Home Left

ଡ୍ରେନରୁ ମୃତ ନବଜାତ ଶିଶୁ ଉଦ୍ଧାର

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟ ଡ୍ରେନରେ ଗୁରୁବାର ସକାଳେ ଏକ ନବଜାତ ଶିଶୁର ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖଇରା ପୋଲିସ ଏହାକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସୋର ପଠାଇଛି । ସ୍ବାସ୍ଥ୍ୟକେନ୍ଦ୍ରରେ ଶିଶୁଟି…

ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣା:ଜେଲ୍‌ ଗଲେ ୩ ଭାଇ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଖପରପଦା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣାରେ ଧୂଷୁରୀ ଥାନା ପୋଲିସ ଅଟକ ୩ ଭାଇଙ୍କୁ ଗିରଫ କରିଛି। ନାବାଳିକାଙ୍କ ମା’ଙ୍କୁ ଆକ୍ରମଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କ ଦୁଇ…

‘ତାରା’ ଯୋଜନା ଶୁଭାରମ୍ଭ କଲେ ମନ୍ତ୍ରୀ: ୩ ବର୍ଷରେ ଚାଷୀଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟ

ଛତ୍ରପୁର,୫ା୧୨(ଡି.ଏନ.ଏ)-ଗ୍ରାମାଞ୍ଚଳରେ କୃଷିର ବିକାଶ ସହ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ‘ତାରା’ ଯୋଜନା ଶୁଭାରମ୍ଭ ହୋଇଛି । ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ…

୩୩ ଶିଶୁଙ୍କ ବିକୃତ ପାଦ ଅସ୍ତ୍ରୋପଚାର

ଫୁଲବାଣୀ ଅଫିସ, ୫ା୧୨- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଜନ୍ମଗତ ପାଦ ବିକୃତ ଅସ୍ତ୍ରୋପଚାର ଶିବିର ଉଦ୍‌ଘାଟିତ ହୋଇଛି। ଜିଲାପାଳ ଡା. ବୃନ୍ଦା ଡି. ଏହାକୁ ଉଦ୍‌ଘାଟନ କରିଥିଲେ। କଟକ ଜିଲା ଓଲଟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ…

ତୈଳାକ୍ତ ତ୍ୱଚାରୁ ମୁକ୍ତି ଦେବ ଧନିଆପତ୍ର ଫେସ୍‌ପ୍ୟାକ

ପ୍ରତିଦିନ ଖାଦ୍ୟରେ ବ୍ୟବହାର ହେଉଥିବା ଧନିଆ ପତ୍ର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ହୋଇଥାଏ। ଧନିଆ କେବଳ ଖାଦ୍ୟ ନୁହେଁ ବରଂ ତ୍ୱଚା ପାଇଁ ମଧ୍ୟ ବେଶ୍‌ ଲାଭକାରୀ। ଏହାର ଫେସ୍‌ପ୍ୟାକ୍‌ ବଜାରରେ ମିଳୁଥିବା ଦାମୀ କ୍ରିମ୍‌କୁ ମଧ୍ୟ ପଛରେ ପକାଇଦେବ।…

‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍‌

ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ, ପିଆଜ ଖାଆନ୍ତି ନାହିଁ। ଏହାକୁ ନେଇ କଂଗ୍ରେସ ଟୁଇଟ୍‌ କରି କହିଛି ‘କାଫେ ନିର୍ମଳା…

୧୮ ଭାରତୀୟ ନାବିକଙ୍କୁ ଅପହରଣ କଲେ ଜଳଦସ୍ୟୁ

ଅବୁଜା,୫।୧୨: ନାଇଜେରିଆର ବୋନି ଅଫ୍‌ଶୋର୍‌ ଟର୍ମିନାଲ୍‌ରୁ ଏକ କଞ୍ଚାମାଲ ବୋଝେଇ ଜାହାଜରୁ ଜଳଦସ୍ୟୁମାନେ ୧୮ ଭାରତୀୟ ନାବିକଙ୍କୁ ଅପହୃତ କରିଛନ୍ତି। ସେମାନେ ଗତ ମଙ୍ଗଳବାର ରାତିରେ ଜାହାଜରୁ ୧୯ ଜଣଙ୍କୁ ଅପହରଣ କରି ନେଇଛନ୍ତି। ଅପହୃତଙ୍କ ମଧ୍ୟରେ ଜଣେ ତୁର୍କୀ ନାଗରିକ…

ଭାଇରାଲ ହେଉଛି ସୁମୋନାଙ୍କ ଦେଶୀ ଲୁକ୍‌

ବମ୍ବେ: ଦେଶୀ ଅବତାରରେ ସୁମୋନା ଚକ୍ରବର୍ତ୍ତୀ। କଥାଟି ଆମେ ମନରୁ କହୁନାହୁଁ ବରଂ ସୋସିଆଲ ମିଡିଆରେ ସେ ଶେୟାର କରିଥିବା କିଛି ଫଟୋରେ ତାଙ୍କର ଦେଶି ଲୁକ୍‌ ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ ସେ ଜଣେ ବନ୍ଧୁଙ୍କ ବିବାହ କାର୍ଯ୍ୟକ୍ରମରେ ଯୋଗ…

ଯାତ୍ରା ହେଲା ଶେଷ ଯାତ୍ରା: ମଝି ସମୁଦ୍ରରେ ଓଲଟିଲା ଡଙ୍ଗା; ୫୮ ମୃତ

ଡାକାର,୫।୧୨: ଆଟଲାଣ୍ଟିକ୍‌ ମହାସାଗରରେ ଶରଣାର୍ଥୀଙ୍କୁ ନେଇ ଯାଉଥିବା ଏକ ଯନ୍ତ୍ରଚାଳିତ ଡଙ୍ଗା ଓଲଟି ପଡ଼ିଛି। ଏଥିରେ ୫୮ ଜଣଙ୍କ ମୃତ୍ୟୁ ଘଟିଛି। ଶରଣାର୍ଥୀମାନେ ପଶ୍ଚିମ ଆଫ୍ରିକାର ଗାମ୍ବିଆରୁ ୟୁରୋପରେ ଶରଣ ନେବାକୁ ଯାଉଥିଲେ। ଡଙ୍ଗାରେ ୧୫୦ ଜଣ ଶରଣାର୍ଥୀ ଥିଲେ। ସେମାନଙ୍କ…

ସଞ୍ଜୟଙ୍କ ଖଳନାୟକ ଭୂମିକାକୁ ବେଶ ପସନ୍ଦ କରନ୍ତି ଦର୍ଶକ, ‘ପାନିପତ୍‌’ରେ ସେମିତି କିଛି ରୂପରେ ଆସିବେ ନଜର

ବମ୍ବେ: ଦର୍ଶକଙ୍କୁ ସଞ୍ଜୟଙ୍କ ଖଳନାୟକ ଭୂମିକା ବେଶ୍‌ ପସନ୍ଦ ଆସିଥାଏ। ବିଗତ ଦିନରେ ରିଲିଜ ହୋଇଥିବା ଫିଲ୍ମ ‘ଖଳନାୟକ’, ‘କାରତୁସ୍‌’, ‘ବାସ୍ତବ’, ‘କାଣ୍ଟେ’, ‘ପ୍ଲାନ୍‌’, ‘ମୁସାଫିର’ , ‘ଅଗ୍ନିପଥ’ ଆଦି ସିନେମାରେ ସଞ୍ଜୟଙ୍କ ଅଭିନୟକୁ ଏବେ ବି ଦର୍ଶକେ ମନେ ରଖିଛନ୍ତି।…

ବାଲୁକାକଳାରେ ସୁଦର୍ଶନଙ୍କ ବାର୍ତ୍ତା: ‘ମହିଳାଙ୍କୁ ସମ୍ମାନ ଦିଅ’

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ଦେଶ ତଥା ରାଜ୍ୟରେ ଏବେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଭଳି ଘଟଣା ଦିନକୁ ଦିନ ବଢ଼ିଚାଲିଥିବା ବେଳେ ମହିଳାମାନଙ୍କୁ ସମ୍ମାନ ଦେବାକୁ ବାର୍ତ୍ତା ଦେଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ଭାରତ ମାନଚିତ୍ରରେ ମହିଳାଙ୍କୁ ସ୍ଥାନ…

କିଷାନ ସହ ମିଶ୍ରଣ ପ୍ରସଙ୍ଗରେ ବର୍ଷିଲା ନବ ନିର୍ମାଣ କୃଷକ ସଂଗଠନ: କହିଲା ‘ଭୋଟ ହାତେଇବା ପାଇଁ ‘କାଳିଆ’ ଏକ ଚାଲ୍‌ ଥିଲା’

ଭୁବନେଶ୍ୱର,୫।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ‘କିଷାନ’ ଯୋଜନା ଓ ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନା ମିଶ୍ରଣ ସୁନିଶ୍ଚିତ ହୋଇଛି। ଆସନ୍ତା ଆର୍ଥିକ ବର୍ଷରୁ ଏହା ଲାଗୁ ହେବାକୁ ଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ନବ ନିର୍ମାଣ କୃଷକ ସଂଗଠନ। ନିର୍ବାଚନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri