Home Left

ପିଆଜ କିଲୋ ୧୩୦ ଟଙ୍କା

ନୂଆଦିଲ୍ଲୀ, ୪।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ବୁଧବାର ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୩୦ ଟଙ୍କାରେ ପହଞ୍ଚିଛି। ବେପାରୀଙ୍କ କହିବା ମୁତାବକ, ଆଗାମୀ…

ଦିନେ ବିମାନ ଟିକେଟ ପାଇଁ ନେଇଥିଲେ ଉଧାର: ଏବେ ଗୁଗଲ, ଆଲ୍ଫାବେଟ୍‌ର ସିଇଓ

ଓ୍ବାଶିଂଟନ,୪।୧୨: ବିଶ୍ୱର ସବୁଠାରୁ ବଡ ସର୍ଚ୍ଚ ଇଞ୍ଜିନ ଭାବରେ ଜଣାଶୁଣା ‘ଗୁଗଲ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କୁ ଆଉ ଏକ ଦାୟିତ୍ୱ ମିଳିଛି। ତାଙ୍କୁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲ୍ଫାବେଟ୍‌ର ସିଇଓ ନିଯୁକ୍ତ କରାଯାଇଛି। ସର୍ଗେ ବ୍ରିନ୍‌ଙ୍କଠାରୁ ସେ…

ରବିଚାଷ ଲାଗି କୃଷି ନିର୍ଦ୍ଧାରଣ ବୈଠକ: ସରକାରୀ ଯୋଜନାର ସଫଳ ରୂପାୟନକୁ ଗୁରୁତ୍ୱ

ବରଗଡ଼ ଅଫିସ, ୪।୧୨: ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ରବିଚାଷ ପାଇଁ କୃଷି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଜିଲା ମୁଖ୍ୟ କୃଷି ଅଧିକାରୀ ଦୀନବନ୍ଧୁ ଗାନ୍ଧୀଙ୍କ ସମେତ କୃଷି, ସମବାୟ,…

ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର ସକାଳେ ଉଦ୍ଧାର କରାଯାଇଛି । ସାପଟି ଏକ ବେଙ୍ଗ ଗିଳୁଥିବା ସମୟରେ ପରିବାର ଲୋକେ…

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ ହୋଇଛି। ଗତ ସୋମବାର ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଚେୟାର, ଟେବୁଲ୍‌ ଆଦି ଆସବାବପତ୍ର ଖାଲି କରାଯାଇଥିଲା।…

ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀ ଏବେ ୭ ମାସର ଗର୍ଭବତୀ, ୮ ମାସ ପୂର୍ବରୁ କରିଥିଲେ ବିବାହ

ହାଇଦ୍ରାବାଦ,୪।୧୨: ହାଇଦ୍ରାବାଦରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାର ବହ୍ନି ଏବେ ସାରା ଦେଶରେ ଦେଖିବାକୁ ମିଳିଛି। ଗିରଫ ୪ ଅଭିଯୁକ୍ତଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ଓ ନ୍ୟାୟ ଦାବିରେ ଦିଲ୍ଲୀଠାରୁ ପଲ୍ଲୀ ଯାଏ ବିକ୍ଷୋଭ ଦେଖିବାକୁ ମିଳିଛି। ଏହି ୪…

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ; ସଂସଦରେ ହେବ ଉପସ୍ଥାପିତ

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ବୁଧବାର ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସଂସଦ ଭବନରେ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଏହି ବିଲ୍‌ ଉପରେ ଆଲୋଚନା ପରେ ଉପସ୍ଥିତ ସଦସ୍ୟମାନେ…

ମ୍ୟାଚ୍‌ ଚାଲିଥିବାବେଳେ ଭାରତୀୟ କ୍ରିକେଟରଙ୍କୁ ଆସିଲା ହୃଦ୍‌ଘାତ, ଡାକ୍ତରଖାନା ନେବା ବାଟରେ ଚାଲିଗଲା ଜୀବନ

ଅଗରତାଲା,୪।୧୨: କ୍ରିକେଟ ପଡିଆରେ ଅଘଟଣ ଘଟିବା ନୂଆ କଥା ନୁହେଁ। ପୂର୍ବରୁ ମଧ୍ୟ ଅନେକ ଖେଳାଳିଙ୍କ ଶରୀରରେ ବଲ୍‌ ବାଜି ମୃତ୍ୟୁ ଘଟିଛି। ତ୍ରିପୁରାର ରାଜଧାନୀ ଅଗରତାଲାରେ ହୃଦଘାତରେ ଜଣେ କ୍ରିକେଟରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ମିଥୁନ ଦେବବର୍ମନ।…

ଦାରିଙ୍ଗବାଡିରେ ଚଳିତମାସର ପହିଲି ଶୀତ, ଖସିଲା ପାରଦ

ଦାରିଙ୍ଗବାଡି,(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଚଳିତ ମାସର ଏହା ପ୍ରଥମ ଶୀତ ହୋଇଥିବାବେଳେ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ବୁଧବାର ସକାଳ ୮ଟା ସୁଦ୍ଧା ୯.୫ଡିଗ୍ରୀରେ ପହଞ୍ଚିଛି। ପାଗ ମେଘୁଆ ଥିବାରୁ ଗତ କିଛି ଦିନ…

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍‌ ମିଳିଛି। ସୁପ୍ରିମ୍‌କୋର୍ଟ ଜାମିନ୍‌ ଆବେଦନର ବିଚାର କରି ଏହାକୁ ମଞ୍ଜୁର କରିଛନ୍ତି। ଏହି ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ସହିତ ଜଡ଼ିତଥିଲା। ପୂର୍ବରୁ ସିବିଆଇ ମାମଲାରେ ଚିଦାମ୍ବରମ୍‌ଙ୍କୁ…

ଅକ୍ଷୟ କୁମାରଙ୍କ ଦୁଃଖ: ବଡ ନିର୍ଦ୍ଦେଶକ ମୋତେ ଫିଲ୍ମରେ ନେଉନାହାନ୍ତି

ଅକ୍ଷୟ କୁମାର ଗୋଟିଏ ପରେ ଗୋଟିଏ ବକ୍ସଅଫିସ ହିଟ ସିନେମା ଦେଇ ଆସୁଛନ୍ତି। କିନ୍ତୁ ତାଙ୍କୁ ଇଣ୍ଡଷ୍ଟ୍ରୀର ବଡ ବଡ ନିର୍ଦ୍ଦେଶକଙ୍କ ସହ ଖୁବ୍‌ କମ୍‌ ଫିଲ୍ମ କରିଥିବାର ଦେଖାଯାଏ। ନିକଟରେ ତାଙ୍କ ଆଗାମୀ ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ର ଏକ ପ୍ରମୋଶନାଲ…

ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ

ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ତାଙ୍କୁ ଖୋଜିବା ପାଇଁ ସେନାର ଏଆରଟି ଲାଗିପଡିଛନ୍ତି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri