Home Left

ଯାଆଁଳା ହାଇସ୍କୁଲର ଷଷ୍ଠ ଶ୍ରେଣୀ ପିଲା କହିପାରିଲାନି ପଣିକିଆ, ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ୍‌କୁ ବୁଧବାର ଅଚାନକ ଗସ୍ତ କରିଛନ୍ତି। ଏହି ଅବସରରେ ସେ ପ୍ରଥମେ ଜଟଣୀ ବିଇଓ ଅଫିସରେ ପହଞ୍ଚିଥିଲେ। ସେଠାରେ ଅନୁପସ୍ଥିତ ଥିବା କାରଣରୁ ୪ଜଣଙ୍କୁ ନୋଟିସ…

ରୋନାଲ୍ଡୋଙ୍କୁ ୬ଷ୍ଠ ବାଲୋନ ଡି’ଅର ପୁରସ୍କାରରୁ ବଞ୍ଚିତ କରିଥିଲା ମାଡ୍ରିଡ୍‌

ପ୍ୟାରିସ,୪ା୧୨- ଚଳିତବର୍ଷର ଶ୍ରେଷ୍ଠ ଫୁଟବଲର ବାଲୋନ ଡି’ଅର ସମ୍ମାନ ଆର୍ଜେଣ୍ଟିନାର ଲିଓନେଲ ମେସି ହାତେଇବା ପରେ ଜୁଭେଣ୍ଟସର ଅଭିଜ୍ଞ ଡିଫେଣ୍ଡର ଗିର୍ଗିଓ ଚିଲିନି ଏକ ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି। ଗତବର୍ଷ ୨୦୧୮ର ବାଲୋନ ଡି’ଅର ପୁରସ୍କାର ପତ୍ତୁର୍ଗାଲର ରୋନାଲ୍ଡୋଙ୍କୁ ମିଳିବାର ଥିଲା।…

ହରିୟାଣା ଉପ ମୁଖ୍ୟମନ୍ତ୍ରୀଙ୍କ କକାଙ୍କ ଫାର୍ମ ହାଉସ୍‌ରେ ଇଡିର ଚଢ଼ାଉ

ଚଣ୍ଡିଗଡ,୪।୧୨: ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲାଙ୍କ କକା ତଥା ଇଣ୍ଡିଆନ ନ୍ୟାସନାଲ ଲୋକଦଳ(ଆଇଏନ୍‌ଏଲ୍‌ଡି) ନେତା ଅଭୟ ଚୌଟାଲାଙ୍କ ଫାର୍ମ ହାଉସ୍‌ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଚଢ଼ାଉ। ବୁଧବାର ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ସିର୍ସାସ୍ଥିତ ତାଙ୍କ ତେଜାଖେଡା ଫାର୍ମ ହାଉସ୍‌ରେ…

ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷାଙ୍କୁ ନଜରବନ୍ଦୀ ଘଟଣା: କର୍ମଚାରୀ ସଂଘ ସହ ଚାଲିଛି ଆଲୋଚନା

କଳିଙ୍ଗନଗର,୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସର ବକେୟା ଦରମା ପାଇ ନ ଥିବାରୁ ଗତ ମଙ୍ଗଳବାର ସକାଳୁ ମୈଥାନ କାରଖାନା ଅଧ୍ୟକ୍ଷା ରୀତା ସିଂଙ୍କୁ ପ୍ରାୟ ୩ ଶହରୁ…

ଗୋଟିଏ ଫଟୋରେ ୭୩୫ ନଟ୍‌ ଆଉଟ

ଆଡିଲେଡ୍‌,୪ା୧୨- ଚଳିତ ସପ୍ତାହକୁ ଜୀବନରେ କଦାପି ଭୁଲି ପାରିବେ ନାହିଁ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର। ବାମହାତୀ ବ୍ୟାଟ୍ସମ୍ୟାନ କ୍ୟାରିୟରର ପ୍ରଥମ ଥର ପାଇଁ ତ୍ରିଶତକ ହାସଲ କରିଥିଲେ। ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୩୩୫ ରନ୍‌ର…

ପରିବା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୫ ଦୋକାନ, ନଗଦ ଏକ ଲକ୍ଷ ଟଙ୍କା

ପୋଲସରା, ୪।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିଠାରେ ଥିବା ପରିବା ମାର୍କେଟରେ ବୁଧବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁଶାନ୍ତ କୁମାର ସାହୁ, ସୁଦର୍ଶନ ପ୍ରଧାନ, ଶ୍ରୀମତୀ କୁମାରୀ ସାହୁ, ନାରାୟଣ ପ୍ରଧାନ ଓ ପ୍ରମୋଦ ପ୍ରଧାନଙ୍କ ୫ଟି ଦୋକାନ ଘର…

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କୁ ସମର୍ଥନ କଲା ଶିବସେନା

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବୁଧବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିଲ୍‌କୁ କଂଗ୍ରେସ ସମେତ କିଛି ଦଳ ବିରୋଧ କରୁଥିବା ଜଣାପଡ଼ିଛି। କିନ୍ତୁ କଂଗ୍ରେସ ସହ ମହାରାଷ୍ଟ୍ରରେ ସରକାର ଗଢ଼ିଥିବା ଶିବସେନା ଏହାକୁ ସମର୍ଥନ କରିଛି।…

୧୯ ବର୍ଷରୁ କମ୍‌ ପାକିସ୍ତାନ ଦଳରେ ଜାତୀୟ ସିନିୟର ଖେଳାଳି

କରାଚୀ,୪ା୧୨- ଆସନ୍ତାବର୍ଷ ଜାନୁୟାରୀରେ ଦକ୍ଷିଣ ଆଫ୍ରିକାରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌। ଏଥିଲାଗି ପିସିବି ପକ୍ଷରୁ ପାକିସ୍ତାନ ଦଳ ଘୋଷିତ ହୋଇଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ନସିମ ଶାହ। ୧୬ ବର୍ଷୀୟ…

ଅଜିତ ଅଗରକରଙ୍କ ଏହି ରେକର୍ଡ ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବୋଲର ଭାଙ୍ଗିପାରିନାହାନ୍ତି

ଭାରତୀୟ ଦଳର ପୂର୍ବତନ ବୋଲର୍‌ ଅଜିତ ଅଗରକର ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ମସିହା ଡିସେମ୍ବର ୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅଜିତ ଅଗରକର କ୍ରିକେଟରେ ଏଭଳି ଏକ ରେକର୍ଡ ହାସ କରିଥିଲେ ଯାହା କୌଣସି ଭାରତୀୟ…

ଏସବୁ ଯୋଗୁ ଛୋଟ ପିଲାଙ୍କଠାରେ ଦେଖାଦେଇଥାଏ ଡାଇବେଟିସ୍‌…

ନୂଆଦିଲ୍ଲୀ: କେତେକ କାରଣରୁ ଛୋଟ ପିଲାଙ୍କଠାରେ ଡାଇବେଟିସ୍‌ ଆଶଙ୍କା ଦେଖାଦେଇଥାଏ। ତେବେ ସଚେତନ ହୋଇ ସେସବୁଠାରୁ ଦୂରେଇ ରହିଲେ ଛୋଟ ପିଲାଙ୍କ ସ୍ବାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। କିଛି ପିଲା ଆବଶ୍ୟକତାଠାରୁ ଅଧିକ ଖାଦ୍ୟ ଖାଇଥାନ୍ତି। ଏହା ଦ୍ୱାରା ସେମାନଙ୍କଠାରେ…

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ ୪ଜଣ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ ଯୁବକଙ୍କୁ ଅଟକ ରଖାଯାଇଛି। ଭବାନୀପାଟଣାର ନକଟିଗୁଡା…

ମୁମ୍ବାଇର ବର୍ସୋବା ବିଚ୍‌ ସଫା କଲେ ସ୍ବିଡେନ୍‌ ରାଜ ଦମ୍ପତି

ମୁମ୍ବାଇ,୪।୧୨: ସ୍ବିଡେନ୍‌ ରାଜ ଦମ୍ପତି କାର୍ଲ ଗୁସ୍ତାଫ ଏବଂ ସିଲବିୟା ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ସେମାନେ ବର୍ସୋବା ବିଚ୍‌ ଭ୍ରମଣ ସମୟରେ ସେଠାରେ ଏକ ସ୍ବଚ୍ଛତା ଅଭିଯାନରେ ଅଂଶଗ୍ରହଣ କରିଛନ୍ତି। ରାଣୀ ସିଲବିୟା ଏବଂ ରାଜା ଗୁସ୍ତାଫ ସେଠାରେ ବିଚ୍‌ ସଫା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri