Home Left

କେଜ୍‌ରିଓ୍ବାଲ କହିଲେ ବାହାର ଲୋକ କାମ

ନୂଆଦିଲ୍ଲୀ,୨୭ା୨: ଉତ୍ତର-ପୂର୍ବ ଦିଲ୍ଲୀରେ ଦିଲ୍ଲୀବାସୀ ହିଂସା ଭିଆଇନାହାନ୍ତି। ସେମାନେ ଶାନ୍ତି ଚାହାନ୍ତି। ଯାହାକିଛି ଘଟିଛି ସେଥିରେ ‘ଆମ୍‌ ଆଦ୍‌ମୀ’ଙ୍କ ଭୂମିକା ନାହିଁ, ଏହା ପଛରେ ବାହାର ଲୋକଙ୍କ ହାତ ରହିଛି। ଅସାମାଜିକ ତତ୍ତ୍ୱ, ରାଜନୈତିକ ଓ ବାହାର ଲୋକ ଏପରି କରିଛନ୍ତି।…

ଆଗ୍ରହୀ ମହିଳା ସରୋଗେଟ ମାଆ ହୋଇପାରିବେ

ନୂଆଦିଲ୍ଲୀ,୨୭ା୨: ଏଣିକି କେବଳ ସମ୍ପର୍କୀୟା ନୁହନ୍ତି, ଯେକୌଣସି ଆଗ୍ରହୀ ମହିଳା ସରୋଗେଟ ମାଆ ହୋଇପାରିବେ। କେନ୍ଦ୍ର କ୍ୟାବିନେଟ ବୁଧବାର ସରୋଗେସୀ(ରେଗୁଲେଶନ) ବିଲ୍‌, ୨୦୨୦କୁ ଅନୁମୋଦନ କରିଛି। ଏହି ସେବାକୁ ନିୟନ୍ତ୍ରଣ କରିବା ଲାଗି ଅଣାଯାଇଥିବା ବିଧେୟକ ଅନୁଯାୟୀ ଆଗ୍ରହୀ ବିଧବା ଓ…

ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍‌ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ଘରୋଇ ଗାଡ଼ିକୁ କିଛିଦିନ ପାଇଁ ଅଧିଗ୍ରହଣ କରାଯାଉଛି। ନିୟୋଜିତ…

ଲାଗିଲା ମମତା ବିରୋଧୀ ପୋଷ୍ଟର

ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଛା ଚାଲିଛି। ତେବେ ବୁଧବାର ପଶ୍ଚିମବଙ୍ଗ…

ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ

ନିମାପଡ଼ା ,୨୭ା୨(ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ପରୀକ୍ଷାକେନ୍ଦ୍ରରେ ୧୮୩ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବା ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ…

ବିହନ ଉତ୍ପାଦନ କ୍ଷେତ୍ରରେ ହରିଶ୍ଚନ୍ଦ୍ରଙ୍କ ଅବଦାନ ଅତୁଳନୀୟ

ରଘୁନାଥପୁର,୨୭ା୨ (ଡି.ଏନ.ଏ.): ଏହି ବ୍ଲକ ରେଢୁଆ ନୂଅଗାଡ଼ସ୍ଥିତ ଗୋରଖନାଥ କୃଷକ ମହାସଂଘ ପରିସରରେ କୃଷି ଓ କୃଷକଙ୍କ ପାଇଁ କାର୍ଯ୍ୟ କରୁଥିବା ଲାଲ(ଲିଭ ଆଣ୍ଡ ଲେଟ୍‌ଲିଭ୍‌)ର ପଥ ପ୍ରଦର୍ଶକ ସ୍ବାଗତ ହରିଶ୍ଚନ୍ଦ୍ର ଭୂୟଁ।ଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି।…

ଘରତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି

ବାରଙ୍ଗ,୨୭ା୨(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମମୁଣ୍ଡରେ ଥିବା ସିଏସ୍‌ଏସ୍‌ ହୋମ ଆପାର୍ଟମେଣ୍ଟର ୩୦୧ରୁମରୁ ମଙ୍ଗଳବାର ରାତିରେ ଘରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଚୋରମାନେ ଘରୁ ୧୦୦ ଗ୍ରାମର…

ମନ ମୋହିଲା ନାଟକ ରଙ୍ଗ ବଦଳେ

ପୁରୀ ଅଫିସ,୨୭ା୨: ପରିବର୍ତ୍ତିତ ସମାଜରେ ସମୟାନୁସାରେ ସବୁ କିଛି ବଦଳିଥାଏ। କିଏ ନିଜର ସ୍ବାର୍ଥ ଲାଗି ତ ଆଉ କିଏ ପରିବାର ଏବଂ କିଏ ସାମୂହିକ ଦୃଷ୍ଟିରୁ ପରିବର୍ତ୍ତିତ ହୋଇଥାନ୍ତି। ବିଭିନ୍ନ ସମୟରେ ମନୁଷ୍ୟ ନିଜର ରଙ୍ଗ ବଦଳାଇଥାଏ। ବୁଧବାର ଅନ୍ନପୂର୍ଣ୍ଣା…

ପୁରୀ ରେଳ ଷ୍ଟେଶନ ସାଜିଛି ମାନବ ଚାଲାଣର ମାଧ୍ୟମ

ପୁରୀ ଅଫିସ,୨୭ା୨: ଓଡ଼ିଶାର ଆଦିବାସୀ ଅଞ୍ଚଳଗୁଡ଼ିକରୁ ବାହାର ରାଜ୍ୟକୁ ମାନବଚାଲାଣ କରାଯାଉଛି। ଏ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଉଛି। ଟ୍ରେନରେ ମାନବ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ଉଠିଛନ୍ତି। ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ପ୍ରଭୃତି ଅଞ୍ଚଳରୁ ନାବାଳିକା,…

ପୁରୀ ସମୁଦ୍ରରେ ଡଲ୍‌ଫିନ୍‌

ପୁରୀ ଅଫିସ,୨୭ା୨: ପୁରୀ ସମୁଦ୍ରରେ ବୁଧବାର ସକାଳେ ୩ଟି ଡଲ୍‌ଫିନ ଦେଖାଯାଇଛନ୍ତି। ଉପକୂଳଠାରୁ ମାତ୍ର ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିବାରୁ ପର୍ଯ୍ୟଟକମାନେ ଦେଖି ବେଶ୍‌ ଖୁସି ହୋଇଥିଲେ। ସକାଳ ପ୍ରାୟ ୯ଟା ସମୟରେ ମଙ୍ଗଳା ମୁହାଣ ପଟୁ ୩ଟି…

ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ ବୁଧବାର ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ମହାଆଡ଼ମ୍ବରରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ସିନେମା ଏବଂ ରାଜନୀତି ଜଗତର ଜଣାଶୁଣା…

ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲିଥିଲା କଂକ୍ରିଟ୍‌ ଖଣ୍ଡ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲି ରହିଥିଲା ବଡ଼ କଂକ୍ରିଟ୍‌ ଖଣ୍ଡ। ତଳେ ଯାତାୟାତ ଚାଲିଥିବାବେଳେ ମୁଣ୍ଡ ଉପରେ ଚାହିଁ ରହିଥିଲା ବଡ଼ ବିପଦ। ନା ଥିଲା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନଜର, ନା ତଦାରଖ ଦାୟିତ୍ୱରେ ଥିବା ଅଧିକାରୀଙ୍କର। ଆନ୍ଧ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?