Home Left

ରକ୍ଷକ ଏଠି ଭକ୍ଷକ ସାଜିଛି: ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୩୧୨(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ଏବଂ ବଳାତ୍କାର ଘଟଣାକୁ ନେଇ ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି କଂଗ୍ରେସ ନେତ୍ରୀ ବିଜୟଲକ୍ଷ୍ମୀ ସାହୁ। ସେ କହିଛନ୍ତି ରକ୍ଷକ ଏଠି ଭକ୍ଷକ ସାଜିଛି। ନିକଟରେ ସ୍ମିତାରାଣୀ ମାମଲାକୁ ସଂସଦରେ ଆଲୋଚନା କରାଯିବାକୁ ବିଜେଡି…

ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି ଟଙ୍କା ହଡପ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ କରିଛନ୍ତି। ଏହାର ପାଲଟା ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଚାଳନା କରାଯାଇଛି। ଏଥିରେ…

ରାଜନାଥଙ୍କ ଗାଡ଼ି ସାମ୍ନାକୁ ଆସି ମୋଦିଙ୍କୁ ଭେଟିବାକୁ କହିଲେ ଯୁବକ

ନୂଆଦିଲ୍ଲୀ,୩।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସୁରକ୍ଷାରେ ଅବହେଳା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସଂସଦ ଭବନ ବାହାରେ ରାଜନାଥଙ୍କ ଗାଡ଼ି ସମ୍ମୁଖକୁ ହଠାତ୍‌ ଆସି ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖା କରିବାକୁ ଚାହୁଁଛନ୍ତି ବୋଲି କହିଥିଲେ। ଏହାପରେ ସେଠାରେ…

ପୁରୀ ଗଣବଳାତ୍କାର ଘଟଣା: ଛାତ୍ର କଂଗ୍ରେସର ନବୀନ ନିବାସର ଘେରାଉ ଉଦ୍ୟମ; ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ଭାଜପା ଏବଂ କଂଗ୍ରେସ। ଏହି କ୍ରମରେ ମଙ୍ଗଳବାର ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ହେଲେ ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ…

ଦିଲ୍ଲୀ ଫ୍ରାଞ୍ଚାଇଜ ଟ୍ରେନରଙ୍କ ସହ ଟ୍ରେନିଂ ଆରମ୍ଭ କଲେ ବୁମରା

ନୂଆଦିଲ୍ଲୀ,୩।୧୨- ପିଠି ଜନିତ ସମସ୍ୟାରୁ ମୁକୁଳିବା ପରେ ଦିନିକିଆ ଫର୍ମାଟର ନମ୍ବର ଓ୍ବାନ ବୋଲର ଯଶପ୍ରୀତ ବୁମରା ମଙ୍ଗଳବାରଠାରୁ ଟ୍ରେନିଂ ଆରମ୍ଭ କରିଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ)ଠାରେ ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସ ଟ୍ରେନର ରଜନିକାନ୍ତ ଶିଭାଗନାନମଙ୍କ ତତ୍ତ୍ୱାବଧାନରେ…

ଆର୍ଚରଙ୍କ ବର୍ଣ୍ଣବୈଷମ୍ୟ ଅଭିଯୋଗ: ପୋଲିସକୁ ତଦନ୍ତ ଭାର

ହାମିଲଟନ,୩।୧୨(ଏଏଫ୍‌ପି)- ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟବେଳେ ଜଣେ ଦର୍ଶକ ଭ୍ରମଣକାରୀ ଦଳର ପେସର ଜୋଫ୍ରା ଆର୍ଚରଙ୍କ ପ୍ରତି ବର୍ଣ୍ଣ ବୈଷମ୍ୟ ଭେଦଭାବ କରି କମେଣ୍ଟ କରିଥିଲେ। ଏ ନେଇ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡସି) ଅଫିସିଆଲ ନ୍ୟୁଜିଲାଣ୍ଡ ପୋଲିସକୁ…

୫ବର୍ଷର ରିଲେସନ୍‌ ପରେ ଗୁପ୍ତରେ ହେଲା ଏହି ଯୋଡ଼ିଙ୍କ ନିର୍ବନ୍ଧ

ଛୋଟପରଦାରୁ ବଲିଉଡ୍‌। ଏପରିକି ଡିଜିଟାଲ ଦୁନିଆରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଏହି ଅଭିନେତା ଜଣଙ୍କର ଏବେ ଶୁଭବେଳା ଚାଲିଛି। ଗୋଟିଏ ପରେ ଗୋଟିଏ ସଫଳତାର ଶିଡ଼ି ସେ ଚଢ଼ି ଚାଲିଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଅଭିନେତା ବିକ୍ରାନ୍ତ…

ଘରକୁ ଫେରିଲେ ଆହତ ରଣଦୀପ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ହସ୍ପିଟାଲରୁ ସୁସ୍ଥ ହୋଇ ଏବେ ଘରକୁ ଫେରିଛନ୍ତି। ସଲମାନଙ୍କ ଅପ୍‌ କମିଂ ଫିଲ୍ମ ‘ରାଧେ: ଇୟୋର ମୋଷ୍ଟ ଓ୍ବାଣ୍ଟଟେଡ୍‌ ଭାଇ’ରେ ଖଳନାୟକ ଚରିତ୍ରରେ ଅଭିନୟ କରୁଛନ୍ତି ରଣଦୀପ। ଆସନ୍ତା ଇଦ୍‌ରେ ରିଲିଜ୍‌ ହେବାକୁ ଥିବା…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ସେ ସଫା ସଫା କହିଦେଇଛନ୍ତି। ଜାତି ଓ ଧର୍ମ ଆଧାରରେ…

ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ ଭାଇ ଭଉଣୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଅମଣ୍ଡା। ସୂଚନାଯୋଗ୍ୟ,…

ମଧ୍ୟପ୍ରଦେଶରେ ବଳାତ୍କାରର ଶିକାର ହେଲେ ୪ବର୍ଷର ଶିଶୁ

ଇନ୍ଦୋର,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳତ୍କାର ପରେ ହତ୍ୟା ଘଟଣା ଥମି ନ ଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶରେ ଜଣେ ୪ବର୍ଷର ଶିଶୁକୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri