Home Left

ମରାମତି ନାମରେ ଲୁଟ୍‌, ହେଉନି ତଦନ୍ତ

ଚଣ୍ଡିଖୋଲ,୨୭ା୨(ଡି.ଏନ.ଏ): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି ନାମରେ ବ୍ୟାପକ ହରିଲୁଟ ଚାଲିଛି। ଯେଉଁ ରାସ୍ତାକାମ ଟେଣ୍ଡର ଜରିଆରେ ହୋଇଛି, ତାହା ପୁଣି ଏଫ୍‌-୨ ଜରିଆରେ କରାଯାଇ କୋଟି କୋଟି ଟଙ୍କା…

ଅନେକ କେନ୍ଦ୍ରରେ ଝୁଲୁଥିଲା ତାଲା

ଯାଜପୁର ଟାଉନ,୨୭ା୨(ଡିଏନଏ): ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଅଚାନକ ଗସ୍ତ ସମୟରେ ଜିଲା ସଦର ମହକୁମା ନିକଟସ୍ଥ ଅକରପଡାରେ ଥିବା ରାମକୃଷ୍ଣ ପ୍ରାଣୀ ଚିକିତ୍ସା ସହାୟତା କେନ୍ଦ୍ର ପୂର୍ବାହ୍ନ ୯.୫୦ ପର୍ଯ୍ୟନ୍ତ ଖୋଲି ନ ଥିଲା। ଏହି…

ମାର୍ଚ୍ଚ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୭ା୨(ଡିଏନଏ): ଯାଜପୁରର ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ବୁଧବାର ଦଶରଥପୁର ବ୍ଲକର ଅକରପଡା ଓ ବିରଜାପୁର ପଞ୍ଚାୟତ ଗସ୍ତ କରି ବିଭିନ୍ନ ସରକାରୀ ଅନୁଷ୍ଠାନ ଅନୁଧ୍ୟାନ କରିଛନ୍ତି। ପଞ୍ଚାୟତିରାଜ ବିଭାଗ ଅଧୀନ ବିଭିନ୍ନ ପ୍ରକଳ୍ପଗୁଡିକର ନିର୍ମାଣ…

ପଙ୍କପାଳ ବାଲି ଖାଦାନରୁ ରାଜସ୍ବ ଲୁଟ୍‌: କାମ ଦେଉନି ଏନ୍‌ଜିଟି ନିର୍ଦ୍ଦେଶ

ଯାଜପୁର ଅଫିସ,୨୭ା୨: ଯାଜପୁର ଜିଲା ଦାନଗଦୀ ତହସିଲ ଅନ୍ତର୍ଗତ ପଙ୍କପାଳ ମୌଜାର ଖାତା ନମ୍ବର ୨୨୪, ପ୍ଲଟ ନମ୍ବର ୧୦୭୫ ଓ ୧୦୮୯ ବ୍ରାହ୍ମଣୀ ନଦୀ ବାଲି, ପଙ୍କପାଳ ସୈରାତ ଉତ୍ସରୁ ପ୍ରତିଦିନ ବେଆଇନ ବାଲି ଉତ୍ତୋଳନ ହେଉଛି। ବାଲି ଉତ୍ତୋଳନରେ…

ଜାତୀୟ ରାଜପଥ ଅବରୋଧ କଲେ ଚାଷୀ: ମଣ୍ଡିରେ ଧାନ କିଣାରେ ବିଳମ୍ବ ନେଇ ଅସନ୍ତୋଷ

ବିରିଡି (ଡି.ଏନ୍‌.ଏ.)/ବାଲିଆ, ୨୭।୨: ବିରିଡ଼ି ବ୍ଲକ ଅଧୀନ ଉତ୍ତରଶାସନ ସମବାୟ ସମିତିରେ ଧାନକିଣାରେ ବିଳମ୍ବ ନେଇ ବୁଧବାର ଚାଷୀମାନେ କନ୍ଦରପୁର-ନୂଆଗଁ। ୫୫ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଜୀକୃତ ଚାଷୀମାନେ ୨ ମାସ ଧରି ମଣ୍ଡି ବାହାରେ ଧାନ ପକାଇ…

ଇ-ଅଫିସ ପରିସରଭୁକ୍ତ ହେଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୨: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରେ ଏବେ ଇ-ଅଫିସ୍‌ ପରିସରଭୁକ୍ତ ହୋଇଛି ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ। ଏଣିକି ଏହି କାର୍ଯ୍ୟାଳୟର ସମସ୍ତ ଫାଇଲପତ୍ର କାମ ଇ-ଅଫିସ ମାଧ୍ୟମରେ ପରିଚାଳିତ ହେବ। ଏହାଦ୍ୱାରା କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଅଣାଯିବା ସହ ସମୟ…

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ବେଆଇନ ନାମଲେଖା ପ୍ରସଙ୍ଗ: ୨ ଡିଇଓ ବହିଷ୍କୃତ, ଜଣେ ଅଧ୍ୟାପକଙ୍କ ଦରମା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୭ା୨: ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟରେ ୨୦୧୫ରୁ ୨୦୧୮ ମସିହା ମଧ୍ୟରେ ଯୁକ୍ତ ତିନି ଶିକ୍ଷାଲାଭ ସହ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ମାଇଗ୍ରେସନ୍‌ ସାର୍ଟିଫିକେଟ୍‌ ମିଳିପାରି ନ ଥିଲା। ଯେଉଁ କାରଣରୁ…

ପଲିଥିନ ତଳେ ବିତୁଛି ଜୀବନ

ବାରିପଦା ଅଫିସ, ୨୭ା୨- ପକ୍କା ଘର ଖଣ୍ଡିଏ ପାଇଁ ଯେତେ ଗୁହାରି କଲେ ବି ଘରଟିଏ ମିଳିଲା ନାହିଁ। ଭାଗ୍ୟକୁ ଆଦରି ଟାଇଲ ଛପର ଘରେ ରହି ଆସୁଥିଲେ। ହେଲେ ୨ ବର୍ଷ ତଳେ ଉକ୍ତ ଘରଟି ଭାଙ୍ଗି ଯାଇଥିଲା। ଏହା…

ଚଣା, ମୁଗ ଅମଳରେ ବର୍ଷା ବାଧକ

ବୋଲଗଡ଼,୨୭ା୨(ଡି.ଏନ.ଏ.): ଜମିରୁ ଅମଳ ହେବାକୁ ଥିବା ପାଚିଲା ଚଣା ମୁଗ ଫସଲ ପାଇଁ ଅଦିନିଆ ବର୍ଷା ବାଧକ ସାଜିଛି। ଯେଉଁ ଜମିରେ ଆଗୁଆ ମୁଗ ଚଣା ଫସଲ ହୋଇଥିଲା ତାହା ଅମଳ ହେବାକୁ ସମୟ ଆସିଯାଇଛି। ଏହି ସମୟରେ ବର୍ଷା ହେବା…

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର ଲୋକଙ୍କଠାରୁ ୨୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଲୋକଙ୍କ ପାଖରୁ ସିଧାସଳଖ ଅର୍ଥ…

ମହିଳାଙ୍କୁ ହତ୍ୟା ଧମକ

ଗୋପାଳପୁର,୨୬ା୨: କାନ୍ଥକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଜଣେ ମହିଳାଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ଦେଇଥିବା ଗୋପାଳପୁର ଥାନାରେ ବୁଧବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ଘର କାନ୍ଥକୁ ନେଇ ଗୋପାଳପୁର ଏନ୍‌ଏସି ଅଞ୍ଚଳ ନୂଆସାହିର ପ୍ରିୟଙ୍କା…

ଗଣିତରେ କପି କରି ଧରାପଡ଼ିଲେ ୨୮ ପରୀକ୍ଷାର୍ଥୀ

ଢେଙ୍କାନାଳ ଅଫିସ, ୨୬ା୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷାରେ ବୁଧବାର ଗଣିତ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଜିଲାରେ ୨୮ ଜଣ ପରୀକ୍ଷାର୍ଥୀ କପି କରି ଧରାପଡ଼ିଛନ୍ତି। ଜିଲା ଶିକ୍ଷା ଅଧିକାରୀଙ୍କ ସ୍ବତନ୍ତ୍ର ସ୍କ୍ବାଡ୍‌ ହାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?