Home Left

ଶ୍ରୀଦେବୀଙ୍କ ପ୍ରଥମ ଆତ୍ମଜୀବନୀ ଲେଖିଲେ ଓଡ଼ିଆ ଯୁବକ: ଉନ୍ମୋଚନ ବେଳେ କାନ୍ଦି ପକାଇଲେ ବୋନି କପୁର

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ଚିରସବୁଜ ଅଭିନେତ୍ରୀ ସ୍ବର୍ଗୀୟା ଶ୍ରୀଦେବୀଙ୍କ ଜୀବନୀ ଉପରେ ପ୍ରଥମ ପୁସ୍ତକ ଲେଖି ଚର୍ଚ୍ଚାକୁ ଆସିଛନ୍ତି ଓଡ଼ିଆ ଲେଖକ ସତ୍ୟାର୍ଥ ନାୟକ। ଦିଲ୍ଲୀରେ ଅନୁଷ୍ଠିତ ‘ଟାଇମ୍ସ ଲିଟ୍‌ ଫେଷ୍ଟ୍‌’ରେ ରବିବାର ଅଭିନେତ୍ରୀ ଦୀପିକା ପାଦୁକୋନ୍‌ଙ୍କ ଦ୍ୱାରା ଏହି ପୁସ୍ତକ ଉନ୍ମୋଚିତ ହୋଇଥିବାବେଳେ ଏହାକୁ…

ଓଡ଼ିଶୀରେ ତ୍ରିବେଣୀ ସଙ୍ଗମ:କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟା

କୋଣାର୍କ,୪ା୧୨(ଡି.ଏନ.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ମଙ୍ଗଳବାର ଥିଲା ତୃତୀୟ ସନ୍ଧ୍ୟା। ଏଥିରେ ପୁରାଣ ପ୍ରସଙ୍ଗ ଓ ଜୀବନ ଦର୍ଶନକୁ ଶାସ୍ତ୍ରୀୟ ନୃତ୍ୟରେ ଅତି ସୁନ୍ଦର ଭାବେ ଉପସ୍ଥାପନ କରିଥିଲେ…

ସ୍ମିତାରାଣୀ ମୃତ୍ୟୁ ମାମଲା:ହାଇକୋର୍ଟରେ ରୂପେଶ ଭଦ୍ର

କଟକ ଅଫିସ, ୩ା୧୨:ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ରୂପେଶ ଭଦ୍ର ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ଶୁକ୍ରବାର ଯାଜପୁର ଜିଲା ଓ ଦୌରାଜଜ ରୂପେଶଙ୍କ…

ଜୁନ୍‌ରୁ ‘ଗୋଟିଏ ରାଷ୍ଟ୍ର ଗୋଟିଏ ରାଶନ କାର୍ଡ’

ନୂଆଦିଲ୍ଲୀ,୪ା୧୨(ପି.ଟି.): ଆସନ୍ତା ବର୍ଷ ଜୁନ୍‌ ୧ରୁ ସାରା ଦେଶରେ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ’ ନୀତି କାର୍ଯ୍ୟକାରୀ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। ଏହାଦ୍ୱାରା ଯୋଗ୍ୟ ହିତାଧିକାରୀ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ କଣ୍ଟ୍ରୋଲ ଦୋକାନରୁ…

ଅନୁପସ୍ଥିତ ଏମ୍‌ପିଙ୍କୁ ମିଳିବନି ପ୍ରଶ୍ନ ପଚାରିବା ସୁଯୋଗ

ନୂଆଦିଲ୍ଲୀ,୪ା୧୨(ପି.ଟି.): ପ୍ରଶ୍ନୋତ୍ତର କାଳରେ ଯେଉଁ ଏମ୍‌ପିମାନେ ପ୍ରଶ୍ନ ପଚାରିବାକୁ ନାଁ ଦେଉଛନ୍ତି, ସେମାନେ ଅନୁପସ୍ଥିତ ରହିଲେ ଅଧିବେଶନର ଅବଶିଷ୍ଟ ସମୟରେ ପ୍ରଶ୍ନ ପଚାରିବାକୁ ସେମାନଙ୍କୁ ସୁଯୋଗ ମିଳିବ ନାହିଁ ବୋଲି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ମଙ୍ଗଳବାର ଘୋଷଣା କରିଛନ୍ତି।…

ରାଜ୍ୟ ସଭାରେ ଏସ୍‌ପିଜି ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୪ା୧୨(ପି.ଟି.): ଏସ୍‌ପିଜି ସଂଶୋଧନ ବିଲ୍‌ ମଙ୍ଗଳବାର ରାଜ୍ୟ ସଭାରେ ଗୃହୀତ ହୋଇଯାଇଛି। ଏହା ଏକ ରାଜନୈତିକ ଷଡ଼ଯନ୍ତ୍ର ବୋଲି ବିରୋଧୀ ଦଳଗୁଡିକ କରିଥିବା ଅଭିଯୋଗକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ପ୍ରତ୍ୟାଖ୍ୟାନ କରିଥିଲେ। କେବଳ ଗାନ୍ଧୀ ପରିବାର ନୁହେଁ, ସମସ୍ତ ୧୩୦ କୋଟି…

ମଧ୍ୟାହ୍ନଭୋଜନରେ ମୂଷା

ଲକ୍ଷ୍ନୌ, ୪ା୧୨: ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ସ୍କୁଲର ମଧ୍ୟାହ୍ନ-ଭୋଜନରେ ମଲାମୂଷା ଦେଖିବାକୁ ମିଳିଛି। ମଧ୍ୟାହ୍ନଭୋଜନ ଖାଇଥିବା ଛାତ୍ର ଓ ଶିକ୍ଷକଙ୍କ ମଧ୍ୟରୁ ୯ ଜଣଙ୍କ ବାନ୍ତି ହେବାରୁ ସେମାନଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

‘ବଳାତ୍କାରୀଙ୍କୁ ୬ ମାସରେ ଫାଶୀ ଲାଗି ଆଇନ ହେଉ’

ନୂଆଦିଲ୍ଲୀ,୪ା୧୨: ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ି ମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଥିବାବେଳେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ବାତି ମାଲିଓ୍ବାଲ ୬ ମାସ ମଧ୍ୟରେ ବଳାତ୍କାରୀଙ୍କୁ ଫାଶୀ ଦେବା ଲାଗି ସରକାର ଆଇନ ଆଣିବାକୁ ଦାବି…

ବଳାତ୍କାର ପରେ ଗୁଳି: ଜାଳିଦେଲେ ଯୁବତୀଙ୍କ ମୃତଦେହ

ବକ୍ସର, ୪ା୧୨ : ହାଇଦ୍ରାବାଦରେ ଜଣେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ିମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ନିଆଁ ଜଳୁଥିବାବେଳେ ବିହାରର ବକ୍ସର ଜିଲା ଅନ୍ତର୍ଗତ କୁକୁଢା ଗ୍ରାମରେ ଜଣେ ଯୁବତୀଙ୍କୁ ବଳାତ୍କାର ପରେ ଗୁଳିକରି ହତ୍ୟା କରାଯାଇଛି। ଏପରି କି…

କୃଷି ପରିବେଶକୁ ଧ୍ୱଂସ କରୁଛି କର୍ପୋରେଟ୍‌ ଶୈଳ୍ପିକ କୃଷି

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଗ୍ରୀନ୍‌ପିସ୍‌ ଇଣ୍ଡିଆ ଦ୍ୱାରା ମହିଳା ଶ୍ରମଜୀବୀ ମଞ୍ଚ, ଓଡ଼ିଶା ଏବଂ ଓଡ଼ିଶା ଶ୍ରମଜୀବୀ ମଞ୍ଚ ସହଯୋଗରେ ମାଟି ସ୍ବାସ୍ଥ୍ୟର ସ୍ଥିତି ଏବଂ ଓଡ଼ିଶାରେ କୃଷିର ନିରନ୍ତରତା ଉପରେ ଏକ ପରାମର୍ଶ ସଭା ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି।…

୫ରୁ ମିଶନ ଶକ୍ତି ମେଳା

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ୍‌ ଶକ୍ତି ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଥର ପାଇଁ ଆସନ୍ତା ୫ତାରିଖରୁ ‘ମିଶନ ଶକ୍ତି ମେଳା’ ଆୟୋଜିତ ହେବ। ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର…

ଲୋକ ସଭାରେ ‘ଫନୀ’ ଚର୍ଚ୍ଚା

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ସାମୁଦ୍ରିକ ଝଡ ‘ଫନୀ’ ଦ୍ୱାରା ଉପକୂଳ ଓଡ଼ିଶାର ବହୁତ କ୍ଷତି ହୋଇଛି। ଓଡ଼ିଶାର ଭୌଗୋଳିକ ଅବସ୍ଥିତି ନିୟମିତ ପ୍ରାକୃତିକ ବିପର୍ଯ୍ୟୟର ସାମ୍‌ନା କରୁଛି। ‘ଫନୀ’ ପୁନରୁଦ୍ଧାର ଏବଂ ଭିତ୍ତିଭୂମି ସଜଡା କାର୍ଯ୍ୟ ଜାରି ରହିଥିବାବେଳେ ନିକଟରେ ‘ବୁଲ୍‌ବୁଲ’ ମଧ୍ୟ ଉପକୂଳ ଓଡ଼ିଶାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri