Home Left

୫୦ ବର୍ଷୀୟ ଖେଳାଳିଙ୍କ ବିଶ୍ୱକପ୍‌ରେ ଭାଗନେବ ଭାରତ

ନୂଆଦିଲ୍ଲୀ,୨।୧୨(ପି.ଟି.)- ଆସନ୍ତାବର୍ଷ ମାର୍ଚ୍ଚ ୧୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବାକୁ ଯାଉଛି ୫୦ ବର୍ଷୀୟ ଖେଳାଳିଙ୍କ କ୍ରିକେଟ ବିଶ୍ୱକପ୍‌ର ଦ୍ୱିତୀୟ ସଂସ୍କରଣ। ଏହି ଟୁର୍ନାମେଣ୍ଟରେ ପ୍ରଥମ ଥର ପାଇଁ ଭାରତ ଭାଗ ନେବ। ସେହିଭଳି ଓ୍ବେଷ୍ଟଇଣ୍ଡିଜ, ନାମ୍ବିଆ…

ଜାଣନ୍ତୁ ଜୁସ ପିଇବାର ଉପଯୁକ୍ତ ସମୟ

ବିଭିନ୍ନ ପ୍ରକାର ଫଳର ଜୁସ ପିଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ବିଭିନ୍ନ ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାକୃତିକ ଭାବେ ଏହି ଜୁସ ସାହାଯ୍ୟ କରିଥାଏ। ଡାକ୍ତର ମଧ୍ୟ ରୋଗୀଙ୍କୁ ଏହା ପିଇବା ପାଇଁ ପରାମର୍ଶ ଦେଇଥାନ୍ତି। ଏହାକୁ ଠିକ୍‌…

ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ

ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା ଅଭିଯୋଗ…

ଶିକାରକୁ ଯିବା ହେଲା କାଳ: ଗୁଳି ମାଡ଼ରେ ଶିକାରୀ ମୃତ, ବାପାଙ୍କ ସମେତ ୩ ଅଟକ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଙ୍ଗଲକୁ ଶିକାର ପାଇଁ ଯିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗୁଳିମାଡ଼ରେ ସହଯୋଗୀମାନଙ୍କ ସହ ଯାଇଥିବା ଶିକାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବି. ଡକେବାଡ଼ି ଗ୍ରାମର କ୍ରିଷ୍ଣା ନାୟକ (୨୮)। କ୍ରିଷ୍ଣାଙ୍କ ଗୁଳିବିଦ୍ଧ…

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ : ଅଭିଯୁକ୍ତ ଗିରଫ

ଆସିକା,୨ା୧୨ (ଡି.ଏନ୍‌.ଏ.): ଆସିକା ଥାନା ଇଲାକାରେ ଜଣେ କଲେଜ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ କବିସୂର୍ଯ୍ୟନଗର ଥାନା ଇଲାକାର ରଞ୍ଜନ ବାଡତ୍ୟା। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟପଟେ…

ଜମିପଟ୍ଟା ପାଇଁ ଶତାଧିକ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ,୨।୧୨- ସ୍ଥାୟୀ ଜମିପଟ୍ଟା, ବିଦ୍ୟୁତ୍‌ ସଂଯୋଗ ଓ ଗମନାଗମନ ପରି ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ସୋମବାର ଶତାଧିକ ଭୂମିହୀନ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏ ନେଇ ସେମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ…

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି: ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ରୂପ୍‌ସା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଚାଷୀମାନେ ଆନ୍ଦୋଳନ କରିଛନ୍ତି। ‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସମିତିରୁ ଋଣ ଛାଡ଼ କରିବା ସହ ସରକାରୀ ସହାୟତା ଦାବିରେ ଧାରଣା ଦିଆଯାଇଥିଲା। ସମିତି ଅନ୍ତର୍ଗତ କସିପଦା,…

ଜଳେଶ୍ୱର ତହସିଲ: ଆଜିଠୁ ସୌରାତରୁ ବାଲି ପରିବହନ ବନ୍ଦ

ଜଳେଶ୍ୱର, ୨।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନ ସମସ୍ତ ସୌରାତରୁ ବାଲି ପରିବହନ ୩ତାରିଖଠାରୁ ବନ୍ଦ ରହିବ ବୋଲି ସୌରାତ ମାଲିକ ସଂଘ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଏକ ହୋଟେଲ ସଭାଗୃହରେ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇ…

୨ ସାଧାରଣ ନାଗରିକଙ୍କୁ ହତ୍ୟା କଲେ ମାଓବାଦୀ

ନାଗପୁର,୨।୧୨: ମହାରାଷ୍ଟ୍ର ଗଡଚିରୋଲି ଗଁାରେ ମାଓବାଦୀ ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଗଡଚିରୋଲିର ପୁରାସ୍ଲାଗୋନ୍ଧି ଗଁ।ରେ ୨ଜଣ ସାଧାରଣ ନାଗରିକଙ୍କୁ ମାଓବାଦୀ ହତ୍ୟା କରିଛନ୍ତି। ସୋମବାର ଏନେଇ ସ୍ଥାନୀୟ ପୋଲିସ ସୂଚନା ଦେଇଛି। ମୃତ…

ସଫେଇ କାମକୁ ନେଇ ଲଙ୍କାକାଣ୍ଡ ଘଟଣା: ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ ,୨।୧୨: ବ୍ରହ୍ମପୁର ମହାନଗର ନିଗମ( ବିଏମ୍‌ସି)ର ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଙ୍ଗଠିତ ଲଙ୍କାକାଣ୍ଡ ଘଟଣାରେ ବଡ଼ବଜାର ପୋଲିସ ୨ ଟି ମାମଲାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ନାବାଳକଙ୍କୁ…

୧୬ ହଜାର ବୋତଲ କଫ୍‌ ସିରପ ଜବତ : ଆନୁମାନିକ ମୂଲ୍ୟ ୨୫ ଲକ୍ଷ

ପାଟଣାଗଡ଼,୨।୧୨(ଡି.ଏନ୍‌.ଏ.): ପାଟଣାଗଡ଼ ପୋଲିସ ରବିବାର ବିଳମ୍ବିତ ରାତିରେ ଲରମ୍ଭା ଥାନା ଅନ୍ତର୍ଗତ ଲୁହାସିଂହା ଗ୍ରାମର ଏକ ଗୋଦାମ ଘରେ ଚଢ଼ାଉ କରି ୧୬ ହଜାର ବୋତଲ କଫ୍‌ ସିରପ ଜବତ କରିଛି। ଜବତ ହୋଇଥିବା କଫ୍‌ ସିରପର ଆନୁମାନିକ ମୂଲ୍ୟ ୨୫…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ : କୋମ୍ବିଂ ଅପରେଶନ ଜୋରଦାର, ସରକାରୀ ବସ୍‌ ଚଳାଚଳ ବନ୍ଦ

ରାୟଗଡ଼ା ଅଫିସ,୨।୧୨: ମାଓବାଦୀ ସଂଗଠନ ପକ୍ଷରୁ ସୋମବାରଠାରୁ ପିଏଲଜିଏ ସପ୍ତାହ ପାଳନ କରାଯାଉଥିବା ବେଳେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ବିଶେଷକରି ନିୟମଗିରି ଅଞ୍ଚଳରେ ମାଓବାଦୀ ସଂଗଠନର ଦବ୍‌ଦବା ରହିଥିବାରୁ କଲ୍ୟାଣସିଂହପୁର, ବିଷମକଟକ ଓ ମୁନିଗୁଡ଼ାର ଦୁର୍ଗମ ଡଙ୍ଗରିଆ ଅଞ୍ଚଳରେ ସୁରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri