Home Left

୧୬ ହଜାର ବୋତଲ କଫ୍‌ ସିରପ ଜବତ : ଆନୁମାନିକ ମୂଲ୍ୟ ୨୫ ଲକ୍ଷ

ପାଟଣାଗଡ଼,୨।୧୨(ଡି.ଏନ୍‌.ଏ.): ପାଟଣାଗଡ଼ ପୋଲିସ ରବିବାର ବିଳମ୍ବିତ ରାତିରେ ଲରମ୍ଭା ଥାନା ଅନ୍ତର୍ଗତ ଲୁହାସିଂହା ଗ୍ରାମର ଏକ ଗୋଦାମ ଘରେ ଚଢ଼ାଉ କରି ୧୬ ହଜାର ବୋତଲ କଫ୍‌ ସିରପ ଜବତ କରିଛି। ଜବତ ହୋଇଥିବା କଫ୍‌ ସିରପର ଆନୁମାନିକ ମୂଲ୍ୟ ୨୫…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ : କୋମ୍ବିଂ ଅପରେଶନ ଜୋରଦାର, ସରକାରୀ ବସ୍‌ ଚଳାଚଳ ବନ୍ଦ

ରାୟଗଡ଼ା ଅଫିସ,୨।୧୨: ମାଓବାଦୀ ସଂଗଠନ ପକ୍ଷରୁ ସୋମବାରଠାରୁ ପିଏଲଜିଏ ସପ୍ତାହ ପାଳନ କରାଯାଉଥିବା ବେଳେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ବିଶେଷକରି ନିୟମଗିରି ଅଞ୍ଚଳରେ ମାଓବାଦୀ ସଂଗଠନର ଦବ୍‌ଦବା ରହିଥିବାରୁ କଲ୍ୟାଣସିଂହପୁର, ବିଷମକଟକ ଓ ମୁନିଗୁଡ଼ାର ଦୁର୍ଗମ ଡଙ୍ଗରିଆ ଅଞ୍ଚଳରେ ସୁରକ୍ଷା…

ଅଗୁସ୍ତା ଓ୍ବେଷ୍ଟଲାଣ୍ଟ ମନି ଲଣ୍ଡରିଂ ମାମଲାରେ ରତୁଲ ପୁରୀଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨।୧୧: ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଆଶ୍ୱସ୍ତି ମିଳିଛି। ସୋମବାର ଦିଲ୍ଲୀର ସ୍ପେଶାଲ କୋର୍ଟ ଏହାର ଶୁଣାଣି କରି ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୫ଲକ୍ଷ…

ମାତ୍ର ୧୫ ମିନିଟ୍‌ ବସନ୍ତୁ କଅଁଳା ଖରାରେ, ମିଳିବ ଏସବୁ ଫାଇଦା

ପ୍ରଦୂଷଣ କାରଣ ଯୋଗୁ ଲୋକଙ୍କୁ ଆଉ ସୂର୍ଯ୍ୟଙ୍କ କଅଁଳ କିରଣ ମିଳୁନି। କିନ୍ତୁ କଅଁଳ ଖରା ଶରୀର ପାଇଁ ବହୁ ଉପକାରୀ। ଏଥିରେ ପର୍ଯାପ୍ତ ପରିମାଣ ଭିଟାମିନ ଡି’ ରହିଛି। ଦିଲ୍ଲୀ ଫୋର୍ଟିସ୍‌ ରାଜନ୍‌ ଧଲ୍‌ ହସ୍ପିଟାଲ ଅର୍ଥପେଡିକ୍ସ ବିଭାଗର ଡାକ୍ତର…

ନୂଆ ଇନିଂସ ଆରମ୍ଭ କଲେ ମନୀଷ ପାଣ୍ଡେ

ମୁମ୍ବାଇ,୨।୧୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମନୀଷ ପାଣ୍ଡେ ଜୀବନର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ସେ ସୋମବାର ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅଶ୍ରିତା ଶେଟ୍ଟିଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ରାତି ସୁରଟଠାରେ କର୍ନାଟକ ଦଳକୁ ସୟଦ…

ନିର୍ମଳା ସୀତାରାମନଙ୍କୁ ‘ନିର୍ବଳା’ କହିଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨।୧୧: ସଂସଦରେ ଶୀତକାଳିନ ଅଧିବେଶନ ଚାଲୁଥିବା ବେଳେ ସୋମବାର ଲୋକ ସଭାରେ ବହୁ ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିଛନ୍ତି। ପ୍ରଥମେ ବିରୋଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଅନୁପ୍ରବେଶକାରୀ କହିଥିଲେ। ଏହାକୁ ନେଇ…

ରାହୁଲଙ୍କୁ ଟାର୍ଗେଟ କଲେ ଶାହ

ରାଞ୍ଚି,୨।୧୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଏକ ପ୍ରକାର ହାରିଯାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ପୁଣିଥରେ ନିଜର ସ୍ଥିତିକୁ ଫେରାଇବାକୁ ଚେଷ୍ଟା ଚଳାଇଥିବା ଆଲୋଚନା ହେଉଛି। ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଥିବା ବେଳେ ଏବେ ଭାଜପାର ଷ୍ଟାର ପ୍ରଚାରକମାନେ ସେଠାରେ…

ସକାଳୁ ମମତାଙ୍କ ଫଟୋ ଦେଖିଲେ ଆଗକୁ ବଢିବାକୁ ପ୍ରେରଣା ମିଳେ!

