Home Left

ଧାରଣା ସ୍ଥଳରେ ଟଳିପଡ଼ିଲେ ଶିକ୍ଷକ

ଭୁବନେଶ୍ୱର,୪ା୧୨ (ବ୍ୟୁରୋ)/ କୁଆମରା/ ଖୁଣ୍ଟା(ଡି.ଏନ୍‌.ଏ):ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିର ଆନ୍ଦୋଳନସ୍ଥଳରେ ଅନ୍ୟ ଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ୍‌ ଟଳିପଡିଥିଲେ ମୟୂରଭଞ୍ଜର ଶିକ୍ଷକ ନିରଞ୍ଜନ…

ଆଇ. ରାମବ୍ରହ୍ମମ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନୂଆ କୁଳପତି

ଭୁବନେଶ୍ୱର,୪ା୧୨ (ବ୍ୟୁରୋ):କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଆଇ. ରାମବ୍ରହ୍ମମଙ୍କୁ କୁଳାଧିପତି ତଥା ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି…

ଚିନ୍ତା ବଢ଼ାଉଛି ଔଷଧ ପାର୍ଶ୍ୱ ପ୍ରତିକ୍ରିୟା

କଟକ ଅଫିସ,୪ା୧୨:କେତେକ ଔଷଧ ଜୀବନ ନେଉଛି। ଆଉ କେତେକ ଔଷଧ ଖାଇବା ପରେ ରୋଗୀ ଗୁରୁତର ହୋଇପଡ଼ୁଛନ୍ତି। ବିଶେଷକରି କାହାର ହୃଦ୍‌ଘାତ ହେଉଛି ତ କାହାର ଶରୀର ଫୁଲିଯାଉଛି। ସେହିପରି କାହା ଶରୀରରେ ସୋଡିୟମ, ପୋଟାସିୟମ ଭାଗ କମ୍‌ ହୋଇ ଗୁରୁତର…

ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର ସନ୍ଧ୍ୟାରେ ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଥିଲା। ରାଜନୈତିକ ବିବାଦକୁ ନେଇ ଉଭୟ ଦଳର…

ବାରବାଟୀ ଦିନିକିଆ: ଆଉ ୧୮ଦିନ; ଅନଲାଇନ୍‌ରେ ବିକ୍ରି ହେବ ୮୧୫୦ ଟିକେଟ୍‌

କଟକ ଅଫିସ,୪ା୧୨- ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ ଏକଦିବସୀୟ କ୍ରିକେଟ ମ୍ୟାଚ୍‌ ପାଇଁ ଆସନ୍ତା ୫ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନଲାଇନ୍‌ରେ ଟିକେଟ ବିକ୍ରି ହେବ। ଟିକେଟ www.paytm.com ଏବଂ www.insider.inରେ ଉପଲବ୍ଧ ହେବ। ପୂର୍ବରୁ ୯୨୦୦ ଟିକେଟ ଅନଲାଇନରେ ବିକ୍ରି ହେଉଥିବା ବେଳେ…

୫୧ ପଳାତକ ବ୍ୟାଙ୍କକୁ ଠକିଛନ୍ତି ୧୭,୯୦୦ କୋଟି

ନୂଆଦିଲ୍ଲୀ, ୪-୧୨: ପଳାତକ ଘୋଷିତ ହୋଇ ଦେଶ ଛାଡିଥିବା ୫୧ ଜଣ ବ୍ୟକ୍ତି ବିଶେଷ ବ୍ୟାଙ୍କଗୁଡିକୁ ୧୭,୯୦୦ କୋଟି ଟଙ୍କାର ଋଣ ଠକେଇ କରିଛନ୍ତି। ରାଜ୍ୟ ସଭାରେ ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଏହି ମାମଲା…

ଅକ୍ଟୋବର-ନଭେମ୍ବରରେ ୪.୯ ଲକ୍ଷ କୋଟି ଋଣ ଦେଲେ ବ୍ୟାଙ୍କ

ନୂଆଦିଲ୍ଲୀ, ୪-୧୨: ପାର୍ବଣ ସମୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪.୯ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଅର୍ଥନୀତିରେ ସ୍ଥିତାବସ୍ଥା ଏବଂ ଚାହିଦା ବଢାଇବା ଲାଗି ବ୍ୟାଙ୍କଗୁଡିକ ଏଭଳି ପଦକ୍ଷେପ ନେଇଛନ୍ତି। ଦେଶର ୩୭୪…

ଦୁଇଜଣ ମା’ ଚାହିଁଲେ କରିପାରିବେ ସନ୍ତାନ ପ୍ରସବ

ଚାଇନିଜ୍‌ ଏକାଡେମୀ ଅଫ୍‌ ସାଇନ୍‌ସେସ୍‌ର ବିଶେଷଜ୍ଞଙ୍କ ମତରେ ୨ ଜଣ ମା’ ଚାହିଁଲେ ସନ୍ତାନ ଜନ୍ମ କରିପାରିବେ। ଏଥିପାଇଁ ପିତାଙ୍କର କୌଣସି ଆବଶ୍ୟକତା ନାହିଁ। ଦୁଇଟି ସ୍ତ୍ରୀଲିଙ୍ଗ ମୂଷାଙ୍କଠାରେ ଏପରି ପରୀକ୍ଷଣ କରି ସଫଳତା ପାଇଛନ୍ତି ଏହି ବିଶେଷଜ୍ଞ। ଏଥିରେ ଆନୁବଂଶିକ…

ଏହି ୪ ରୋଗରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି କି, ଖାଲି ପାଦରେ ଘାସ ଉପରେ ଚାଲନ୍ତୁ

ସାଧାରଣତଃ ପାର୍କ ହେଉ କି ପଡିଆରେ ଲୋକଙ୍କୁ ଜୋତା କିମ୍ବା ଚପଲ ପିନ୍ଧି ବ୍ୟାୟାମ କରିବା ଦେଖାଯାଏ। ଚପଲ ପିନ୍ଧି ଚାଲିବା ଅପେକ୍ଷା ବିନା ଚପଲରେ ଚାଲିଲେ ଏହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ଶରୀର ତାଜା…

ଗୁଆ ଶରୀର ପାଇଁ କ୍ଷତିକାରକ

ଜର୍ନାଲ ଅଫ୍‌ ଦ ଆମେରିକାନ୍‌ ଡେଣ୍ଟାଲ ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁଆ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ମୁଖ ଗହ୍ବର କର୍କଟ ରୋଗ ହୋଇଥାଏ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ବି କହିଛି ଗୁଆରେ ରହିଛି କ୍ୟାନସର ସୃଷ୍ଟି କରୁଥିବା ପଦାର୍ଥ। -କିଛିଦିନ ଧରି…

ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍‌ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର ରାତ୍ରୀକାଳିନ ପରୀକ୍ଷଣ କରାଯାଇଥିଲା। ସନ୍ଧ୍ୟା ୭ଟା ୪୮ ମିନିଟ୍‌ ସମୟରେ କ୍ଷେପଣାସ୍ତ୍ରର ଉତ୍‌କ୍ଷେଣ…

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା; ୨୦ ଦିନରେ ଚାର୍ଜଶିିଟ୍‌ ପ୍ରସ୍ତୁତ କରାଯିବ: କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୩ା୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀ (ସି-୪୫୦) ଏବଂ ପୁରୀ ସଦର ଥାନା ଅନ୍ତର୍ଗତ ଆରିଡ଼ା ଗ୍ରାମର ରାଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri