ଅଖିରେ ଧୁଳି ଦେଇ ନକଲି ନମ୍ବର ପ୍ଲେଟ ଲଗାଇ ଭିଆଇପି ଗାଡିରେ…

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ରୂପ୍‌ସା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଗୁରୁବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୨୧୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଗତ…

ମିଳିଲାନି କୁକୁର କାମୁଡା ଇଞ୍ଜେକ୍ସନ: ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମାତାପିତାଙ୍କ ଧାରଣା

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡା ଇଞ୍ଜେକ୍ସନ ନ ମିଳିବାରୁ ରଘୁନାଥପୁର ଗ୍ରାମର ସୁଭଦ୍ରା ଲେଙ୍କା ତାଙ୍କ ସ୍ବାମୀ ଏବଂ ଶିଶୁପୁତ୍ର ସହ ଧାରଣାରେ ବସିଥିଲେ ।ପରେ ଦାୟିତ୍ୱରେ ଥିବା ଡାକ୍ତର ଏନୋଲା ଜଗଦେବ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri