ଏ ମନ ଖୋଜୁଥାଏ ଯାହା..
କଥାରେ ଅଛି-ଏ ମନ ଖୋଜୁଥାଏ ଯାହା, କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି ଓଡ଼ିଆ ସିନେମାର ଗ୍ଲାମର କୁଇନ୍ ଭାବରେ ପରିଚିତା ତମନ୍ନା କେମିତି ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ଚାଲିଛନ୍ତି। ୟା ଭିତରେ ସେ ବେଶ୍ କେତୋଟି…
ନିଜ କଳ୍ପନା ରାଇଜରେ ବଞ୍ଚୁଛନ୍ତି ମୋଦି, ଶାହ: ରାହୁଲ
ମାଲାପୁରମ,୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ମୋଦି ଓ ଶାହ ତାଙ୍କ କଳ୍ପନା ରାଇଜରେ ବଞ୍ଚୁଛନ୍ତି। ତାଙ୍କର…
‘ଲିଲି ବବ୍’ ମୃତ୍ୟୁରେ ନାସାର ଶ୍ରଦ୍ଧାଞ୍ଜଳି: ୬୭ ଲକ୍ଷ ଫଲୋଅର୍ସ ଥିଲେ
ଓ୍ବାଶିଂଟନ: ସୋସିଆଲ ମିଡିଆରେ ପ୍ରଶଂସା ସାଉଣ୍ଟୁଥିବା ଚର୍ଚ୍ଚିତ ବିଲେଇ ‘ଲିଲି ବବ୍’ର ରବିବାର ମୃତ୍ୟୁ ହୋଇଯାଇଛି। ୮ବର୍ଷୀୟ ଏହି ବିଲେଇର ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ, ଟୁଇଟର ଏବଂ ୟୁଟ୍ୟୁବରେ ୬୭ ଲକ୍ଷରୁ ଊର୍ଦ୍ଧ୍ୱ ଫଲୋଅର୍ସ ଅଛନ୍ତି। କେବଳ ଏତିକି ନୁହେଁ, ଲିଲି ବବ୍…
କ୍ଷତାକ୍ତ ଯବାନଙ୍କ ସେବା ହିଁ ଦେଶସେବା
ସିକନ୍ଦରାବାଦ: ଶତ୍ରୁଙ୍କ କବଳରୁ ଦେଶକୁ ରକ୍ଷା କରିବାପାଇଁ କେବଳ ବନ୍ଧୁକ ଚଳାଇବା ନୁହେଁ, ଯୁଦ୍ଧକ୍ଷେତ୍ରରେ ଶତ୍ରୁଙ୍କ ଗୁଳିରେ ଆହତ ଯବାନଙ୍କ ସେବା ସୁଶ୍ରୂଷା କରିବା ମଧ୍ୟ ଦେଶସେବା। ଭାରତୀୟ ସ୍ଥଳସେନାରେ କାର୍ଯ୍ୟରତ ନାଏବ ସୁବେଦାର ଗୋପୁ ରାମଣା ରେଡ୍ଡୀ ଏହାକୁ ନିଜର…
ମୃତ୍ତିକା ଉପରେ ପରିବର୍ତ୍ତିତ ଜଳବାୟୁର ପ୍ରଭାବ
ମୃତ୍ତିକା ପୃଥିବୀ ପୃଷ୍ଠର ଏକ ବୃହତ ଅଂଶ, ଯାହା ଉଭୟ ପ୍ରାଣୀ ଏବଂ ଉଦ୍ଭିଦଙ୍କର ବାସସ୍ଥଳୀ। ମୃତ୍ତିକାରେ ଉଦ୍ଭିଦ ବଢ଼ି ଆମକୁ ଖାଦ୍ୟ, ବସ୍ତ୍ର, ଔଷଧ, ଗୃହ ଉପକରଣ ଏବଂ ଉପଭୋଗ ପାଇଁ ସୌନ୍ଦର୍ଯ୍ୟ ଆଦି ଯୋଗାଇଥାଏ। ଜଳବାୟୁର ବିଭିନ୍ନ ପ୍ରଭାବରେ…
ଆବର୍ଜନା ଦିଅ, ମାଗଣାରେ ଜଳଖିଆ ଖାଅ
ପୁରୀ ଅଫିସ, ୫ା୧୨: ଚନ୍ଦ୍ରଭାଗାରେ ଚାଲିଛି ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ। ଏଥିରେ ଦେଶ ବିଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ଏହି ମହୋତ୍ସବ ଦେଖିବାକୁ ପ୍ରତ୍ୟହ ଯାତ୍ରୀ, ପର୍ଯ୍ୟଟକଙ୍କ ଭିଡ଼ ହେଉଛି। ଦେଶ ବିଦେଶର ପର୍ଯ୍ୟଟକ ଆସୁଥିବାରୁ ଚନ୍ଦ୍ରଭାଗା ବେଳାଭୂମିକୁ…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ
କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ ତାଙ୍କ ବାସଭବନ, ପାଟଣା ବାରଟାଣିସ୍ଥିତ ପୈତୃକ ବାସଭବନ ଓ ତୁରୁମୁଙ୍ଗା ଥାନା ରେଙ୍ଗାଳବେଡ଼ା…
ନିରବ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ
ନୂଆଦିଲ୍ଲୀ,୫।୧୨: ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଗୁରୁବାର ପ୍ରିଭେନଶନ ଅଫ୍ ମନି ଲଣ୍ଡରିଂ ଆକ୍ଟ(ପିଏମ୍ଏଲ୍ଏ) କୋର୍ଟ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରିଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରାଯାଇଛି। ତାଙ୍କ ସମ୍ପତି…
ନାଁକୁ ମଳମୁକ୍ତ ଗ୍ରାମ
ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ପ୍ରତି ଘରେ ପାଇଖାନା ନିର୍ମାଣ ସହ ଏହାର ବ୍ୟବହାର ପାଇଁ ଜିଲା ଜଳ ଓ ପରିମଳ ମିଶନ ଲୋକଙ୍କୁ ପ୍ରୋତ୍ସାହନ ଦେବା ସହ ସଚେତନ କରିଆସୁଛି। କିନ୍ତୁ ଏହାର ସଫଳତା ନେଇ ଯେଉଁ ସରକାରୀ…
ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ
ବରଗଡ ଅଫିସ୍, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ଅଞ୍ଚଳର ଚାଷୀମାନେ ଗୁରୁବାର ବରଗଡ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ରେଶମ ମାର୍କେଟ…
ଲଘୁ ଖଣିଜ ଚୋରି ରୋକିବାକୁ ଆସିବ ନୂଆ ନିୟମ
ଭୁବନେଶ୍ୱର,୫ା୧୨ (ବ୍ୟୁରୋ): କେବଳ ବଡ଼ ବଡ଼ ଖଣି ନୁହେଁ, ଲଘୁ ଖଣିଜ ପଦାର୍ଥ ଚୋରି ମଧ୍ୟ ରାଜ୍ୟରେ ଅତିମାତ୍ରାରେ ବୃଦ୍ଧି ପାଉଛି। ଏହାକୁ ନେଇ ଅନେକ ସମୟରେ ବିରୋଧୀ ଦଳ ସଦସ୍ୟମାନେ ବିଧାନଭାରେ ଉଦ୍ବେଗ ପ୍ରକାଶ କରିଆସୁଛନ୍ତି। ରାଜ୍ୟ ସରକାର ଏହି…
ବାହାରୁ ଔଷଧ ଲେଖି ଶିଶୁରୋଗ ବିଶେଷଜ୍ଞ ନିଲମ୍ବିତ
ଭୁବନେଶ୍ୱର, ୫ା୧୨(ବ୍ୟୁରୋ)/ ବଲାଙ୍ଗୀର ଅଫିସ/ପାଟଣାଗଡ, (ଡି.ଏନ୍.ଏ.): ଶିଶୁରୋଗୀଙ୍କ ପାଇଁ ବାହାରୁ ଔଷଧ ଲେଖିବା ଶିଶୁରୋଗ ବିଶେଷଜ୍ଞଙ୍କୁ ମହଙ୍ଗା ପଡ଼ିଛି। ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟର ଶିଶୁରୋଗ ବିଶେଷଜ୍ଞ ଡା. ବିଜୁ ଅଗ୍ରୱାଲଙ୍କୁ ଏଭଳି ଅପରାଧ ଲାଗି ରାଜ୍ୟ ସରକାର ବୁଧବାର…
Archives


