Home Left

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା ବେଲପଡ଼ା ଅଞ୍ଚଳରୁ ୨୦୦୦ ବୋତଲ କଫ୍‌ ସିରପ୍‌ ଜବତ କରାଯାଇଛି। ଘଟଣାରେ ୨…

‘କେବେ ବି ନଗ୍ନ ଫଟୋ ଶୁଟ୍‌ କରିନି’

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଫିଲ୍ମ ନିର୍ମାତା ଇମ୍‌ତିୟାଜ୍‌ ଅଲୀଙ୍କ ସୁପର୍‌ହିଟ ଫିଲ୍ମ ‘ରକ୍‌ଷ୍ଟାର୍‌’ରୁ ଡେବ୍ୟୁ କରିଥିବା ଆମେରିକାନ୍‌ ମଡେଲ ତଥା ଅଭିନେତ୍ରୀ ନର୍ଗୀସ୍‌ ଫଖ୍‌ରି ଏବେ ଚର୍ଚ୍ଚାରେ। ଏକ ସାକ୍ଷାତ୍‌କାରରେ କିଛି ଚାଞ୍ଚଲ୍ୟକର ବୟାନ୍‌ ଦେଇଥିବାରୁ ନର୍ଗୀସ୍‌ଙ୍କୁ ନେଇ ଚର୍ଚ୍ଚା ଜୋର୍‌…

ସିଗାରେଟ୍‌ଠାରୁ ବି ଅଧିକ କ୍ଷତିକାରକ ଏହି ଧୂଆଁ…

ନୂଆଦିଲ୍ଲୀ: ସିଗାରେଟ୍‌ ଟାଣିବା ଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଇଥାଏ। ତେବେ ସିଗାରେଟ୍‌ଠାରୁ ମଧ୍ୟ ଅଧିକ କ୍ଷତି କାରକ ସାବ୍ୟସ୍ତ ହୋଇଥାଏ ମଶାଧୂପ। ମଶାଦାଉରୁ ରକ୍ଷା ପାଇବା ପାଇଁ କେତେକ ଘରେ ମଶାଧୂପ ଜଳାଇଥାନ୍ତି। ଏହା ଦ୍ୱାରା ମଶା ସାମୟିକ ଭାବେ…

ରିମାଣ୍ଡରେ ଆସିବେ ପୁରୀ ଗଣବଳାତ୍କାର ଅଭିଯୁକ୍ତ, ପୀଡ଼ିତାଙ୍କୁ ମିଳିବ ୫ଲକ୍ଷ ଟଙ୍କାର ସହାୟତା: ଏସ୍‌ପି

ପୁରୀ ଅଫିସ,୪।୧୨: ପୁରୀ ଗଣବଳାତ୍କାର ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ। ଜେଲରେ ଥିବା ୨ ଅଭିଯୁକ୍ତଙ୍କୁ ୭ ଦିନ ରିମାଣ୍ଡ ପାଇଁ ଆବେଦନ କରାଯିବ ବୋଲି ବୁଧବାର ଏସ୍‌ପି ଉମାଶଙ୍କର ଦାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଘଟଣାର ତଦନ୍ତ…

ଅବୁଝା ବିଲେଇର ମନ ମାନଚିତ୍ର

ଓଣ୍ଟାରିଓ: ଗୃହପାଳିତ ପ୍ରାଣୀ ବିଲେଇଙ୍କୁ କିଏ ବା ନ ଜାଣେ। କେଉଁ ଆବହମାନ କାଳରୁ ଏହି ପୋଷା ଜୀବ ମଣିଷ ସହିତ ରହିଆସିଛି। ହେଲେ ବିଲେଇର ମନ କିପରି ଅଛି, ସେ ଖୁସି ଅଛି ନା ଦୁଃଖୀ ଏକଥା ଜାଣିବା ବହୁତ…

ପୁରୀ ଗଣବଳାତ୍କାର ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି: ଛାତ୍ର କଂଗ୍ରେସ ପକ୍ଷରୁ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୁବନେଶ୍ୱର ସରକାରୀ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଛାତ୍ର କଂଗ୍ରେସର ଟମାଟୋ ମାଡ଼ କରାଯାଇଥିବା ସୂଚନା ମିଳିଛି।…

ଟୋଲ୍‌ ଫ୍ରି ନମ୍ବରକୁ ୨୪ ହଜାର କଲ୍‌

ଟୋକିଓ: ଗ୍ରାହକଙ୍କ ଅଭିଯୋଗ ଶୁଣିବା ଓ ଏହାର ସମାଧାନ ଦିଗରେ ସୂଚନା ପ୍ରଦାନ ପାଇଁ କମ୍ପାନୀଗୁଡ଼ିକ ଟୋଲ୍‌ ଫ୍ରି ନମ୍ବରର ସୁବିଧା ଯୋଗାଇ ଦେଇଥାଆନ୍ତି। ଏହି ନମ୍ବରକୁ ଫୋନ୍‌ କଲେ ଗ୍ରାହକଙ୍କୁ କୌଣସି ଶୁଳ୍କ ଦେବାକୁ ପଡ଼ି ନ ଥାଏ। ହେଲେ…

ଜାଗ୍ରତ ପ୍ରହରୀ ନୌସେନା

ପ୍ରତିରକ୍ଷା କ୍ଷେତ୍ରରେ ଭାରତୀୟ ନୌସେନାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାର ସଫଳତା ଓ ଉଲ୍ଲେଖନୀୟ କାର୍ଯ୍ୟକୁ ମନେ ପକାଇବା ଲାଗି ପ୍ରତିବର୍ଷ ୪ ଡିସେମ୍ବରରେ ନୌସେନା ଦିବସ ପାଳନ କରାଯାଉଛି। ଦେଶର ଉପକୂଳକୁ ବାହ୍ୟଶତ୍ରୁଙ୍କ ଆକ୍ରମଣରୁ ରକ୍ଷା କରିବାରେ ନୌସେନା ପ୍ରମୁଖ…

ଚାଇନା ମାଟି କାରଖାନାରେ ବିସ୍ଫୋରଣ: ୨୩ ଶ୍ରମିକ ମୃତ; ୧୩୦ରୁ ଅଧିକ ଆହତ

ଖାର୍ତୁମ୍‌,୪।୧୨: ସୁଦାନରେ ଏକ ଚାଇନା ମାଟି କାରଖାନାରେ ବିସ୍ଫୋରଣ ଘଟି ୨୩ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ରାଜଧାନୀ ଖାର୍ତୁମ ନିକଟରେ ଥିବା କାରଖାନାରେ ଏଭଳି ଘଟିଛି। ଏଥିରେ ୧୩୦ରୁ ଅଧିକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆହତଙ୍କୁ…

ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହେଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ସଦ୍ୟ ପ୍ରକାଶିତ ଆଇସିସିର ସଦ୍ୟତମ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ସେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌ଙ୍କୁ ପଛରେ ପକାଇଦେଇଛନ୍ତି। ୯୨୮ ଅଙ୍କ…

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟିର ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ପଣ୍ଡା, ଢେଙ୍କାନାଳ ଏମ୍‌ପି ମହେଶ…

ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୪ ଗୁରୁତର, ୬ ଆହତ

ପାଟଣା,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳି ପାଟଣା ରାସ୍ତାର ଜଡିଚାତର ନିକଟରେ ବୁଧବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡ଼ିଛି। ଫଳରେ ଅଟୋରେ ଥିବା ୧୦ ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଥିବା ବେଳେ ୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri