Home Left

୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ…

ଦାନ୍ତ ଘଷିଲେ କମେ ହାର୍ଟଆଟାକ୍‌ ଆଶଙ୍କା !

ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍‌ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍‌ ଜର୍ନାଲ୍‌ ଅଫ୍‌ ପ୍ରିଭେଣ୍ଟିଭ୍‌ କାର୍ଡିଓଲୋଜିରେ ପ୍ରକାଶ ପାଇଛି। ଦାନ୍ତରେ ସୃଷ୍ଟି ହେଉଥିବା ବ୍ୟାକ୍ଟେରିଆ ଧମନୀରେ ରକ୍ତ ପ୍ରବାହ ପ୍ରକ୍ରିୟାକୁ ପ୍ରଭାବିତ କରିଥାଏ।…

ପୁରୀ ପଞ୍ଜାବୀ ମଠକୁ ସିଲ୍‌ କଲା ପୋଲିସ

ପୁରୀ ଅଫିସ୍‌, ୨।୧୨: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ରବିବାର ରାତିରେ ମଠରେ ନିଶାକାରବାର ହେଉଥିବା ଖବର ପାଇ ସୋମବାର ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମଠ ପରିସରରେ କୋରେକ୍ସ ବୋତଲ…

ଫେରିଲା ଜେମ୍ସ ବଣ୍ଡ ସିରିଜ୍‌ : ରିଲିଜ୍‌ ହେଲା ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌

ନୂଆଦିଲ୍ଲୀ: ଜେମ୍ସ ବଣ୍ଡ ସିରିଜର ଫିଲ୍ମ ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌ ରିଲିଜ ହୋଇଛି। ଡାନିଏଲ କ୍ରେଗଙ୍କ ଅଭିନୀତ ଏହି ଫିଲ୍ମର ଟିଜର୍‌ ରିଲିଜ୍‌ ସମୟରେ ନିର୍ମାତା ଟ୍ରେଲର୍‌ ରିଲିଜ୍‌ ସମ୍ପର୍କରେ ମଧ୍ୟ ସୂଚନା ଦେଇଛନ୍ତି। ଆସନ୍ତା ୪…

ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି…

ମୋଦି ସରକାରଙ୍କ ପାଇଁ ଦିଲ୍ଲୀରେ ବଢିଲା ପିଆଜ ଦାମ୍‌: ମନିଷ

ନୂଆଦିଲ୍ଲୀ,୨।୧୨: ଦେଶର ଅଧିକାଂଶ ଭାଗରେ ପିଆଜ୍‌ ଦାମ୍‌ ଏବେ କିଲୋ ପିଛା ଶହେ ଟଙ୍କା ଛୁଇଁଲାଣି। ଏହାକୁ ନେଇ ରାଜନୀତିବି ହେଲାଣି ସରଗରମ। ସାଧାରଣ ଖାଉଟି ମଧ୍ୟ ଏଥିରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ହେଲେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଯୋଗୁ…

ସୈନ୍ୟ ବାହିନୀ ଗାଡ଼ି ଉପରକୁ ଗୁଳିମାଡ଼: ୨ ମୃତ

କାବୁଲ,୨।୧୨: ଆଫଗାନୀସ୍ତାନ କାବୁଲରେ ଏକ ସୈନ୍ୟ ବାହିନୀ ଗାଡ଼ି ଉପରକୁ ଜଣେ ଅଜଣା ବନ୍ଧୁକଧାରୀ ଆଖିବୁଜା ଗୁଳି ମାଡ଼ କରିଛନ୍ତି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ…

ମଙ୍ଗଳ ଗ୍ରହରେ ଜୀବସତ୍ତା ସମ୍ଭବ

ମଙ୍ଗଳ ଗ୍ରହକୁ ନେଇ ବିଭିନ୍ନ ଦେଶରେ ମହାକାଶବିଜ୍ଞାନୀ ଗବେଷଣା ଜାରି ରଖିଛନ୍ତି। ସେଠାରେ ଲୁକ୍କାୟିତ ବିଭିନ୍ନ ତଥ୍ୟକୁ ଲୋକଲୋଚନକୁ ଆଣିବାକୁ ବେଶ କିଛି ବର୍ଷ ଧରି ନିଜର ପ୍ରୟାସ ଜାରି ରଖିଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’। ଏହି ସଂସ୍ଥା…

୫ ଦିନିଆ ଭାରତ ଗସ୍ତରେ ସୁଇଡେନର ରାଜ ଦମ୍ପତ୍ତି

ନୂଆଦିଲ୍ଲୀ,୨।୧୨: ସୁଇଡେନର ରାଜା ଗୁସ୍ତାଫ ଓ ରାଣୀ ସିଲଭିୟା ୫ ଦିନିଆ ଗସ୍ତରେ ସୋମବାର ଭାରତକୁ ଆସିଛନ୍ତି। ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ସୁଇଡେନର ରାଜଦମ୍ପତିଙ୍କୁ ଭେଟି ଭବ୍ୟ ସ୍ବାଗତ ଜଣାଇଛନ୍ତି। ରାଜା ଗୁସ୍ତାଫ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ…

ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଗଗନ ଧଳ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ତଥା ବରିଷ୍ଠ ଆଇଏଏସ୍‌ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ୍‌ର…

ଶିକାର କରିବାକୁ ଯାଇ ଜଣେ ଶିକାରୀ ମୃତ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶିକାର କରିବାକୁ ଯାଇଥିବା ଯୁବକଙ୍କ ଗୁଳିବିଦ୍ଧ ମୃତଦେହକୁ ଦାରିଙ୍ଗବାଡ଼ି ପୋଲିସ ସୋମବାର ଜବତ କରିଛି। ମୃତ ଯୁବକ ବି.ଡକେବାଡ଼ି ଗ୍ରାମର କ୍ରୀଷ୍ଣା ନାୟକ (୨୮) ବୋଲି ଆଇଆଇସି…

୭ କୋଟିର ଦାମିକା ଚେୟାର: ନୋଟ୍‌ରେ ହୋଇଛି ତିଆରି

ମସ୍କୋ,୨।୧୨: ରୁଷିଆରେ ଏକ ଆର୍ଟ ମ୍ୟୁଜିୟମ୍‌ରେ ଦାମିକା ଚେୟାର ରହିଛି। ଚେୟାରଟି ଏକ ଲକ୍ଷ ଡଲାର ନୋଟ୍‌ରେ ନିର୍ମିତ ହୋଇଛି। ଭାରତୀୟ ମୁଦ୍ରାରେ ଏହା ଦାମ ୭କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହାକୁ ସୁରକ୍ଷିତ ଭାବେ ଅଢ଼େଇ ଇଞ୍ଚ୍‌ ମୋଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri