Home Left

ବର୍ଷରେ ୮ ମାସ ପାଣିରେ ବୁଡ଼ି ରହେ ଗାଁ: ବୋଟ୍‌ ସ୍କୁଲରେ ପଢ଼ନ୍ତି ଛାତ୍ରୀଛାତ୍ର

ଢ଼ାକା,୨୪।୨: ଉତ୍ତରପୂର୍ବ ବାଂଲାଦେଶରେ ରହିଛି ହାଉର ଗାଁ। ଏହି ଗାଁଟି ବର୍ଷରେ ୮ମାସ ପାଣିରେ ବୁଡ଼ି ରୁହେ। ତେଣୁ ପିଲାଙ୍କ ପଢ଼ିବା ପାଇଁ ବୋଟ୍‌ରେ ସ୍କୁଲର ବ୍ୟବସ୍ଥା କରାଯାଇଥାଏ। ଏଭଳି ବୋଟ୍‌ ସ୍କୁଲ ଏଠାରେ ୨୦୧୨ଠାରୁ ଆରମ୍ଭ ହୋଇଛି। ଏଠାରେ ୫୦୦ରୁ…

ଏହି ହୋଟେଲରେ ରାତ୍ରୀ ଯାପନ କରିବେ ଟ୍ରମ୍ପ

ନୂଆଦିଲ୍ଳୀ,୨୪।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁଜରାଟର ଅହମଦାବାଦ ବିମାନ ବନ୍ଦରରେ ଟ୍ରମ୍ପ ନିଜ ପରିବାରଙ୍କ ସହ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଭବ୍ୟ ସ୍ବାଗତ…

ଭାରତ ସହିତ ହେବ ୩୦୦ କୋଟି ଡଲାରର ସାମରିକ ଚୁକ୍ତି: ଟ୍ରମ୍ପ୍‌

ଅହମଦାବାଦ୍‌,୨୪।୨: ଭାରତ ସହିତ ଆମେରିକା ୩ ୦୦ କୋଟି ଡଲାରର ସାମରିକ ଚୁକ୍ତି କରିବ ବୋଲି ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଘୋଷଣା କରିଛନ୍ତି। ଏହି ଚୁକ୍ତି ଅନୁସାରେ ଆମେରିକା ଭାରତକୁ ମିଲିଟାରୀ ହେଲିକପ୍ଟର…

ଟ୍ରମ୍ପଙ୍କ ଭାଷଣରେ ବଲିଉଡ୍‌: ମନେ ପକାଇଲେ ସୋଲେ, ଡିଡିଏଲ୍‌ଜେ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ସୋମବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ସେଠାରେ ଥିବା ମୋଟେରା ଷ୍ଟାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’କାର୍ଯ୍ୟକ୍ରମରେ ସେ ଯୋଗଦେଇଛନ୍ତି। ଏହି ସମୟରେ ସେ ସାଧାରଣ ଜନତାଙ୍କୁ ଉଦ୍‌ବୋଧନ ଦେବା ବେଳେ…

ଟ୍ରମ୍ପଙ୍କୁ ଭେଟିଲେ ଶାହ

ଅହମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମରେ ସୋମବାର ଆମେରିକାର ପ୍ରଥମ ନାଗରିକ ଡୋନାଲ୍ଡ ଟ୍ରମ୍ପଙ୍କୁ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ମଧ୍ୟ ଗୁଜରାଟ ଅହମଦାବାଦର ମୋଟେରା…

ଜୟଲଲିଥାଙ୍କ ଜନ୍ମଦିନରେ ନବଜାତକଙ୍କୁ ସୁନାମୁଦି ଉପହାର

ଚେନ୍ନାଇ,୨୪।୨: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜେ. ଜୟଲଲିଥାଙ୍କ ୭୨ତମ ଜନ୍ମଦିନରେ ମନ୍ତ୍ରୀ ଡି.ଜୟକୁମାର ଆର୍‌ଏସ୍‌ଆର୍‌ଏମ୍‌ ସରକାରୀ ହସ୍ପିଟାଲରେ ଜନ୍ମିତ ନବଜାତକଙ୍କୁ ସୋମବାର ସୁନାମୁଦି ଉପହାର ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେ.ପଲାନିସ୍ବାମୀ ଓ ଉପ ମୁଖ୍ୟମନ୍ତ୍ରୀ ଓ ପନିରସେଲଭମ ରାଜ୍ୟ…

ମା’ ତୁମେ ବହୁତ ମନେ ପଡୁଛ…

ମୁମ୍ବାଇ: ବଲିଉଡ୍‌ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ୨୪ ଫେବୃୟାରୀ ଅର୍ଥାତ୍‌ ସୋମବାର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ଶ୍ରୀଦେବୀଙ୍କ ଅଚାନକ ମୃତ୍ୟୁ ସିନେପ୍ରେମୀଙ୍କୁ ହତବାକ କରିଦେଇଥିଲା। ୨୦୧୮ ଫେବୃୟାରୀ ୨୪ରେ ଦୁବାଇରେ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ସ୍ବାମୀ ବୋନିକ କପୁର,…

ହ୍ବାଇଟ୍‌ କଲର ଜମ୍ପଶୁଟ୍‌ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଆମେରିକାର ଫାଷ୍ଟ ଲେଡି

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରିବାର ସହ ସୋମବାର ଭାରତ ଗସ୍ତରେ ଆସିଛନ୍ତି। ତାଙ୍କ ସହ ଅଛନ୍ତି ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ। ଦିନ ପ୍ରାୟ ୧୨ଟାରେ ଟ୍ରମ୍ପ ଦମ୍ପତି ଝିଅ-ଜ୍ୱାଇଁଙ୍କ ସହ ମିଶି ଗୁଜରାଟ ଅହମଦାବାଦର ସର୍ଦ୍ଦାର…

ଆଇପିଏଲ ପୂର୍ବରୁ ଚମକିଲେ ଯଶସ୍ବୀ

ମୁମ୍ବାଇ,୨୪ା୨- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ଯଶସ୍ବୀ ଜୈସ୍ବାଲ ଭଲ ଫର୍ମ ଜାରି ରଖିଛନ୍ତି। ୨.୪ କୋଟି ଟଙ୍କାରେ ବିକ୍ରି ହୋଇଥିବା ଜସଶ୍ୱୀ ୧୯ ବର୍ଷରୁ କମ୍‌ ସି.କେ.ନାଇଡୁ ଟ୍ରଫିର କ୍ୱାର୍ଟର ଫାଇନାଲରେ ମାରାଥନ ଶତକୀୟ…

ସପ୍ତରଙ୍ଗୀ ଇନ୍ଦ୍ରଧନୁ ଓ ଗ୍ୟାସ୍‌ର ନୀଳଶିଖା

ଋଙ୍ଗିନ ଆଲୁଅ ଓ ଛାଇର ସମାହାର ହେଉଛି ଇନ୍ଦ୍ରଧନୁ । ସକାଳେ କିମ୍ବା ଉପରଓଳି ଝିପିଝିପି ବର୍ଷା ହେଉଥିବା ସମୟରେ ଖରା ପଡ଼ିଲେ ନାଲି-ନେଳି-ସବୁଜ ରଙ୍ଗର ଏହି ଇନ୍ଦ୍ରଧନୁ ଫୁଲହାର ପରି ଆକାଶରୁ ଭୂଇଁକୁ ଲମ୍ବିଥାଏ । କିନ୍ତୁ ସୂର୍ଯ୍ୟ ମୁଣ୍ଡ…

କରୋନା ଭାଇରସ ଭୟ: ପ୍ଲାଷ୍ଟିକରେ ନିଜକୁ ଘୋଡାଇ ରଖିଲେ ବିମାନ ଯାତ୍ରୀ

କାନବେରା,୨୪।୨: କରୋନା ଭାଇରସରେ ଏବେ ଭୟଭୀତ ସାରା ବିଶ୍ୱ। ଚାଇନାରେ ପ୍ରଥମେ ଏହା ଆରମ୍ଭ ହୋଇଥିବା ବେଳେ ଏବେ ବିଶ୍ୱର ବିଭିନ୍ନ ଭାଗକୁ ବ୍ୟାପିବାରେ ଲାଗିଛି। ଏହାର କୌଣସି ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବା ବେଳେ ସତର୍କତା ହିଁ ଏହି…

ଦର୍ଶକଙ୍କୁ ଡରାଇ ପାରିଲାନି ‘ଭୂତ’: ୩ ଦିନରେ ୧୬.୩୬ କୋଟି ବ୍ୟବସାୟ

ମୁମ୍ବାଇ: ଭିକି କୌଶଲଙ୍କ ଅଭିନୀତ ଫିଲ୍ମ ‘ଭୂତ’ ରିଲିଜ ହୋଇସାରିଛି। ଟ୍ରେଲର ରିଲିଜ ପରେ ଦର୍ଶକେ ଯାହା ଆଶା କରୁଥିଲେ କିନ୍ତୁ ସେମିତି କିଛି କମାଲ କରିପାରିଲାନି ଏହି ଫିଲ୍ମ। ଲଗାତର ୩ ଦିନ ଫିଲ୍ମର କଲେକ୍ସନ ପ୍ରାୟ ସମାନ ରହିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?