Home Left

କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ ହୋଇପାରେ। ଯଦି ଏହା ହୁଏ, ତେବେ ଏହା ୨୦୧୭ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କର…

ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍‌ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…

ଏହି ଦାବି ନେଇ ଟ୍ରାକ୍ଟର ମାଲିକଙ୍କ ମେଳି: କହିଲେ ମନ ଇଚ୍ଛା ଜରିମାନା ବନ୍ଦ କର, ନଚେତ୍‌…

ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ ପ୍ରଶାସନର ମନ ଇଚ୍ଛା ଜରିମାନାକୁ ବିରୋଧ କରି ଏକ ସଭା ଅନୁଷ୍ଠିତ ହୋଇଛି।…

ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ ୬ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ତାଙ୍କ…

କଲେଜ ଯାଉଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ କରି ୨ ବାଇକ ଆରୋହୀ ଫେରାର୍‌, ଚେତାଶୂନ୍ୟ ଅବସ୍ଥାରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ ଯୁବକ ଆକ୍ରମଣ କରି ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି। ଛାତ୍ରୀ ଜଣଙ୍କ ହେଲେ ପାଟପୁର…

ବ୍ଲାକ ବକ୍ସ ଉଦ୍ଧାର! ବାରାମତୀ ବିମାନ ଦୁର୍ଘଟଣାକୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଲା ବଡ଼ ଅପଡେଟ

ମୁମ୍ବାଇ,୨୯।୧: ବାରାମତୀ ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ମୃତ୍ୟୁରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ ସରକାର ତୁରନ୍ତ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଏବଂ ଏହାକୁ ସମ୍ପୂର୍ଣ୍ଣ, ସ୍ବଚ୍ଛ ଏବଂ…

ପ୍ରେମରେ ଅନ୍ଧ! ବିବାହକୁ ବିରୋଧ କଲେ ବାପା-ମାଆ, ବିଷ ଇଞ୍ଜେକ୍ସନ ଦେଇଦେଲେ ଝିଅ

ହାଇଦ୍ରାବାଦ,୨୯।୧: ତେଲେଙ୍ଗାନାର ଭିକାରାବାଦ ଜିଲାର ବାନ୍ଥରାମ ମଣ୍ଡଳରେ ଜଣେ ଯୁବତୀ ତାଙ୍କ ପିତାମାତାଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରେମ ବିବାହକୁ ବିରୋଧ କରିବାରୁ ହତ୍ୟା କରିଥିବା ସୂଚନା ରହିଛି । ପୋଲିସର କହିବା ଅନୁଯାୟୀ,…

T20 World Cup 2026ର ଫାଇନାଲିଷ୍ଟଙ୍କୁ ନେଇ ହେଲା ବଡ଼ ଭବିଷ୍ୟବାଣୀ, ଜାଣନ୍ତୁ କିଏ କାହାକୁ ବାଛିଲେ

ନୂଆଦିଲ୍ଲୀ,୨୯।୧: ଭାରତ କିମ୍ବା ଶ୍ରୀଲଙ୍କା ଜିତିଲେ ପୁରୁଷ T20 ବିଶ୍ୱକପ (T20 ବିଶ୍ୱକପ 2026) ର ୧୦ମ ସଂସ୍କରଣ ଐତିହାସିକ ହୋଇପାରେ। ଆଜି ପର୍ଯ୍ୟନ୍ତ, ଆୟୋଜକ ଦେଶ କେବେ ବି ଟାଇଟଲ ଜିତିନାହିଁ, ଏବଂ ଯଦି ଟିମ ଇଣ୍ଡିଆ ଜିତିଥାଏ, ତେବେ…

ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ

ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା…

Budget 2026: ‘ମୋଦି ଦେଶକୁ କପଟରେ ପରିପୂର୍ଣ୍ଣ ବାର୍ତ୍ତା ଦେଉଛନ୍ତି,’ ଅର୍ଥନୈତିକ ସର୍ଭେକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବର୍ଷିଲା କଂଗ୍ରେସ

ନୂଆଦିଲ୍ଲୀ,୨୯।୧: ଗୁରୁବାର କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଜେଟ ଅଧିବେଶନ ଉପରେ ମନ୍ତବ୍ୟକୁ ନେଇ ଆକ୍ରମଣ କରିଛି। ସେମାନେ କହିଛନ୍ତି ଯେ ପ୍ରତ୍ୟେକ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସେ ‘ଦେଶକୁ ତାଙ୍କର ସମାନ କପଟପୂର୍ଣ୍ଣ ବାର୍ତ୍ତା’ ଦିଅନ୍ତି। ଆଜିର…

କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର ସନ୍ଧ୍ୟାରେ ଆନନ୍ଦପଲ୍ଲୀରେ ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି ।…

ଶେଷ ହେବ କି କଂଗ୍ରେସ ସହ ମତଭେଦ? ରାହୁଲ ଗାନ୍ଧୀ-ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ଶଶି ଥରୁର

ନୂଆଦିଲ୍ଲୀ,୨୯।୧: କଂଗ୍ରେସ ଦଳ ସହିତ ଉତ୍ତେଜନାର କଳ୍ପନାଜଳ୍ପନା ମଧ୍ୟରେ, ତିରୁଭାନନ୍ତପୁରମ ଏମପି ଶଶି ଥରୁର ସଂସଦ ଭବନରେ ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଥିଲେ। ଏହି ବୈଠକ ପ୍ରାୟ ଅଧ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?