କୋଲକାତା,୨।୧୨: ପାଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଥିବା ହସନାବାଦରୁ ଆଶ୍ଚର୍ଯ୍ୟ କରିବା ଭଳି ଏକ ଖବର ସାମ୍ନାକୁ ଆସିଛି। ଏଠାକାର ବ୍ଲକ୍‌ ଡେଭଲପମେଣ୍ଟ ଅଫିସର(ବିଡିଓ) କହିଛନ୍ତି ପ୍ରତିଦିନ ସକାଳୁ ସ୍ବାମୀ ବିବେକାନନ୍ଦ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଫଟୋ ଦେଖିଲେ…

ବାର୍ସିଲୋନାକୁ ଟେବୁଲ ଟପ୍‌ରେ ପହଞ୍ଚାଇଲେ ମେସି

ମାଡ୍ରିଡ୍‌,୨।୧୨- ଷ୍ଟାର ଫୁଟବଲର ଲିଓନେଲ ମେସିଙ୍କ ଦମ୍‌ରେ ବାର୍ସିଲୋନା ଲା ଲିଗା ଲିଗ୍‌ ପଏଣ୍ଟ ଟେବୁଲର ଶୀର୍ଷକୁ ଫେରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ବାର୍ସିଲୋନା ୧-୦ ଗୋଲରେ ଆଟଲେଟିକୋ ମାଡ୍ରିଡ୍‌କୁ ହରାଇ ଦେଇଛି। ଆର୍ଜେଣ୍ଟିନା ଷ୍ଟାର ନିଜ କ୍ୟାରିୟରର ୭୦୧ ତମ…

ଅଖିଳ ଭାରତୀୟ ମଜଦୁର ସଭା ପକ୍ଷରୁ ଗଣ ବିକ୍ଷୋଭ: ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମୁନିଗୁଡା,୨।୧୨(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡାଠାରେ ଅଖିଳ ଭାରତୀୟ ମଜଦୁର ସଭା ପକ୍ଷରୁ ସୋମବାର ଗଣ ବିକ୍ଷୋଭ କରାଯାଇ ୯ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଅଖିଳ ଭାରତୀୟ ମଜଦୁର ସଭାର ଜାତୀୟ କମିଟି ସମ୍ପାଦକ ଭାଲଚନ୍ଦ୍ର ଷଡ଼ଙ୍ଗୀ, ଜିଲା ସଭାପତି ଗଣେଶ…

ଅଷ୍ଟ୍ରେଲିଆ ଦଳରୁ ବାଦ୍‌ ପଡ଼ିଥିଲେ ବ୍ରାଡମ୍ୟାନ

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନ କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। ୨୦ ବର୍ଷର ଲମ୍ବା କ୍ୟାରିୟରରେ ସେ ୫୨ ଟେଷ୍ଟ ଖେଳି ୬,୯୯୬ ରନ୍‌ କରିଥିଲେ। ତାଙ୍କ ଆଭରେଜ ଥିଲା ୯୯.୯୪, ଯାହାକି ଅବିଶ୍ୱସନୀୟ। ଏଥିରେ ରହିଥିଲା ୨୯ ଶତକ।…

ଭାରତୀୟ ନୌସେନାର ପ୍ରଥମ ମହିଳା ପାଇଲଟ

କୋଚି,୨।୧୨: ସବ୍‌ ଲେପ୍ଟନାଣ୍ଟ ଶିଭାଙ୍ଗି ଭାରତୀୟ ନୌସେନାର ପ୍ରଥମ ପାଇଲଟ ହେବାର ଗୌରବ ଅର୍ଜନ କରିଛନ୍ତି। କୋଚିର ଭାଇସ୍‌ ଆଡମିରାଲ ଏ.କେ. ଚାଓ୍ବଲାଙ୍କଠାରୁ ଶିଭାଙ୍ଗି ତାଙ୍କ ଯୋଗ୍ୟତା ଓ ‘ଓ୍ବିଙ୍ଗସ୍‌’ସୋମବାର ଗ୍ରହଣ କରିଛନ୍ତି। ଚାଓ୍ବଲା କହିଛନ୍ତି, ‘ଏହା ଏକ ଫ୍ରଣ୍ଟ ଲାଇନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri