ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନ, ୩ା୧୨(ଡି.ଏନ.ଏ) ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ୩ ଜଣ ଯୁବକଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତମାନେ…
ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ
କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ…
ଆଇପିଏଲ୍-୧୩: ନିଲାମୀରେ ୭୧୩ ଭାରତୀୟ, ୨୫୮ ବିଦେଶୀ
ନୂଆଦିଲ୍ଲୀ, ୩।୧୨ (ପି.ଟି.)- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଲିଗ୍ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମୀ ୨୦୨୦ ତଥା ତ୍ରୟୋଦଶ ସଂସ୍କରଣ ଲାଗି ମୋଟ୍ ୯୭୧ ଜଣ ଖେଳାଳି ନିଲାମୀରେ ସ୍ଥାନ ପାଇଛନ୍ତି। ଯେଉଁଥିରେ ୭୧୩ ଜଣ ଭାରତୀୟ…
ସଡ଼କ ସୁରକ୍ଷାକୁ ବ୍ଲେକ୍ଙ୍କ ଗୁରୁତ୍ୱ
ମୁମ୍ବାଇ, ୩।୧୨- ”ଭାରତକୁ ଆସିଥିବାରୁ ମୁଁ ବହୁତ ଖୁସି। ତେବେ ଏଠାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ୧୫୦,୦୦୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଜାଣି ବହୁତ ଦୁଃଖିତ। ଏହା ଏକ ବଡ଼ ସଂଖ୍ୟା। ଆମେ ଏପରି ଭାବରେ ଜୀବନ ହରେଇବା ଠିକ୍…
କନ୍ଟାକ୍ଟ ଲେନ୍ସ ହଜି ଯିବାରୁ ଗୋଟିଏ ଆଖିରେ ଖେଳିଲେ ଗୋଲକିପର
ଲଣ୍ଡନ,୨।୧୨- ବୁଣ୍ଡେସ୍ଲିଗା ଚାମ୍ପିୟନ ବାୟର୍ନ ମ୍ୟୁନିକକୁ ୧-୨ ଗୋଲରେ ହରାଇଥିବା ବାୟର ଲେଭରକୁସେନ ଦଳ ପାଇଁ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ ଗୋଲକିପର ଲୁକାସ ହରାଡେକି। ୟୁନାଇଟେଡ ଦଳ ପାଇଁ ଲିଓନ ବେଲି ୨୪ତମ ମିନିଟ୍ ଗୋଲ ଦେଇ ମ୍ୟାଚ୍ରେ ଅଗ୍ରଣୀ…
୫୦ ବର୍ଷୀୟ ଖେଳାଳିଙ୍କ ବିଶ୍ୱକପ୍ରେ ଭାଗନେବ ଭାରତ
ନୂଆଦିଲ୍ଲୀ,୨।୧୨(ପି.ଟି.)- ଆସନ୍ତାବର୍ଷ ମାର୍ଚ୍ଚ ୧୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବାକୁ ଯାଉଛି ୫୦ ବର୍ଷୀୟ ଖେଳାଳିଙ୍କ କ୍ରିକେଟ ବିଶ୍ୱକପ୍ର ଦ୍ୱିତୀୟ ସଂସ୍କରଣ। ଏହି ଟୁର୍ନାମେଣ୍ଟରେ ପ୍ରଥମ ଥର ପାଇଁ ଭାରତ ଭାଗ ନେବ। ସେହିଭଳି ଓ୍ବେଷ୍ଟଇଣ୍ଡିଜ, ନାମ୍ବିଆ…
ଜାଣନ୍ତୁ ଜୁସ ପିଇବାର ଉପଯୁକ୍ତ ସମୟ
ବିଭିନ୍ନ ପ୍ରକାର ଫଳର ଜୁସ ପିଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ବିଭିନ୍ନ ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାକୃତିକ ଭାବେ ଏହି ଜୁସ ସାହାଯ୍ୟ କରିଥାଏ। ଡାକ୍ତର ମଧ୍ୟ ରୋଗୀଙ୍କୁ ଏହା ପିଇବା ପାଇଁ ପରାମର୍ଶ ଦେଇଥାନ୍ତି। ଏହାକୁ ଠିକ୍…
ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ
ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା ଅଭିଯୋଗ…
ଶିକାରକୁ ଯିବା ହେଲା କାଳ: ଗୁଳି ମାଡ଼ରେ ଶିକାରୀ ମୃତ, ବାପାଙ୍କ ସମେତ ୩ ଅଟକ
ଦାରିଙ୍ଗବାଡ଼ି,୨।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଙ୍ଗଲକୁ ଶିକାର ପାଇଁ ଯିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗୁଳିମାଡ଼ରେ ସହଯୋଗୀମାନଙ୍କ ସହ ଯାଇଥିବା ଶିକାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବି. ଡକେବାଡ଼ି ଗ୍ରାମର କ୍ରିଷ୍ଣା ନାୟକ (୨୮)। କ୍ରିଷ୍ଣାଙ୍କ ଗୁଳିବିଦ୍ଧ…
ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ : ଅଭିଯୁକ୍ତ ଗିରଫ
ଆସିକା,୨ା୧୨ (ଡି.ଏନ୍.ଏ.): ଆସିକା ଥାନା ଇଲାକାରେ ଜଣେ କଲେଜ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ କବିସୂର୍ଯ୍ୟନଗର ଥାନା ଇଲାକାର ରଞ୍ଜନ ବାଡତ୍ୟା। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟପଟେ…
ଜମିପଟ୍ଟା ପାଇଁ ଶତାଧିକ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ
ଭଦ୍ରକ ଅଫିସ,୨।୧୨- ସ୍ଥାୟୀ ଜମିପଟ୍ଟା, ବିଦ୍ୟୁତ୍ ସଂଯୋଗ ଓ ଗମନାଗମନ ପରି ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ସୋମବାର ଶତାଧିକ ଭୂମିହୀନ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏ ନେଇ ସେମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ…
‘ବୁଲ୍ବୁଲ୍’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି: ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
ରୂପ୍ସା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଚାଷୀମାନେ ଆନ୍ଦୋଳନ କରିଛନ୍ତି। ‘ବୁଲ୍ବୁଲ୍’ କ୍ଷତିଗ୍ରସ୍ତଙ୍କୁ ସମିତିରୁ ଋଣ ଛାଡ଼ କରିବା ସହ ସରକାରୀ ସହାୟତା ଦାବିରେ ଧାରଣା ଦିଆଯାଇଥିଲା। ସମିତି ଅନ୍ତର୍ଗତ କସିପଦା,…
Archives


