Home Left

‘କାଜି’ ପଦବୀରୁ କାଜିବଜାର

କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳ ଧରି ରହିଆସିଛି। ଏହି ପ୍ରାଚୀନ…

ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍‌ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଥିଲା। ମୃତକ ଜଣକ ହେଲେ ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ସୁନୀଲ୍‌ ସେଠୀ। ପ୍ରାଥମିକ…

ପ୍ରହଲ୍ଲାଦ ନାଟକର ଶାସ୍ତ୍ରୀୟ ଉପସ୍ଥାପନାରେ ଦର୍ଶକ ମନ୍ତ୍ରମୁଗ୍ଧ

କୋଣାର୍କ,୫ା୧୨(ଡି.ଏନ.ଏ.): ସୂର୍ଯ୍ୟମନ୍ଦିର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ଚାଲିଥିବା କୋଣାର୍କ ଉତ୍ସବର ଚତୁର୍ଥ ସାରେ କଳାକାରମାନେ କୁଚିପୁଡ଼ି ଓ ଓଡ଼ିଶୀରେ ଦେଶଭକ୍ତି ଓ ପୁରାଣର ପ୍ରସଙ୍ଗ ନିଖୁଣ ଉପସ୍ଥାପନ କରିଥିଲେ। ସାର ପ୍ରଥମ ପ୍ରସ୍ତୁତି ଥିଲା କୁଚୁପୁଡ଼ି ଶାସ୍ତ୍ରୀୟ ନୃତ୍ୟରେ ଭାରତ-ଭାରତୀ। ସୁପ୍ରସିଦ୍ଧ…

ସ୍ମାର୍ଟ ସିଟିରେ ଡିଜିଟାଲ କିଓସ୍କ: ଗୋଟିଏ ସ୍ଥାନରେ ଏକାଧିକ ନାଗରିକ ସେବା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ରାଜଧାନୀରେ ନାଗରିକଙ୍କୁ ଗୋଟିଏ ସ୍ଥାନରେ ସମସ୍ତ ସେବା ଯୋଗାଇ ଦେବାକୁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍‌ସିଏଲ) ପକ୍ଷରୁ ସହରର ୭୫ଟି ସ୍ଥାନରେ ସ୍ଥାପନ ହେବ ଡିଜିଟାଲ କିଓସ୍କ। ଜନଗହଳିପୂର୍ଣ୍ଣ ପ୍ରମୁଖ ସ୍ଥାନରେ ୨୫ଟି ଓ ବିଭିନ୍ନ…

ବିଓଆଇର ‘ହର ଘର ଦସ୍ତକ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୫ା୧୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହରଘର ଦସ୍ତକ ଅଭିଯାନ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ବ୍ୟାଙ୍କର ମହାପ୍ରବନ୍ଧକ ଅଜିତ କୁମାର ମିଶ୍ର, ଆଞ୍ଚଳିକ ପ୍ରବନ୍ଧକ ଓ୍ବାଇ.ଏନ୍‌.ଦ୍ୱିବେଦୀ, ଉପଆଞ୍ଚଳିକ ପ୍ରବନ୍ଧକ ଭାରତ ବରାଡ, ରିକଭରୀ ବିଭାଗର ବିମଳ…

ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୫ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପଶୁ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାର ଶୁଣାଣି ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ। ରାଜ୍ୟ ଆଇନ ବିଭାଗ ଏହାକୁ ଅନୁମୋଦନ କରିଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମାମଲାର ବିଚାର ପାଇଁ ଫାଷ୍ଟ-ଟ୍ରାକ୍‌ କୋର୍ଟ…

ବେଆଇନ ଭାବେ ଟ୍ରେନ୍‌ ଟିକେଟ ବିକ୍ରି, ୭ ଗିରଫ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ବ୍ୟକ୍ତିଗତ ଆଇଆର୍‌ସିଟିସି ଆକାଉଣ୍ଟରେ ଟିକଟ କାଟି ବିକୁଥିବା ୭ ଜଣ ଏଜେଣ୍ଟଙ୍କୁ ଆର୍‌ପିଏଫ୍‌ ଗିରଫ କରିଛି। ଗତ ମାସ ୨୮ ତାରିଖରୁ ବୁଧବାର ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏମାନଙ୍କୁ ଧରାଯାଇଛି। ସେମାନେ ହେଲେ ନୀଳାଦ୍ରି…

ଆଜି କର୍ନାଟକ ଉପନିର୍ବାଚନ

ବେଙ୍ଗାଲୁରୁ,୫ା୧୨(ପି.ଟି.): କର୍ନାଟକ ବିଧାନସଭାର ୧୫ ଆସନ ଲାଗି ଗୁରୁବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଭୋଟକେନ୍ଦ୍ରଗୁଡିକରେ ପୋଲିଂ ପାର୍ଟି ଇଭିଏମ୍‌, ଭିଭିପିଏଟି ଧରି ପହଞ୍ଚତ୍ଛନ୍ତି। ୪୧୮୫ ଆସନରେ ଭୋଟଗ୍ରହଣ…

ଖଣ୍ଡଗିରି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପରେ ଭୁବନେଶ୍ୱରରେ ଲଜ୍ଜା। ଖଣ୍ଡଗିରି ଥାନାଞ୍ଚଳରେ ଜଣେ ଯୁବତୀଙ୍କୁ ହୋଇଛି ବଳାତ୍କାର। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରିବାର ଲୋକେ ଏନେଇ ଅଭିଯୋଗ କରିବା ପରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ…

ମନୀଷ ପାଣ୍ଡେଙ୍କ ବିବାହ ଭୋଜିରେ ଧୂମ୍‌ ନାଚିଲେ ଯୁବରାଜ

ମୁମ୍ବାଇ,୫।୧୨: କ୍ରିକେଟର୍‌ ମନୀଷ ପାଣ୍ଡେ ନିଜ ପ୍ରେମିକା ତଥା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଛନ୍ତି। ମୁମ୍ବାଇର ଏକ ଦ ଲୀଲା ରିସେପ୍ସନ୍‌ ପାର୍ଟି ଦେଇଛନ୍ତି। ଏହି ପାର୍ଟିରେ ଭାରତୀୟ କ୍ରିକେଟ ଦଳର ଅଧିକାଂଶ ସଦସ୍ୟ, ବଲିଉଡ୍‌ ଏବଂ…

କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି

ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ। ପରିବେଶକୁ ପରିସ୍କାର ରଖିବା ସହିତ ଗଁ।ରେ ସ୍ବାସ୍ଥ୍ୟଭିତ୍ତିକ ବାର୍ତ୍ତା ପହଞ୍ଚାଇବା। ସେହି ଅନୁସାରେ ବ୍ଲକ…

ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରୁ ଓହରିଲେ କମଲା ହାରିସ୍‌

ଓ୍ବାଶିଂଟନ,୫ା୧୨: ଭାରତୀୟ ବଂଶୋଦ୍ଭବ ଆମେରିକା ସିନେଟର କମଲା ହାରିସ୍‌ ଡେମୋକ୍ରାଟ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରୁ ଓହରିଯାଇଛନ୍ତି। ସେ ଜୋର୍‌ଦାର ପ୍ରଚାର ଆରମ୍ଭ କରିଥିଲେ ହେଁ ପାଣ୍ଠି ଅଭାବରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ଗଭୀର ଦୁଃଖ ଓ କୃତଜ୍ଞତା ସହ ନିର୍ବାଚନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri