୪୦ ଫୁଟ ଉଚ୍ଚତାରୁ ଝୁଲି ରହି ମନ୍ତ୍ରୀ ଦେଲେ ଫିଟ୍ ରହିଥିବାର ସଙ୍କେତ
ଭୋପାଳ,୪।୧୨: ମଧ୍ୟପ୍ରଦେଶର ଖେଳ ଓ ଯୁବ କଲ୍ୟାଣ ମନ୍ତ୍ରୀ ଜିତୁ ପଟଓ୍ବାରୀ ନିଜେ ଫିଟ୍ ରହିଥିବା ନେଇ ଏକ ନିଆରା ଢ଼ଙ୍ଗରେ ସଙ୍କେତ ଦେଇଛନ୍ତି। ସେ ୪୦ ଫୁଟ ଉଚ୍ଚତାରୁ ଝୁଲି ରହି ଏଭଳି କରିଛନ୍ତି। ଏହା ସହିତ ସେ ହାତରେ…
ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍
ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର ବିଚ୍ରୁ ଏହି ତିମି ମାଛଟିକୁ ମୃତ ଅବସ୍ଥାରେ ଧରାଯାଇଛି। ତିମି ମାଛ ପେଟରେ ଜାଲ,…
‘ଜୟେଶଭାଇ ଜୋରଦାର’ର ଫାଷ୍ଟ ଲୁକ୍ ରିଲିଜ୍
ମୁମ୍ବାଇ: ବଲିଉଡ୍ ଅଭିନେତା ରଣବୀର ସିଂ ନିଜର ଦମ୍ଦାର ଅଭିନୟ ଓ ଭିନ୍ନ ଭିନ୍ନ ଚରିତ୍ର ପାଇଁ ବେଶ୍ ଜଣାଶୁଣା। ତାଙ୍କ ପାଖରେ ବହୁ ନୂଆ ନୂଆ ପ୍ରୋଜେକ୍ଟ ରହିଥିବା ବେଳେ ଏବେ ଅପ୍ କମିଂ ଫିଲ୍ମ ‘ଜୟେଶଭାଇ ଜୋରଦାର’ର ଫାଷ୍ଟ…
ବନ୍ଦ କାର୍ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା
ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା ପୋଲିସ ବୁଧବାର ନିଜ ଆଡ଼ୁ ମାମଲା ରୁଜୁ କରିଛି। ଥାନାରେ କେସ ନଂ-୩୬୯/୧୯, ଦଫା…
ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍: ଜଣେ ମୃତ, ୨ ଗୁରୁତର
ଫୁଲବାଣୀ ଅଫିସ,୪।୧୨: କନ୍ଧମାଳ ଜିଲା ଫୁଲବାଣୀ ଏଫ୍ସିଆଇ ଛକର ନିଶ୍ୱାସ କଲେଜ ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ କାର୍ (ଓଆର୍୦୫ଏଲ୍ ୯୧୯୧) ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କାର୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଓ…
ପିତାଙ୍କ କୋକେଇ କାନ୍ଧେଇଥିଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଭୂମି ପେଡନେକରଙ୍କ ଅଭିନୟ ଦକ୍ଷତା ସମସ୍ତଙ୍କୁ ଜଣା। ମୋଟି, ବୁଢୀ ଏବଂ କଳା ଯୁବତୀ ରୋଲ୍ରେ ସେ ଏପର୍ଯ୍ୟନ୍ତ ଦର୍ଶକଙ୍କ ସାମ୍ନାକୁ ଆସିସାରିଛନ୍ତି। ତାଙ୍କ ଅଭିନୟକୁ ମଧ୍ୟ ଦର୍ଶକ ବେଶ୍ ପ୍ରଶଂସା କରିଛନ୍ତି। ନିକଟରେ ଆଗାମୀ ଫିଲ୍ମ ‘ପତି,…
ମିଳିଲାନି ଆମ୍ବୁଲାନ୍ସ: ପ୍ରସୂତିଙ୍କୁ କାନ୍ଧରେ ବୋହି ହସ୍ପିଟାଲ ନେଲେ ପରିବାର ସଦସ୍ୟ
ଚେନ୍ନାଇ,୪।୧୨: ସରକାର ମହିଳାଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବା ନେଇ ଡିଣ୍ଡିମ ପିଟୁଛନ୍ତି। ହେଲେ ସେ ସବୁ ଯୋଜନା ବାଟବଣା ହେଉଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ତାମିଲନାଡୁର ଇରୋଡରେ। ଜଣେ ପ୍ରସୂତିଙ୍କୁ ପରିବାର ଲୋକେ କାନ୍ଧରେ ବୋହି…
ଉଗ୍ରତାରା ଛକରୁ ଲୁଟ୍ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍ ଦିଲ୍ଲୀରୁ ଜବତ: ୨ ଗିରଫ
ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍ ଦିଲ୍ଲୀରୁ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ୧୦ଲକ୍ଷ…
ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ: ୬ ଯବାନ ମୃତ
ରାୟପୁର, ୪।୧୨: ଛତିଶଗଡର ନାରାୟଣପୁର ଜିଲାରେ ଏକ ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୬ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଦୁଇ ଜଣ ଯାବନ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ନାରାୟଣପୁର ଏସପି ମୋହିତ ଗର୍ଗ ଏହି…
ବରୁଣେଇ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ଟଙ୍କା, ସୁନାଗହଣା ନେଇଗଲେ ଦୁର୍ବୃତ୍ତ
ଖୋର୍ଦ୍ଧା ଅଫିସ,୪।୧୨: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ପର୍ଯ୍ୟଟନ କ୍ଷେତ୍ର ବରୁଣେଇ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଦାନ ବାକ୍ସ ଭାଙ୍ଗି ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଏହା ସହ ମନ୍ଦିର ତାଲା ଭାଙ୍ଗି ଟଙ୍କା, ସୁନାଗହଣା…
ଟାଇଲ୍ କାମ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ଗୁରୁତର
ତିହିଡ଼ି,୪।୧୨(ଡି.ଏନ୍.ଏ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକ ବୁଧବାର ପୂର୍ବାହ୍ନରେ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସେ ହେଲେ ମାନସ କୁମାର ସାହୁ(୨୧)। ମାନସ ତିହିଡ଼ି ବଜାରରେ ଜଣେ…
ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର
ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି ବାଟ ଚାଲିଛନ୍ତି। ମଙ୍ଗଳବାର ରାତି ୩ଟାରେ ବିଦ୍ୟାଳୟ ହଷ୍ଟେଲରୁ ବାହାରି ଛାତ୍ରମାନେ ଚାଲିଚାଲି…
Archives


