Home Left

ନାବାଳିକାଙ୍କୁ ଅସଦାଚରଣ: ଅଭିଯୋଗ, ଯୁବକ ଗିରଫ

ଆଳି, ୫।୧୨ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ବାଳକାଟି ଅଞ୍ଚଳର ହରିଶ୍ଚନ୍ଦ୍ର ଦାସଙ୍କ ପୁଅ ଲିଟୁଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମଙ୍ଗଳବାର ନାବାଳିକାଙ୍କ ବାପା ଆଳି ଡାକ୍ତରଖାନା ଯାଇଥିବା ବେଳେ ଲିଟୁ…

ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼

ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ ଡିନାମାଇଟ୍‌ ଲଗାଇ ବିସ୍ଫୋରଣ କରାଯାଇ ପଥର ଚାଲାଣ ହେଉଛି। ଫଳରେ କଳା ମୁଗୁନି ପଥରର…

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ପ୍ରତିକାର ବ୍ୟବସ୍ଥା କରା ଯାଉନାହିଁ।…

ଗୁଜରାଟ ସରକାରଙ୍କ ଘୋଷଣା: ସହରରେ ହେଲ୍‌ମେଟ ପିନ୍ଧିବା ଇଚ୍ଛାଧୀନ

ଅହମଦାବାଦ,୫ା୧୨: ନୂଆ ମୋଟରଯାନ ଆଇନ, ୨୦୧୯କୁ ସାରା ଦେଶରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଉଦ୍ୟମ ଚାଲିଥିବାବେଳେ ଭାଜପା ଶାସିତ ଗୁଜରାଟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବାଇକ୍‌ ଆରୋହୀଙ୍କ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ହେଲ୍‌ମେଟକୁ ରାଜ୍ୟର ସହରଗୁଡ଼ିକରେ ଇଚ୍ଛାଧୀନ…

ଜେଲ୍‌ରୁ ମୁକୁଳିଲେ ପି. ଚିଦାମ୍ବରମ

ନୂଆଦିଲ୍ଲୀ,୫ା୧୨(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟ ଜାମିନ ମଞ୍ଜୁର କରିବା ପରେ ବୁଧବାର ରାତିରେ ସେ ଜେଲ୍‌ରୁ ମୁକୁଳିଛନ୍ତି। ବରିଷ୍ଠ କଂଗ୍ରେସ ନେତାଙ୍କୁ ଜାମିନରେ ଛାଡ଼ିଲେ ସେ ସାକ୍ଷୀଙ୍କୁ ପ୍ରଭାବିତ କରିବା ସହ ପ୍ରମାଣ…

ପୋଲିସ କାର୍‌ରେ ଛାତ୍ରୀଙ୍କୁ ଗଣବଳାତ୍କାର: ସିଆର୍‌ପିଏଫ୍‌ ଯବାନଙ୍କ ସମେତ ୪ ଗିରଫ

ନୂଆଦିଲ୍ଲୀ, ୫ା୧୨:ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ଏହାକୁ ନେଇ ଦେଶବ୍ୟାପୀ ଅଭିଯୁକ୍ତଙ୍କ ବିରୋଧରେ ଜନଆକ୍ରୋଶ ଦେଖିବାକୁ ମିଳିଥିବାବେଳେ ଏବେ ଉତ୍ତରପ୍ରଦେଶର ମିର୍ଜାପୁରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରାଯାଇ କାର୍‌ ଭିତରେ ଗଣବଳାତ୍କାର କରାଯାଇଥିବା ଘଟଣା…

ଜଳବାୟୁ ପରିବର୍ତ୍ତନର ପ୍ରଭାବ: ରାଜ୍ୟରେ ଶୀତ ଦୁର୍ବଳ

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): କ।ର୍ତ୍ତିକ ଯାଇ ମାର୍ଗଶିର ମାସ ଶେଷ ହେବାକୁ ବସିଲାଣି। ଶୀତର ଦେଖା ନାହିଁ। କେବଳ ସହର ନୁହେଁ, ଗାଁ ଗଣ୍ଡାରେ ମଧ୍ୟ ଶୀତ ଏକ ପ୍ରକାର ହଜିଗଲାଣି। ଆଉ ହାଡ଼ଭଙ୍ଗା ଶୀତ ନାହିଁ। ସହରରେ ଏସି ଓ…

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର । ମାତ୍ର ସେଦିନ ପଣ୍ଡୁ ପୂର୍ଣ୍ଣମୀ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଥିବାରୁ ଖଣ୍ଡପଡା…

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା ହେବ ବୋଲି କୁହାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଧାନ ବେପାରୀ (ଦଲାଲ) ମାନେ…

ମାଷ୍ଟର ମାଇଣ୍ଡଙ୍କ ସମେତ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ/ଦିଗପହଣ୍ଡି, ୫ା୧୨(ଡି.ଏନ.ଏ.)-ବ୍ରହ୍ମପୁର ଅବକାରୀ ବିଭାଗ ଷ୍ଟ୍ରାଇକିଂ ଫୋର୍ସ ଓ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା-ଭୀଷ୍ମଗିରି ଛକ କପିଳେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଥିବା ସ୍ବାଧୀନ ହୋମିଓପାଥି ଦୋକାନରୁ ୫ପେଟିରେ ଥିବା ପ୍ରାୟ ୧୨୦ନକଲି ବିଦେଶୀ ମଦ…

ମୁକୁଳିଲେ ୪୨ ନିର୍ଯାତିତ ଦାଦନ: ଖାଦ୍ୟ କି ଦରମା ମିଳୁ ନ ଥିଲା

ବ୍ରହ୍ମପୁର ଅଫିସ୍‌,୫ା୧୨-କର୍ନାଟକରେ ୩ ମାସ ହେଲା ଦରମା କିମ୍ବା ଖାଦ୍ୟ ନ ପାଇ ନିର୍ଯାତିତ ହେଉଥିବା ୪୨ ଶ୍ରମିକ ନିଜସ୍ବ ଉଦ୍ୟମରେ ଘରକୁ ଫେରିଛନ୍ତି। ମଙ୍ଗଳବାର ରାତିରେ ଏକ ଟ୍ରେନ୍‌ରେ ବ୍ରହ୍ମପୁରରେ ପହଞ୍ଚିଥିଲେ। ବୁଧବାର ଶ୍ରମ ଅଧିକାରୀଙ୍କୁ ସାକ୍ଷାତ କରି ସେମାନଙ୍କ…

୨ ବର୍ଷ ପରେ ବି ଚାଷୀଙ୍କୁ ମିଳିନି ଗଭୀର ନଳକୂପ

ଚମ୍ପୁଆ, ୫ା୧୨(ଡି.ଏନ.ଏ)- ଚମ୍ପୁଆ ଉଠାଜଳସେଚନ ବିଭାଗରେ ଦୁଇ ବର୍ଷ ତଳୁ ଗଭୀର ନଳକୂପ ପାଇଁ ଆବେଦନ କରିଥିବା ଚାଷୀମାନେ ବର୍ତ୍ତମାନ ସୁଦ୍ଧା ନଳକୂପ ପାଇ ନ ଥିବା ଜଣାଯାଇଛି। ଫଳରେ ଚାଷ ଓ ଚାଷୀ ଉଭୟ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri